ତେଣୁ ଯିହୁଦା ଓ ବିନ୍ଯାମିନର ସମଗ୍ର ଲୋକ ତିନିଦିନ ମଧିଅରେ ୟିରୁଶାଲମ ରେ ଏକତ୍ରୀତ ହେଲ। ସହେିଦିନ ନବମ ମାସର ବିଂଶତିତମ ଦିନ ଥିଲା। ଆଉ ସମସ୍ତ ଲୋକେ ପରମେଶ୍ବରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷଯ ଓ ମହାବୃଷ୍ଟି ସକାଶୁ କମ୍ପିତ ହୋଉଥିଲେ।
Cross references
ବର୍ତ୍ତମାନ ଗହମ କାଟିବାର ସମୟ । କିନ୍ତୁ ମୁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଯେପରି ସେ ମେଘ ଗର୍ଜନ ଓ ବୃଷ୍ଟି ପଠାଇବେ। ସେଥିରକ୍ସ୍ଟ ତୁମ୍ଭମାନେେ ଜାଣିବ ଯେ, ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ତୁମ୍ଭେ ରାଜା ଦାବିକରି ବହକ୍ସ୍ଟତ ପାପ କରିଅଛ।
ଆଉ ଏଜ୍ରା ପଞ୍ଚମ ମାସ ରେ ଅର୍ଥାତ୍ ରାଜାର ସଇେ ସପ୍ତମ ବର୍ଷ ରେ ୟିରୁଶାଲମ ରେ ଉପସ୍ଥିତ ହେଲେ।
ରାଜାର ଅଧିକାରର ସପ୍ତମ ବର୍ଷର ଦଶମ ମାସ ରେ ଅର୍ଥାତ୍ ଟବେେତ୍ ସାମ ରେ, ଏଷ୍ଟରକୁ ରାଜଗୃହ ରେ ଅକ୍ଷଶ୍ବରେଶ ରାଜା ନିକଟକୁ ନିଆଗଲା।
ମାତ୍ର ସଦାପ୍ରଭୁ ସତ୍ଯ ପରମେଶ୍ବର ଅଟନ୍ତି। ସେ ଜୀବନ୍ତ ପରମେଶ୍ବର ଓ ଅନନ୍ତକାଳସ୍ଥାଯୀ ରାଜା। ଯେତବେେଳେ ସେ କୋପ କରନ୍ତି ପୃଥିବୀ କିତ ହୁଏ। ବିଦେଶୀ ରାଷ୍ଟ୍ର ତାଙ୍କ କୋର୍ଧ ସହ୍ଯ କରିପାରିବେ ନାହିଁ।
ପରମେଶ୍ବର ଭୟଙ୍କର ବଜ୍ରର କାରଣ ଓ ସେ ଆକାଶର ଜଳରାଶିର ସୃଷ୍ଟିକର୍ତ୍ତା। ସେ ପୃଥିବୀ ଶଷେପୃଷ୍ଠରୁ ବାଦଲ ଉଠାନ୍ତି ଏବଂ ବର୍ଷା ଓ ବିଜୁଳି କରାନ୍ତି। ସେ ନିଜ ଭଣ୍ଡାର ଘରୁ ବାଯୁ ପ୍ରବାହିତ କରନ୍ତି।
ଯେଉଁ ସମୟରେ ଏହା ଘଟିଲା ତାହା ଥିଲା ନବମ ମାସ ଓ ସେ ସମୟରେ ରାଜା ଶୀତକାଳ କ୍ଷପେଣର ଗୃହ ରେ ବସିଥିଲେ। ଆଉ ତାହାଙ୍କ ସମ୍ମୁଖ ରେ ଅଗ୍ନିପାତ୍ର ରେ ଅଗ୍ନି ଜଳୁଥିଲା।