ଏସମସ୍ତ, ଲୋକମାନେ ଅଣ ଇଶ୍ରାୟେଲୀୟ ସ୍ତ୍ରୀମାନଙ୍କୁ ବିବାହ କରିଥିଲେ। ଆଉ ସମାନେେ ସମାନଙ୍କେର ବିଦେଶୀନି ସ୍ତ୍ରୀମାନଙ୍କୁ ସମାନଙ୍କେର ସନ୍ତାନମାନଙ୍କ ସହିତ ପଠଇେ ଦେଲେ।
Cross references
ସମାନେେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣଙ୍କ ନିମନ୍ତେ ସମାନଙ୍କେର କନ୍ଯାଗଣଙ୍କୁ ଗ୍ରହଣ କରିଅଛନ୍ତି। ଏହିପରି ପବିତ୍ରବଂଶ ଅନ୍ଯଦେଶ ରେ ଗୋଷ୍ଠୀଯମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି। ଏହି ଅପରାଧ ରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହାଇେଅଛି।
ଏବେ ଆମ୍ଭମାନେେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ବରଙ୍କ ଆଜ୍ଞା ରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସା ରେ ଏହିସବୁ ସ୍ତ୍ରୀମାନଙ୍କୁ ଓ ଏମାନଙ୍କଠାରୁ ଜାତ ସନ୍ତାନମାନଙ୍କୁ ଦୂର କରିଦବୋ ପାଇଁ ଆମ୍ଭମାନଙ୍କ ପରମେଶ୍ବରଙ୍କ ସହିତ ଚୁକ୍ତି କରିବା ଏବଂ ଏହା ପରମେଶ୍ବରଙ୍କ ବ୍ଯବସ୍ଥାନୁସା ରେ କରାଯାଉ।
ଜ୍ଞାନ ତୁମ୍ଭକୁ ପର ସ୍ତ୍ରୀ ଓ ୟିଏ ବ୍ଯଭିଚାରୀ ଚାଟୁବାଦିନୀ ଲୋକଠାରୁ ମଧ୍ଯ ରକ୍ଷା କରିବ।
ପର ସ୍ତ୍ରୀ ସୁନ୍ଦର ହାଇପୋ ରେ, ତା'ର ମୁଖରୁ ମଧୁର ବାକ୍ଯ ଶୁଣାୟାଏ।
ହେ ମାେ ପୁତ୍ର ପରକୀଯା ସ୍ତ୍ରୀ ଠା ରେ ପାଗଳ ହୁଅ ନାହିଁ। ବ୍ଯଭିଚାରିଣୀର ଘନିଷ୍ଠତାକୁ ଆଲିଙ୍ଗନ କର ନାହିଁ।