Home Bibles ଏଜ୍ରା 2:6 · ଓଡ଼ିଆ ବାଇବେଲ
ଏଜ୍ରା 2:6 · ଓଡ଼ିଆ ବାଇବେଲ

ଯଶୂେଯ ଓ ଯୋୟାବର ପରିବାର ମଧ୍ଯରୁ ପହତ୍ ମାୟୋବର ବଂଶଧର 2,812 ଜଣ।

Cross references

ଏଜ୍ରା 8:4

ପହତ୍ ମାୟୋବର ବଂଶଧରମାନଙ୍କ ମଧ୍ଯରୁ ସରହିଯର ପୁତ୍ର ଇଲୀହୋଐନଯ ଓ ତାହା ସଙ୍ଗେ 200 ପୁରୁଷ।

ଏଜ୍ରା 8:9

ଯୋୟାବର ବଂଶଧରମାନଙ୍କ ମଧ୍ଯରୁ ୟିହିଯଲରେ ପୁତ୍ର ଓବଦିଯ ଓ ତାହାଙ୍କ ସଙ୍ଗେ 218 ପୁରୁଷ।

ଏଜ୍ରା 10:14

ଏଣୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିୟୁକ୍ତ ହୁଅନ୍ତୁ। ଯେଉଁ ଲୋକମାନେ ଅଣ-ଇଶ୍ରାୟେଲୀୟ ସ୍ତ୍ରୀମାନଙ୍କୁ ବିବାହ କରିଛନ୍ତି, ସମାନେେ ସମସ୍ତେ ନିରୁପିତ ସମୟରେ ଆସନ୍ତୁ ଓ ସମାନଙ୍କେ ସଙ୍ଗେ ପ୍ରେତ୍ୟକକ ନଗରର ପ୍ରାଚୀନଗଣ ଓ ବିଗ୍ଭର କର୍ତ୍ତାଗଣ ଆସନ୍ତୁ। ଆମ୍ଭ ପରମେଶ୍ବରଙ୍କର କୋରଧ ଯେପର୍ୟ୍ଯନ୍ତ ଅତିକ୍ରମ ନ ହାଇେଛି ଏହି କାରଣ ଯୋଗୁଁ ଏହି ବିଷଯ ଗ୍ରହଣୀଯ ହବେ ନାହିଁ।

ଏଜ୍ରା 10:30

ଆଉ ପହତ୍ ମାୟୋବର ବଂଶଧରଗଣ ମଧ୍ଯରୁ ଅଦନ ଓ କଲାଲ୍, ବନାଯ, ମା ସଯେ, ମତ୍ତିନିଯ, ବତ୍ସଲଲେ ଓ ବିନ୍ନୁଯୀ ଓ ମନଶି।

ନିହିମିୟା 7:11

ଯଶୂେଯ ଓ ଯୋୟାବର ପରିବାର ମଧ୍ଯରୁ ପହତ୍ ମାୟୋବର ବଂଶଧର 2,818 ଜଣ।

Interlinear

Choose Theme