Home Bibles ☰ Books ଏଜ୍ରା 5:11 · ଓଡ଼ିଆ ବାଇବେଲ
ଏଜ୍ରା 5:11 · ଓଡ଼ିଆ ବାଇବେଲ

ସମାନେେ ଏହି ଉତ୍ତର ଆମ୍ଭମାନଙ୍କୁ ଦେଲେ,

Cross references

ଆଦି ପୁସ୍ତକ 24:3

ତୁମ୍ଭେ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ବରଙ୍କର ନାମ ରେ ପ୍ରତିଜ୍ଞା, ୟିଏ ପୃଥିବୀ ଓ ଆକାଶର ନିର୍ମାଣକାରୀ, ଯେ ତୁମ୍ଭମାନେେ ମାରେ ପୁତ୍ରର ବିବାହ କିଣାନୀଯମାନଙ୍କର କନ୍ଯାଗଣ ସହିତ କରାଇବ ନାହିଁ, ଯେଉଁମାନଙ୍କ ସହିତ ମୁଁ ବାସ କରୁଅଛି।

ଯିହୋଶୂୟ 24:15

ଯଦି ସଦାପ୍ରଭୁଙ୍କ ସବୋ ତକ୍ସ୍ଟମ୍ଭ ଦୃଷ୍ଟି ରେ ମନ୍ଦ ଦିଶେ। ତବେେ ତୁମ୍ଭମାନେେ କାହାର ସବୋ କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନବୋକକ୍ସ୍ଟ ପଡିବ ଯେ ତୁମ୍ଭେ କାହାର ସବୋ କରିବ। ତୁମ୍ଭେ କ'ଣ ତକ୍ସ୍ଟମ୍ଭ ପୂର୍ବପୁରୁଷଗଣ ଇଉଫ୍ ରଟେିସ୍ ନଦୀ ସପୋରୀ ରେ ଥିବା ଦବେତାଗଣଙ୍କକ୍ସ୍ଟ ପୂଜା କରିବ? କିମ୍ବା ସହେି ଦେଶ ରେ ବାସ କରିଥିବା ଇ ମାରେୀଯମାନଙ୍କର ଦବେତାଙ୍କୁ ପୂଜା କରିବ କି? ତୁମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁ ଓ ମାରେପରିବାରବର୍ଗ ସହେି ସଦାପ୍ରଭୁ ପରମେଶଓରଙ୍କୁ ସବୋ କରିବକ୍ସ୍ଟ!

ପ୍ରଥମ ରାଜାବଳୀ 6:1

ଇଶ୍ରାୟେଲୀୟମାନେ ମିଶର ପରିତ୍ଯାଗ କରିବା ପରେ ଶଲୋମନଙ୍କର ଇଶ୍ରାୟେଲ ଉପରେ ରାଜତ୍ବର ଚତୁର୍ଥ ବର୍ଷ ରେ ଓ ସିବ୍ ନାମକ ବର୍ଷର ଦ୍ବିତୀୟ ମାସ ରେ ସେ ସଦାପ୍ରଭୁଙ୍କ ସମ୍ମାନାର୍ଥେ 480 ବର୍ଷ ପର୍ୟ୍ଯନ୍ତ ମନ୍ଦିର ନିର୍ମାଣ କାର୍ୟ୍ଯ ଲାଗିଲା।

