ଏଥି ରେ ରାଜା ମନ୍ତ୍ରି ରହୂମର ଓ ଲେଖକ ଶିମ୍ଶଯର ଓ ସମାନଙ୍କେ ଶମରିଯା ନିବାସୀ ଅନ୍ୟ ସଙ୍ଗୀମାନଙ୍କର ଆଉ ନଦୀ ସପୋରିସ୍ଥ ଦେଶୀଯ ଅନ୍ଯାନ୍ଯ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା। ଯଥା, ତୁମ୍ଭମାନଙ୍କର ମଙ୍ଗଳ ହେଉ।
Cross references
ଏହାପରେ ଅର୍ତ୍ତକ୍ଷସ୍ତର ଶାସନ ସମୟରେ ବିଶ୍ଲମ୍, ମିତ୍ରଦାତ୍, ଟାବଲେ ଓ ତାହାର ଅନ୍ୟ ସାଥିମାନେ ପାରସ୍ଯର ରାଜା ଅର୍ତ୍ତକ୍ଷସ୍ତ ନିକଟକୁ ଲେଖିଲେ। ସହେି ପତ୍ର ଅରାମୀଯ ଅକ୍ଷର ରେ ଲଖାେ ୟାଇ ତାହା ଅରାମୀଯ ଭାଷା ରେ ଅନୁବାଦ କରାୟାଇଥିଲା।
ରହୂମ୍ ମନ୍ତ୍ରୀ ଓ ଶିମ୍ଶଯ ଲେଖକ ଓ ସମାନଙ୍କେର ଅନ୍ୟ ସଙ୍ଗୀମାନେ ଯଥା:-ବିଗ୍ଭରକଗଣ, ସନୋପତି, ପାର୍ସୀ ଅଧିକାରୀଗଣ, ଅର୍କବୀଯମାନେ, ବାବିଲୀଯଗଣ ଏବଂ ଶୂଶରୁ ଏଲମୀଯଗଣ।
ସମାନେେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ; ତହିଁରେ ଏହିପରି ଲଖାେଥିଲା।
ରାଜାଧିରାଜ ଅର୍ତ୍ତକ୍ଷସ୍ତଠାରୁ, ସ୍ବର୍ଗସ୍ଥ ପରମେଶ୍ବରଙ୍କର ବ୍ଯବସ୍ଥା ଶିକ୍ଷକ ଓ ଯାଜକ ଏଜ୍ରାକୁ ଅଭିନନ୍ଦନ।
ଯେ କୌଣସି ଘ ରେ ପ୍ରବେଶ କରିବା ମାତ୍ ରେ ପ୍ରଥମେ କୁହ, 'ଏ ଘରକୁ ଶାନ୍ତି ମିଳୁ।'
ମହାମହିମ ରାଜ୍ଯପାଳ ଫଲେୀକ୍ସଙ୍କୁ କ୍ଲାଉଦିଅ ଲୂସିଯାଙ୍କର ନମସ୍କାର।
ତୁମ୍ଭମାନେେ ପରମେଶ୍ବରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତ ପ୍ରପ୍ତ ହେଉ। ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତ ତୁମ୍ଭମାନଙ୍କୁ ମିଳୁ।