ଏଜ୍ରା 4:8 · ଓଡ଼ିଆ ବାଇବେଲ
ରହୂମ୍ ମନ୍ତ୍ରୀ ଓ ଶିମ୍ଶଯ ଲେଖକ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ୟିରୁଶାଲମ ବିରୁଦ୍ଧ ରେ ଏହି ପ୍ରକାର ପତ୍ର ଲେଖିଲେ।
Cross references
ଦିତୀୟ ଶାମୁୟେଲ 8:17
ଅହୀଟକ୍ସ୍ଟବର ପକ୍ସ୍ଟତ୍ର ସାଦୋକ୍ ଓ ଅବିଯାଥରର ପକ୍ସ୍ଟତ୍ର ଅହୀମଲକେ ଯାଜକ ଥିଲେ। ସରାଯ ଲେଖକ ଥିଲେ।
ଦିତୀୟ ଶାମୁୟେଲ 20:25
ଶିବା ଥିଲା ଲେଖକ, ପକ୍ସ୍ଟଣି ସାଦୋକ୍ ଓ ଅବିଯାଥର ଯାଜକ ଥିଲେ।
ଦିତୀୟ ରାଜାବଳୀ 18:18
ପୁଣି ସମାନେେ ରାଜା ହିଲକିଯଙ୍କୁ ଡାକନ୍ତେ ହିଲକିଯର ପୁତ୍ର ଇଲିଯାକୀମ୍ ନାମକ ରାଜଗୃହାଧ୍ଯକ୍ଷ, ଶିବନ୍ ଲେଖକ ଓ ଆସଫର ପୁତ୍ର ୟୋଯାହ ନାମକ ଇତିହାସ ଲେଖକ ସମାନଙ୍କେୁ ଭଟେିବାକୁ ବାହାରିଲେ।
ଏଜ୍ରା 4:9
ରହୂମ୍ ମନ୍ତ୍ରୀ ଓ ଶିମ୍ଶଯ ଲେଖକ ଓ ସମାନଙ୍କେର ଅନ୍ୟ ସଙ୍ଗୀମାନେ ଯଥା:-ବିଗ୍ଭରକଗଣ, ସନୋପତି, ପାର୍ସୀ ଅଧିକାରୀଗଣ, ଅର୍କବୀଯମାନେ, ବାବିଲୀଯଗଣ ଏବଂ ଶୂଶରୁ ଏଲମୀଯଗଣ।