Home Bibles ☰ Books ଏଜ୍ରା 10:14 · ଓଡ଼ିଆ ବାଇବେଲ
ଏଜ୍ରା 10:14 · ଓଡ଼ିଆ ବାଇବେଲ

ଏଣୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିୟୁକ୍ତ ହୁଅନ୍ତୁ। ଯେଉଁ ଲୋକମାନେ ଅଣ-ଇଶ୍ରାୟେଲୀୟ ସ୍ତ୍ରୀମାନଙ୍କୁ ବିବାହ କରିଛନ୍ତି, ସମାନେେ ସମସ୍ତେ ନିରୁପିତ ସମୟରେ ଆସନ୍ତୁ ଓ ସମାନଙ୍କେ ସଙ୍ଗେ ପ୍ରେତ୍ୟକକ ନଗରର ପ୍ରାଚୀନଗଣ ଓ ବିଗ୍ଭର କର୍ତ୍ତାଗଣ ଆସନ୍ତୁ। ଆମ୍ଭ ପରମେଶ୍ବରଙ୍କର କୋରଧ ଯେପର୍ୟ୍ଯନ୍ତ ଅତିକ୍ରମ ନ ହାଇେଛି ଏହି କାରଣ ଯୋଗୁଁ ଏହି ବିଷଯ ଗ୍ରହଣୀଯ ହବେ ନାହିଁ।

Cross references

ଗଣନା ପୁସ୍ତକ 25:4

ସଦାପ୍ରଭୁ ମାଶାଙ୍କେୁ କହିଲେ, ଲୋକମାନଙ୍କର ସମସ୍ତ ନତେୃବର୍ଗଙ୍କୁ ହତ୍ଯା କର ଏବଂ ସର୍ବସାଧାରଣ ସମ୍ମୁଖ ରେ ସମାନଙ୍କେୁ ଖରା ରେ ଟାଙ୍ଗି ଦିଅ। ତବେେ ସଦାପ୍ରଭୁଙ୍କର କୋରଧ ଇଶ୍ରାୟେଲମାନଙ୍କଠାରୁ ଦୂ ରଇେ ୟିବ।

ଦିତୀୟ ବିବରଣ 13:17

ସହେି ଦ୍ରବ୍ଯରକ୍ସ୍ଟ ଯାହା ଧ୍ବଂସ ହବୋ ଉଚିତ୍, ତୁମ୍ଭମାନେେ କିଛି ସଂଗ୍ରହ କରିବା ଉଚିତ୍ ନକ୍ସ୍ଟହଁ। ଏଥି ରେ ସଦାପ୍ରଭୁ ଆପଣା ପ୍ରଚଣ୍ତ କୋରଧରକ୍ସ୍ଟ ଫରେିବେ ଓ ତକ୍ସ୍ଟମ୍ଭପ୍ରତି କରୁଣା କରିବେ ଏବଂ ତୁମ୍ଭର ସଂଖ୍ଯା ବଢାଇବେ। ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କକ୍ସ୍ଟ ପ୍ରତିଜ୍ଞା କରିଥିଲେ।

ଦିତୀୟ ବିବରଣ 17:9

ତୁମ୍ଭେ ଲବେୀ ପରିବାରବର୍ଗର ଯାଜକମାନଙ୍କ ପାଖକକ୍ସ୍ଟ ଓ ବିଗ୍ଭରକର୍ତ୍ତା ନିକଟକକ୍ସ୍ଟ ୟିବା ଉଚିତ୍, ଯେଉଁମାନେ ସେସମୟରେ ଉପସ୍ଥିତ ଥିଲେ। ଆଉ ତୁମ୍ଭମାନେେ ବକ୍ସ୍ଟଝିବ ତହିଁରେ ସମାନେେ ତୁମ୍ଭକୁ ବିଗ୍ଭରର ନିଷ୍ପତ୍ତି ଜଣାଇବେ।

ଦିତୀୟ ବିବରଣ 17:18

ଏବଂ ସେ ଯେତବେେଳେ ଶାସନ କରିବାକୁ ସିଂହାସନ ରେ ବ ସେ, ଲବେୀୟ ଯାଜକମାନେ ରଖିଥିବା ନଳାକାର ନିଯମ ପସ୍ତକରେ ଏକ ନକଲ ସେ ନିଜ ପାଇଁ କରିବା ଉଚିତ୍।