ପ୍ରଥମ ରାଜାବଳୀ 9:10

ସଦାପ୍ରଭୁଙ୍କ ମନ୍ଦିର ଓ ରାଜଗୃହ ନିର୍ମାଣ କରିବାକୁ ଶ ଲୋମନଙ୍କୁ କୋଡିଏ ବର୍ଷ ଲାଗିଲା।

ଦିତୀୟ ବଂଶାବଳୀ 3:1

ୟିରୁଶାଲମର ମାରେିଯା ପର୍ବତ ଉପରେ ଶଲୋମନ ସଦାପ୍ରଭୁଙ୍କର ମନ୍ଦିରର ନିର୍ମାଣ କାର୍ୟ୍ଯ ଆରମ୍ଭ କଲେ। ଏହି ମାରେିଯା ପର୍ବତ ଉପରେ ସଦାପ୍ରଭୁ ଶଲୋମନଙ୍କ ବାପା ଦାଉଦଙ୍କ ନିକଟରେ ଆବିର୍ଭାବ ହାଇେଥିଲେ। ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ଶଲୋମନ ସହେି ସ୍ଥାନ ଉପରେ ମନ୍ଦିର ନିର୍ମାଣ କଲେ। ସହେି ସ୍ଥାନଟି ୟିବୂଷୀଯ ଅରୁଣାହଃ ଗହମ ଦଳନ ସ୍ଥାନ ଥିଲା।

ଗୀତସଂହିତା 119:46

ମୁଁ ରାଜାମାନଙ୍କ ସହିତ ତୁମ୍ଭର ବାକ୍ଯ ବିଷଯରେ ଆଲୋଚନା କରିବି। ଏବଂ ମୁଁ ଲଜ୍ଜିତ ହବେି ନାହିଁ।

ଦାନିଏଲ 3:26

ତା'ପ ରେ ନବୂଖଦ୍ନିତ୍ସର ପ୍ରଜ୍ବଳିତ ଅଗ୍ନିକୁଣ୍ତ ଆଡକୁ ୟାଇ କହିଲା, ହେ ସର୍ବୋପରିସ୍ଥ ପରମେଶ୍ବରଙ୍କ ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ, ତୁମ୍ଭମାନେେ ଅଗ୍ନିକୁଣ୍ତରୁ ବାହାରି ଆସ।

ଯୂନସ 1:9

ୟୂନସ ସହେି ନାବିକମାନଙ୍କୁ କହିଲେ, ମୁଁ ଜଣେ ହିବ୍ରୁ ଏବଂ ସଦାପ୍ରଭୁଙ୍କୁ ଉପାସନା କରେ ୟିଏକି ସ୍ବର୍ଗର ପରମେଶ୍ବର। ସହେି ହେଉଛନ୍ତି ପରମେଶ୍ବର ୟିଏକି ସମୁଦ୍ର ଓ ଦେଶର ସୃଷ୍ଟିକର୍ତ୍ତା।

ମାଥିଉଲିଖିତ ସୁସମାଚାର 10:32

ଯଦି କହେି ଲୋକ ସମସ୍ତଙ୍କ ଆଗ ରେ ଠିଆ ହାଇେ କୁ ହେ ଯେ, ସେ ମାେତେ ବିଶ୍ବାସ କରେ ତବେେ ମୁଁ ମଧ୍ଯ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଆଗ ରେ କହିବି ଯେ ସେ ମାରେ ନିଜ ଲୋକ।

ଲୂକଲିଖିତ ସୁସମାଚାର 12:8

ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ଲୋକ ସମସ୍ତଙ୍କ ଆଗ ରେ ଠିଆ ହାଇେ କ ହେ ଯେ ସେ ମାଠାେ ରେ ବିଶ୍ବାସ କରୁଛି, ତା ହେଲେ ମୁଁ ମନୁଷ୍ଯପୁତ୍ର, ପରମେଶ୍ବରଙ୍କ ଦୂତମାନଙ୍କ ଆଗ ରେ କହିବି ଯେ, ସହେି ଲୋକଟି ମାରେ ନିଜର ଲୋକ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:23

ମୁଁ ଯେଉଁ ପରମେଶ୍ବରଙ୍କର ସବୋ କରେ, ତାହାଙ୍କର ଜଣେ ଦୂତ ଗତକାଲି ରାତି ରେ ମାେ ପାଖ ରେ ଠିଆ ହାଇେ କହିଲେ,

ରୋମୀୟଙ୍କ ପ୍ରତି ପତ୍ର 1:16

ମୁଁ ଏହି ସୁସମାଚ଼ାର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଚ଼ାର ହେଉଛି ଶକ୍ତି, ଯାହା ଦ୍ବାରା ପରମେଶ୍ବର ତାହାଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ଯ।

Interlinear

Choose Theme