Home Bibles ☰ Books ଏଜ୍ରା 1:9 · ଓଡ଼ିଆ ବାଇବେଲ
ଏଜ୍ରା 1:9 · ଓଡ଼ିଆ ବାଇବେଲ

ମିତ୍ରଦାତର ସଦାପ୍ରଭୁଙ୍କର ମନ୍ଦିରରୁ ଯେଉଁ ସବୁ ବସ୍ତୁ ଆଣିଥିଲା, ସହେି ଦ୍ରବ୍ଯଗୁଡିକ ସଂଖ୍ଯା ଏହିପରି ଥିଲା: ସୁନାଥାଳୀ 30 ରୂପାଥାଳୀ 1,000 ଛୁରୀ29

Cross references

ଗଣନା ପୁସ୍ତକ 7:13

ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

ଗଣନା ପୁସ୍ତକ 7:19

ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।

ପ୍ରଥମ ରାଜାବଳୀ 7:50

ସୁବର୍ଣ୍ଣର ଫୁଲସବୁ, ଖାଣ୍ଟି ସୁନାର ଗ୍ଭମଚ ଓ ପାତ୍ରସବୁ ଯଥା, କଇଁଚି, କୁଣ୍ତସବୁ, ଅଙ୍ଗାରଧାନୀ ଏବଂ ଭିତର ପାଖର କବାଟ ପାଇଁ ଅର୍ଥାତ୍ ମହାପବିତ୍ର ସ୍ଥାନର ଓ ମନ୍ଦିରର ମୂଖ୍ୟ କୋଠରୀର କବାଟ ପାଇଁ ସୁବର୍ଣ୍ଣର କ‌ବ୍‌ଜା ନିର୍ମାଣ କଲେ।

ଦିତୀୟ ରାଜାବଳୀ 25:15

ପୁଣି ନବୂସରଦନ୍ ଅଙ୍ଗାରଧାନୀ, କୁଣ୍ତସବୁ, ଯାହା ସୁନାର ଥିଲା ତାକୁ ସୁନା କରି ଓ ଯାହା ରୂପାର ଥିଲା ତାକୁ ରୂପାର କରି ନଇଗେଲା।

ଦିତୀୟ ବଂଶାବଳୀ 4:8

ଶଲୋମନ ଦଶଟି ମଜେ ତିଆରି କରି ମନ୍ଦିର ରେ ରଖିଲେ। ମନ୍ଦିରର ଉଭୟ ଦକ୍ଷିଣ ଓ ବାମ ପାଶର୍‌ବ ରେ ପାଞ୍ଚଟି କରି ମଜେ ରଖାଗଲା। ଆଉ 100ଟି େଛାଟ ପ୍ରକ୍ଷାଳନ ପାତ୍ର ତିଆରି କରିବା ନିମନ୍ତେ ଶଲୋମନ ସୁନା ବ୍ଯବହାର କଲେ।

ଦିତୀୟ ବଂଶାବଳୀ 4:11

ହୂରମ ପାତ୍ର, ବଲଚୋ ଓ ବସେିନ୍ସବୁ ନିର୍ମାଣ କଲେ। ଏହିପରି ହୂରମ୍ ପରମେଶ୍ବରଙ୍କୁ ମନ୍ଦିର ରେ ରାଜା ଶ ଲୋମନଙ୍କ ନିମନ୍ତେ ନିଜର କାର୍ୟ୍ଯ ଶଷେ କଲେ।

ଦିତୀୟ ବଂଶାବଳୀ 4:21

ପୁଷ୍ପ, ଦୀପ ଓ ଚିମୁଟାସବୁ ନିର୍ମାଣ କରିବା ନିମନ୍ତେ ଶଲୋମନ ଶୁଦ୍ଧସୁନା ବ୍ଯବହାର କରିଥିଲେ।

ଦିତୀୟ ବଂଶାବଳୀ 24:14

ଯେତବେେଳେ ଶ୍ରମିକମାନଙ୍କର କାର୍ୟ୍ଯ ସମାପ୍ତ ହେଲା, ସମାନେେ ବଳିଥିବା ଟଙ୍କାକୁ ରାଜା ଯୋୟାଶ୍ ଓ ଯିହାୟୋଦାରଦାଙ୍କ ନିକଟକୁ ଆଣିଲେ। ସମାନେେ ସହେି ଟଙ୍କାକୁ ସଦାପ୍ରଭୁଙ୍କ ମନ୍ଦିରର ସାମଗ୍ରୀ ନିର୍ମାଣ କରିବା ରେ ବ୍ଯବହାର କଲେ। ସହେି ସାମଗ୍ରୀଗୁଡ଼ିକ ମନ୍ଦିରର ସବୋକାର୍ୟ୍ଯ ଓ ନବୈେଦ୍ଯ ହାମବେଳି ଉପହାର ଉତ୍ସର୍ଗ କରିବା ପାଇଁ ବ୍ଯବହୃତ ହେଲା। ସମାନେେ ସୁନା ଓ ରୂପାରୁ ପାତ୍ରମାନ ଓ ଅନ୍ଯାନ୍ଯ ସାମଗ୍ରୀ ନିର୍ମାଣ କଲେ। ଯିହାୟୋଦାରଦା ଜୀବିତ ଥିବା ପର୍ୟ୍ଯନ୍ତ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିର ରେ ପ୍ରତିଦିନ ହାମବେଳି ଉପହାରମାନ ଉତ୍ସର୍ଗ କଲେ।

ଏଜ୍ରା 8:27

1,000 ଡାରିକ୍ ମୂଲ୍ଯର 20 ସ୍ବର୍ଣ୍ଣମଯ ପାତ୍ର ଏବଂ ସ୍ବର୍ଣ୍ଣ ତୁଲ୍ଯ ବହୁମୁଲ୍ଯ ଉତ୍ତମ ଉଜ୍ବଳ ପିତ୍ତଳର ଦୁଇପାତ୍ର ତୌଲି ଦଲେି।

ମାଥିଉଲିଖିତ ସୁସମାଚାର 10:29

ଗୋଟିଏ ପଇସା ମୂଲ୍ଯ ରେ ଦୁଇଟି ଘରଚଟିଆ ବିକ୍ରି ହୁଅନ୍ତି। କିନ୍ତୁ ତୁମ୍ଭ ପରମ-ପିତାଙ୍କ ବିନା ଅନୁମତି ରେ ସେଥିରୁ ଗୋଟିଏ ହେଲେ ମଧ୍ଯ ତଳେ ପଡିବ ନାହିଁ।

ମାଥିଉଲିଖିତ ସୁସମାଚାର 14:8

େ ହରୋଦିଆଙ୍କ ପ୍ରରୋଚନା ରେ ଝିଅ କହିଲା, ମାେତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳି ରେ ଆଣି ଏହିଠା ରେ ଦିଅନ୍ତୁ।

Interlinear

Choose Theme