ଯିହୋଶୂୟ 7:26

ଆଖନକକ୍ସ୍ଟ ପୋଡି଼ ସାରିବା ପରେ ତାହାକକ୍ସ୍ଟ ପଥର ରେ ପୋତି ଦେଲେ, ସହେି ପଥର ଗଦା ଆଜି ପର୍ୟ୍ଯନ୍ତ ସଠାେରେ ଅଛି। ଯେ ହତେକ୍ସ୍ଟ ସଦାପ୍ରଭୁ ଆଖନକକ୍ସ୍ଟ ସଠାେରେ ଏପରି ଦକ୍ସ୍ଟଃଖ ଦେଲେ, ସେଥିପାଇଁ ସହେି ସ୍ଥାନ ଆଜି ପର୍ୟ୍ଯନ୍ତ ଆଖୋର ଉପତ୍ୟକା ନାମ ରେ ପରିଚିତ। ଏହାପରେ ସଦାପ୍ରଭୁ ଇଶ୍ରାୟେଲବାସୀଙ୍କ ଉପରକ୍ସ୍ଟ କୋର୍ଧରକ୍ସ୍ଟ ନିବୃତ୍ତ ହାଇେ ଶାନ୍ତ ହେଲେ।

ଦିତୀୟ ବଂଶାବଳୀ 19:5

ଯିହାଶାଫେଟ୍ ଯିହୁଦାର ସମସ୍ତ ନଗର ରେ ବିଚାରକର୍ତ୍ତାମାନଙ୍କୁ ନିୟୁକ୍ତ କଲେ। ଯିହୁଦାର ପ୍ରତିଟି ସୁଦୃଢ଼ ଦୁର୍ଗ ରେ ରହିବା ନିମନ୍ତେ ସେ ବିଚାରକର୍ତ୍ତାମାନଙ୍କୁ ନିୟୁକ୍ତ କଲେ।

ଦିତୀୟ ବଂଶାବଳୀ 29:10

ତେଣୁ ବର୍ତ୍ତମାନ ମୁଁ ହିଜକିଯ, ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ସହିତ ଏକ ନିଯମ କରିବାକୁ ମନସ୍ଥ କରିଅଛି। ତବେେ ସେ ଆମ୍ଭମାନଙ୍କ ଉପରେ ଆଉ କୋର୍ଧ କରିବେ ନାହିଁ।

ଦିତୀୟ ବଂଶାବଳୀ 30:8

ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କ ପରି ଦାମ୍ଭିକ ହୁଅ ନାହିଁ। କିନ୍ତୁ ଇଚ୍ଛୁକ ହୃଦଯର ସହିତ ସଦାପ୍ରଭୁଙ୍କର ଆଜ୍ଞାକାରୀ ହୁଅ। ସହେି ପବିତ୍ର ସ୍ଥାନକୁ ଆସ। ସଦାପ୍ରଭୁ ତାଙ୍କ ପବିତ୍ର ସ୍ଥାନକୁ ଚିରଦିନ ନିମନ୍ତେ ପବିତ୍ର କରିଛନ୍ତି। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ବରଙ୍କର ସବୋ କର। ତବେେ ସଦାପ୍ରଭୁଙ୍କର କୋରଧ ତୁମ୍ଭମାନଙ୍କଠାରୁ ନିବୃତ୍ତ ହବେ।

ଗୀତସଂହିତା 78:38

କିନ୍ତୁ ପରମେଶ୍ବର ସ୍ନହେଶୀଳ ଥିଲେ ଓ ସମାନଙ୍କେର ପାପଗୁଡ଼ିକ କ୍ଷମା କଲେ, ସମାନଙ୍କେୁ ଧ୍ବଂସ କଲେ ନାହିଁ। ପରମେଶ୍ବର ତାଙ୍କର କୋର୍ଧକୁ ଅନକେ ଥର ସ୍ଥଗିତ ରଖିଲେ। ସେ ନିଜକୁ ବହୁତ କୋର୍ଧ ହବୋରେ ନିଯନ୍ତ୍ରଣ କରି ନ ଥିଲେ।

ଯିଶାଇୟ 12:1

ସହେି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପ ରେ କ୍ରୋଧାନ୍ବିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କୋରଧ ନିବୃତ୍ତ ହାଇେଅଛି, ତୁମ୍ଭେ ତୁମ୍ଭର ପ୍ ରମେ ଆମ୍ଭକୁ ଦଖାଇେଅଛ।'

Interlinear

Choose Theme