ଆଉ ଅକ୍ଷଶ୍ବରେଶର ସମୟରେ ତାହାର ଅଧିକାରର ଆରମ୍ଭ ରେ ସମାନେେ ଯିହୁଦା ଓ ୟିରୁଶାଲମ ନିବାସୀମାନଙ୍କ ବୁରୁଦ୍ଧ ରେ ଏକ ଅପବାଦ ପତ୍ର ଲେଖିଲେ।
Cross references
ଏହାପରେ ଇସ୍ହାକର ଦାସମାନେ ଆଉ ଏକ କୂପ ଖୋଳନ୍ତେ ସଠାେକାର ଲୋକମାନେ ତା' ପାଇଁ ମଧ୍ଯ ବିବାଦ କଲେ। ତହିଁରେ ଇସ୍ହାକ ତହିଁର ନାମ ସିଟନା ରଖିଲେ।
ଅକ୍ଷଶ୍ବରେଶ ରାଜାଙ୍କ ସମୟରେ ଏପରି ଘଟିଥିଲା ଯେ ସେ ହିନ୍ଦୁସ୍ଥାନରୁ କୁଶଦେଶ ପର୍ୟ୍ଯନ୍ତ 127 ପ୍ରଦେଶ ଉପରେ ରାଜତ୍ବ କଲେ।
ରାଜାର ଅଧିକାରର ସପ୍ତମ ବର୍ଷର ଦଶମ ମାସ ରେ ଅର୍ଥାତ୍ ଟବେେତ୍ ସାମ ରେ, ଏଷ୍ଟରକୁ ରାଜଗୃହ ରେ ଅକ୍ଷଶ୍ବରେଶ ରାଜା ନିକଟକୁ ନିଆଗଲା।
ଏହାପରେ ହାମନ୍ ଅକ୍ଷଶ୍ବରେଶ ରାଜାକୁ କହିଲା, ଆପଣଙ୍କ ରାଜ୍ଯର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧିଅରେ ଛିନ୍ନଭିନ୍ନ ଓ ପୃଥକ୍କୃତ ଏକ ଦେଶୀଯ ଲୋକ ଅଛନ୍ତି। ଅନ୍ୟ ସକଳ ଲୋକଙ୍କର ବ୍ଯବସ୍ଥାଠାରୁ ସମାନଙ୍କେ ବ୍ଯବସ୍ଥା ଭିନ୍ନ ସମାନେେ ମଧ୍ଯ ମହାରାଜାଙ୍କ ବ୍ଯବସ୍ଥା ମାନନ୍ତି ନାହିଁ। ଏଣୁ ସମାନଙ୍କେ ବ୍ଯବହାର ସହ୍ଯ କରିବା ମହାରାଜାଙ୍କର ଉଚିତ୍ ନୁହେଁ।
ଦାରିଯାବସଙ୍କ ରାଜତ୍ବର ପ୍ରଥମ ବର୍ଷ ରେ ଏହିସବୁ ଘଟଣାମାନ ଘଟିଲା। ଦାରିଯାବସ୍ ମାଦୀଯ ବଂଶର ଉତ୍ତରାଧିକାରୀ ଥିଲେ। ତାଙ୍କର ପିତା ଅକ୍ଷଶ୍ବରେସର ଥିଲେ। ସେ କଲଦୀଯର ରାଜା ପଦ ରେ ଉପଯୋଗୀ ହେଲେ।
'ବର୍ତ୍ତମାନ, ହେ ଦାନିୟେଲ, ଆମ୍ଭେ ତୁମ୍ଭକୁ ସତ୍ଯ କଥା ଜଣାଇବା। ପାରସ୍ଯର ଆଉ ତିନି ରାଜା ଜନ୍ମ ନବେେ। ତା'ପ ରେ ଚତୁର୍ଥ ରାଜା ଯେ ଆସିବ, ସେ ସବୁଠାରୁ ଅଧିକ ଧନଶାଳୀ ହବେ। ଆଉ ଆପଣା ଧନ ରେ ବଳବାନ ହବେ ଓ ଗ୍ରୀସ ରାଜ୍ଯ ବିରୁଦ୍ଧ ରେ ସମସ୍ତଙ୍କୁ ଉତ୍ତଜେିତ କରିବ।
ସୈନ୍ଯମାନେ ଯୀଶୁଙ୍କ ବିରୁଦ୍ଧ ରେ ଅଭିଯୋଗପତ୍ର ତିଆରି କଲେ ଓ ତାହାକୁ ତାହାଙ୍କ ମୁଣ୍ଡ ଉପରେ ଝୁଲାଇ ଦେଲେ। ସେଥି ରେ ଲଖାେ ଥିଲା, ଏ ଯିହୂଦୀମାନଙ୍କର ରାଜା ଯୀଶୁ।
ଏ ବ୍ଯକ୍ତି ଜଣେ ଗଣ୍ଡଗୋଳକାରୀ। ସେ ସାରା ପୃଥିବୀର ଯିହୂଦୀମାନଙ୍କ ମଧିଅରେ ବିଦ୍ରୋହ ସୃଷ୍ଟି କରୁଛି ଓ ଆନ୍ଦୋଳନ କରିବା ପାଇଁ ମତାଉଛି। ନାଜରିତୀୟ ସମ୍ପ୍ରଦାୟର ଜଣେ ମୁଖ୍ଯ ନେତା।
ଏହି ଲୋକମାନେ ମାେ ବିରୁଦ୍ଧ ରେ ଯେଉଁ ଅଭିଯୋଗ କରୁଛନ୍ତି, ତାହାର ପ୍ରମାଣ ସମାନେେ ଦଇେ ପାରିବେ ନାହିଁ।
ପାଉଲ କୋଠରୀକୁ ଆସିବା ପରେ ୟିରୂଶାଲମରୁ ଯେଉଁ ଯିହୂଦୀମାନେ ଆସିଥିଲେ, ସମାନେେ ତାହାଙ୍କ ଚ଼ାରିପାଖେ ଠିଆ ହାଇଗେଲେ। ସମାନେେ ତାହାଙ୍କ ବିରୁଦ୍ଧ ରେ ବହୁଗୁରୁତର ଅଭିଯୋଗମାନ କଲେ, କିନ୍ତୁ କିଛି ପ୍ରମାଣ କରିପାରିଲେ ନାହିଁ।
ତା'ପରେ ମୁଁ ସ୍ବର୍ଗ ରେ ଗୋଟିଏ ଉଚ୍ଚ ଧ୍ବନି ଏହା କହିବାର ଶୁଣିଲି, ବର୍ତ୍ତମାନ ଆମ୍ଭ ପରମେଶ୍ବରଙ୍କ ବିଜୟ, କ୍ଷମତା, ଓ ରାଜତ୍ବର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ଯ ଉପସ୍ଥିତ ହାଇେଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହା ରେ ନିକ୍ଷପେ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭ ଭାଇମାନଙ୍କ ବିଷୟ ରେ ଅଭିଯୋଗ କରୁଥିଲା।