ତା'ପ ରେ ପରମେଶ୍ବର ଉଚ୍ଚସ୍ବର ରେ ମାେ କର୍ଣ୍ଣ ରେ କହିଲେ, ନଗରକୁ ଦଣ୍ଡ ଦବୋକୁ ନିୟୁକ୍ତ ହାଇେଥିବା ଅଧିକାରୀମାନଙ୍କୁ ଆଣ। ସମାନେେ ସମସ୍ତେ ସମାନଙ୍କେର ହସ୍ତ ରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ।
Cross references
ସହେି ସମୟରେ ସଦାପ୍ରଭୁ ମିଶର ମଝି ରେ ଯିବେ ଏବଂ ମିଶରୀଯମାନଙ୍କୁ ହତ୍ଯା କରିବେ। ସଦାପ୍ରଭୁ ଯେଉଁ ଦ୍ବାର ରେ ରକ୍ତ ଚିହ୍ନ ଦେଖିବେ ସହେି ଘରକୁ ଛାଡି ଦବେେ। ସେ ମୃତ୍ଯୁ ଦୂତକୁ ତୁମ୍ଭ ଘ ରେ ପଶି ତୁମ୍ଭକୁ ହତ୍ଯା କରିବାକୁ ଦବେେ ନାହିଁ।
ଏହାପରେ ବାଲ୍ପୂଜକମାନେ ବଳିଦାନ ଓ ହାମବେଳି କରିବାକୁ ଭିତରକୁ ଗଲେ। ଯହେୂ ନିଜର ଅଶୀ ଜଣଙ୍କୁ ବାହା ରେ ନିୟୁକ୍ତ କରିଥିଲେ। ସେ ସମାନଙ୍କେୁ କହିଲେ, ଏହି ଲୋକମାନଙ୍କ ମଧ୍ଯରୁ ଯେପରି ଜଣେ କହେି ପଳାଇ ନ ୟାଆନ୍ତି।
ୟିରୁଶାଲମକୁ ବିନଷ୍ଟ କରିବା ନିମନ୍ତେ ପରମେଶ୍ବର ଜଣେ ସ୍ବର୍ଗଦୂତଙ୍କୁ ପ୍ ରରଣେ କଲେ। କିନ୍ତୁ ସ୍ବର୍ଗଦୂତ ଯେତବେେଳେ ୟିରୁଶାଲମକୁ ବିନାଶ କରିବାକୁ ଆରମ୍ଭ କଲେ, ସଦାପ୍ରଭୁ ତାହା ଦେଖି ଦୁଃଖିତ ହେଲେ। ତେଣୁ ସଦାପ୍ରଭୁ ୟିରୁଶାଲମକୁ ବିନଷ୍ଟ ନ କରିବା ନିମନ୍ତେ ସ୍ଥିର କଲେ। ବିନାଶ କାର୍ୟ୍ଯ ସାଧନ କରୁଥିବା ସ୍ବର୍ଗଦୂତଙ୍କୁ ସଦାପ୍ରଭୁ କହିଲେ, ବନ୍ଦ କର ! ୟଥେଷ୍ଟ ହେଲା ! ସହେି ସମୟରେ ସଦାପ୍ରଭୁଙ୍କ ଦୂତ ୟିବୂଷୀଯ ଅରଣନର ରେ ଛିଡ଼ା ହାଇେଥିଲେ।
ତା'ପ ରେ ମୁଁ ସଦାପ୍ରଭୁଙ୍କର ସ୍ବର ଶୁଣିଲି। ସେ କହିଲେ, ମୁଁ କାହାକୁ ପଠାଇବି ? କିଏ ଆମ୍ଭମାନଙ୍କ ପାଇଁ ୟିବ?'
ପ୍ରଭୁ ବିହୀନ ଦେଶକୁ ମୁଁ ଅଶୂରକୁ ପ୍ ରରଣେ କରିବି। ସହେି ଲୋକମାନଙ୍କ ଉପ ରେ ମୁଁ କୋରଧିତ ଏବଂ ସମାନଙ୍କେ ବିରୁଦ୍ଧ ରେ ଲଢ଼ିବାକୁ ମୁଁ ଅଶୂରକୁ ଆଦେଶ ଦବେି। ସେ ସମାନଙ୍କେୁ ପରାସ୍ତ କରିବ ଓ ସମାନଙ୍କେଠାରୁ ଧନସମ୍ପଦ ନଇେ ଆସିବି। ଇଶ୍ରାୟେଲ ରାସ୍ତାର ଧୂଳି ସଦୃଶ ଅଶୂରର ପଦଦଳିତ ହବେ।
ସିୟୋନ୍ଆଡ଼େ ଧ୍ବଜା ଉଠାଅ। ଜୀବନ ରକ୍ଷା ପାଇଁ ପଳାଯନ କର। ଅପେକ୍ଷା କର ନାହିଁ, କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।
ତା'ପ ରେ କହେି ଜଣେ ମାେତେ କହିବାର ମୁଁ ଶୁଣିଲି, ଯେତବେେଳେ ଲୋକଟି ମାେ ପାଖ ରେ ଛିଡ଼ା ହେଉଥିଲେ।
ସଦାପ୍ରଭୁ ମାରେପ୍ରଭୁ, କୌଣସି ଯୋଜନା ତାଙ୍କର ସବେକର ଅଗୋଚର ରେ କରନ୍ତି ନାହିଁ।
ପ୍ରଭୁଙ୍କ ଦିନ ରେ ପବିତ୍ର ଆତ୍ମା ମାେତେ ସମ୍ପୂର୍ଣ୍ଣରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।
ସହେି ସ୍ବର୍ଗଦୂତ ଉଚ୍ଚ ସ୍ବର ରେ କହିଲେ, ପରମେଶ୍ବରଙ୍କୁ ଭୟ କର ଓ ତାହାଙ୍କୁ ମହିମା ପ୍ରଦାନ କର। ପରମେଶ୍ବରଙ୍କ ଦ୍ବାରା ଲୋକମାନଙ୍କୁ ବିଚାର କରିବା ସମୟ ଉପସ୍ଥିତ। ପରମେଶ୍ବରଙ୍କର ଉପାସନା କର। ସେ ସ୍ବର୍ଗ, ପୃଥିବୀ, ସମୁଦ୍ର ଓ ଜଳଉତ୍ସଗୁଡ଼ିକର ସୃଷ୍ଟିକର୍ତ୍ତା।