Cross references
ହମେନ୍ଙ୍କ ଆତ୍ମୀଯ ଥିଲେ ଆସଫ୍। ଆସଫ୍ ହମେନ୍ଙ୍କ ଦକ୍ଷିଣ ପାଶର୍ବ ରେ ରହି ସବୋକାର୍ୟ୍ଯ କରୁଥିଲେ। ଆସଫ ବରେିଖିଯଙ୍କ ପୁତ୍ର ଥିଲେ। ବରେିଖିଯ ଶିମିଯଙ୍କ ପୁତ୍ର ଥିଲେ।
ଏହାପରେ ଲବେୀୟମାନେ ହମେନ ଏବଂ ତାଙ୍କ ଭ୍ରାତାଗଣ ଆସଫ ଓ ଏଥନଙ୍କୁ ଆଣିଲେ। ହମେନ ଯାୟେଲଙ୍କ ପୁତ୍ର ଥିଲେ। ଆସଫ ବରେିଖିଯଙ୍କ ପୁତ୍ର ଥିଲେ। ଏଥନ କୁଶାଯଙ୍କ ପୁତ୍ର ଥିଲେ। ଏହି ଲୋକମାନେ ମରାରି ପରିବାରବର୍ଗର ଥିଲେ।
ଦାଉଦ ଓ ସନୋଧ୍ଯକ୍ଷମାନେ ଆସଫର ପୁତ୍ରମାନଙ୍କୁ ଏକ ବିଶଷେ ସବୋକାର୍ୟ୍ଯ କରିବା ନିମନ୍ତେ ପୃଥକ୍ କଲେ। ଆସଫଙ୍କର ପୁତ୍ରମାନେ ଥିଲେ ହମେନ ଓ ୟିହୂଥୂନ। ବୀଣା, ସାରଙ୍ଗ ଓ ଗିନି ବଜାଇ ପରମେଶ୍ବରଙ୍କ ବାର୍ତ୍ତା ଘାଷେଣା କରିବା ହିଁ ସମାନଙ୍କେର ବିଶଷେ କାର୍ୟ୍ଯ ଥିଲା। ଯେଉଁମାନେ ଏହି ପ୍ରକାର ଭାବରେ ସବୋକାର୍ୟ୍ଯ କରୁଥିଲେ, ସମାନଙ୍କେର ତାଲିକା ଏହି :
ଅଷ୍ଟଦଶ ରେ, ହନାନିଙ୍କ ପୁତ୍ରଗଣ ଓ ଆତ୍ମୀଯମାନଙ୍କ ମଧ୍ଯରୁ
ଗାନ୍ଥକମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସମାନେେ ଇଶ୍ରାୟେଲର ରାଜା ଦାଉଦଙ୍କ ନିର୍ଣ୍ଣଯ ଅନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୁରୀ ସହିତ ଓ ଆସଫର ସନ୍ତାନ ଲବେୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।
ଗାଯକଗଣ: ଆସଫର ବଂଶଧର 148 ଜଣ।
ମୀକାର ପୁତ୍ର ମତ୍ତନିଯ ୟିଏକି ସବ୍ଦିର ଆସଫର ପୁତ୍ର ଥିଲା, ୟିଏକି ଶମ୍ମୁଯର ପୁତ୍ର ବକ୍ବୁକିଯ ଓ ଅବଦା ସହିତ ଧନ୍ଯବାଦ ଅର୍ପଣର ପ୍ରାର୍ଥନା କରୁଥିଲେ। ୟିଏକି ଗାଲଲର ପୁତ୍ର, ଗାଲଲ ୟିଏକି ୟିଦୂଥୂନର ପୁତ୍ର ଥିଲା।