Home Bibles ଏଜ୍ରା 10:2 · ଓଡ଼ିଆ ବାଇବେଲ
ଏଜ୍ରା 10:2 · ଓଡ଼ିଆ ବାଇବେଲ

ଏହାପରେ ଏଲାମର ବଂଶଧରମାନଙ୍କ ମଧ୍ଯରୁ ୟିହୀଯଲରେ ପୁତ୍ର ଶଖନିଯ ଏଜ୍ରାଙ୍କୁ କହିଲା, ଆମ୍ଭେ ଆମ୍ଭର ପରମେଶ୍ବରଙ୍କୁ ବିଶ୍ବାସଘାତ କରୁଛୁ। ଆମ୍ଭେ ଅନ୍ୟ ଦେଶୀଯମାନଙ୍କୁ ବିବାହ କରିଛୁ। କିନ୍ତୁ ଆମ୍ଭେ ଏପରି କଲେ ମଧ୍ଯ ଆମ୍ଭମାନଙ୍କର ଇଶ୍ରାୟେଲଙ୍କ ପ୍ରତି ଭରସା ଅଛି।

Cross references

ଯାତ୍ରା ପୁସ୍ତକ 34:6

ସଦାପ୍ରଭୁ ମାଶାଙ୍କେ ସମ୍ମୁଖକୁ ଆସି ଏହା ଘାଷେଣା କଲେ। ୟି ହାବୋ, ୟି ହାବୋ ଦୟାଶୀଳ ପରମେଶ୍ବର, ସେ କୋରଧ ରେ ଧିର। ସେ ଦୟାଳୁ ଓ ସତ୍ଯତା ରେ ପରିପୂର୍ଣ୍ଣ।

ଯାତ୍ରା ପୁସ୍ତକ 34:12

ସାବଧାନ! ତୁମ୍ଭମାନେେ ଯେଉଁ ଦେଶକୁ ଯାଉଛ ସମାନଙ୍କେ ସହିତ କୌଣସି ଚୁକ୍ତି କର ନାହିଁ। ଯଦି ତୁମ୍ଭମାନେେ ସହେି ଲୋକମାନଙ୍କ ସହିତ କୌଣସି ଚୁକ୍ତି କର, ତବେେ ଏହା ତୁମ୍ଭମାନଙ୍କ ପାଇଁ ଅସୁବିଧା ହବେ।

ଏଜ୍ରା 2:7

ଏଲମର ବଂଶଧର 1 ,254 ଜଣ।

ଏଜ୍ରା 2:31

ଅନ୍ୟ ଏଲମ ସହରରୁ 1 ,254 ଜଣ।

ଏଜ୍ରା 8:7

ଏଲମର ବଂଶଧରମାନଙ୍କ ମଧ୍ଯରୁ ଅଥଲିଯର ପୁତ୍ର ୟିଶାଯାହ ଓ ତାଙ୍କ ସଙ୍ଗେ 70 ପୁରୁଷ।

ଏଜ୍ରା 9:1

ଏହିସବୁ କର୍ମ ସମାପ୍ତ ହେଲାପରେ, ଇଶ୍ରାୟେଲୀୟ ମୁଖ୍ଯମାନେ ଆମ୍ଭ ନିକଟକୁ ଆସିଲେ ଓ ସମାନେେ କହିଲେ, ଏଜ୍ରା, ଇଶ୍ରାୟେଲର ଲୋକମାନେ, ଯାଜକମାନେ ଓ ଲବେୀୟମାନେ ଅନ୍ୟଦେଶୀ ଗୋଷ୍ଠୀଯମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସମାନଙ୍କେର ଅର୍ଥାତ୍ କିଣାନୀଯ, ହିତ୍ତୀଯ, ପରିଷୀଯ ୟିବୂଷୀଯ, ଅେମ୍ମାନୀୟ, ମାୟୋବୀଯ, ମିସ୍ରୀଯ ଓ ଇ ମାରେୀଯମାନଙ୍କର ଘୃଣା ଯୋଗ୍ଯ କର୍ମ ଅନୁସାରେ କରୁଅଛନ୍ତି।

ଏଜ୍ରା 9:2

ସମାନେେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣଙ୍କ ନିମନ୍ତେ ସମାନଙ୍କେର କନ୍ଯାଗଣଙ୍କୁ ଗ୍ରହଣ କରିଅଛନ୍ତି। ଏହିପରି ପବିତ୍ରବଂଶ ଅନ୍ଯଦେଶ ରେ ଗୋଷ୍ଠୀଯମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି। ଏହି ଅପରାଧ ରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହାଇେଅଛି।

ଏଜ୍ରା 10:26

ଏଲମର ବଂଶଧରଗଣ ମଧ୍ଯରୁ ମତ୍ତନିଯ, ଜିଖରିଯ, ୟିହୀଯଲେ ଅବ୍ଦି, ଯିରମୋେତ୍ ଓ ଏଲୀଯ।

ନିହିମିୟା 3:29

ସମାନଙ୍କେ ପରେ ଇମ୍ ମାରେର ପୁତ୍ର ସାଦୋକ୍ ଆପଣା ଗୃହ ସମ୍ମୁଖ ରେ ଭଗ୍ନ ଅଂଶ ଗଠନ କଲେ। ତା'ପରେ ପୂର୍ବଦ୍ବାରପାଳ ଶିଖନିଯର ପୁତ୍ର ଶମଯିଯ ଜିର୍ଣ୍ଣ ପ୍ରାଚୀର ଗଠନ କଲେ।

ନିହିମିୟା 7:12

ଏଲମର ବଂଶଧର 1,254 ଜଣ।

ନିହିମିୟା 7:34

ଅନ୍ୟ ଏଲମ ସହରରୁ 1,254 ଜଣ।

ନିହିମିୟା 13:27

ତେଣୁ କଣ ଆମ୍ଭେ କଥା ଶୁଣି ପରମେଶ୍ବରଙ୍କ ବିରୁଦ୍ଧ ରେ ୟିବୁ? ବିଦେଶୀଯା ସ୍ତ୍ରୀମାନଙ୍କୁ ବିବାହ କରି ମହାପାପ କରିବୁ?

ହିତୋପଦେଶ 28:13

ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ। ମାତ୍ର ଯେଉଁ ଲୋକ ତାହା ସ୍ବୀକାର କରି ତାକୁ ପରିତ୍ଯାଗ କରେ, ସେ ଦୟା ପାଇବ।

ଯିଶାଇୟ 55:6

ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କର ଅନ୍ବଷେଣ କର, ଯେ ହତେୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ମିଳିଅଛି। ଯେ ପର୍ୟ୍ଯନ୍ତ ସେ ନିକଟରେ ଅଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କୁ ପ୍ରାର୍ଥନା କର।

ଯିରିମିୟ 3:12

ତେଣୁ ହେ ଯିରିମିୟ, ତୁମ୍ଭେ ଉତ୍ତର ଦିଗଆଡ଼େ ୟାଇ ଏହି କଥା ପ୍ରଚାର କର ଏବଂ କୁହ,

ଯାକୁବଙ୍କ ପତ୍ 2:9

କିନ୍ତୁ ଯଦି ତୁମ୍ଭେ ଜଣକୁ ଅନ୍ୟ ଜଣକ ତୁଳନା ରେ ଅଧିକ ମହତ୍ବ ଦେଉଛ, ତା' ହେଲେ ତୁମ୍ଭେ ପାପ କରୁଛ। ସହେି ରାଜକୀୟ ବ୍ଯବସ୍ଥା ପ୍ରମାଣିତ କରେ ଯେ, ତୁମ୍ଭେ ପରମେଶ୍ବରଙ୍କ ନିୟମ ଭଙ୍ଗ କରିବା ରେ ଦୋଷୀ ଅଟ।

ଯୋହନଙ୍କ ପ୍ରଥମ ପତ୍ର 1:7

ପରମେଶ୍ବର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ଯ ଆଲୋକରେ ବାସ କରିବା ଉଚିତ। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତବେେ ଆମ୍ଭେ ପରସ୍ପର ସହଭାଗୀ ହାଇପୋରିବା। ଯଦି ଆମ୍ଭମାନେେ ଆଲୋକରେ ରହୁ, ତବେେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।

Interlinear

Choose Theme