ଏଣୁ ଯବେେ ମହାରାଜାଙ୍କୁ ଉତ୍ତମ ଦଖାୟୋଏ, ତବେେ କୋରସ ରାଜା ୟିରୁଶାଲମ ରେ ପରମେଶ୍ବରଙ୍କ ଏହି ମନ୍ଦିର ନିର୍ମାଣ କରିବାର ଆଜ୍ଞା ଦଇେଥିଲେ କି ନାହିଁ ତାହା ବାବିଲସ୍ଥ ମହାରାଜାଙ୍କ ଭଣ୍ତାର ଗୃହ ରେ ଅନୁସନ୍ଧାନ କରନ୍ତୁ। ପୁଣି ଏହି ବିଷଯ ରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ ରରଣେ କରନ୍ତୁ।
Cross references
ଆପଣଙ୍କ ପିତୃପୁରୁଷଗଣର ଇତିହାସ ପୁସ୍ତକ ଅନୁସନ୍ଧାନ କରାଯାଉ। ତବେେ ସହେି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ ଏହି ନଗର ବିଦ୍ରୋହୀନଗର, ଆଉ ରାଜଗଣ ଓ ପ୍ରଦେଶ ସମୂହ ପ୍ରତି ଅନିଷ୍ଟ କରିଛନ୍ତି, ପୁଣି ସମାନେେ ପୂର୍ବକାଳ ରେ ତହିଁ ମଧିଅରେ ଗଣ୍ତଗୋଳ ମତାଇ ଅଛନ୍ତି। ସେଥିପାଇଁ ଏହି ନଗର ଧ୍ବଂସ ହାଇେଅଛି।
ପୁଣି ଆମ୍ଭ ଆଜ୍ଞା ରେ ଅନୁସନ୍ଧାନ କରାଯାନ୍ତେ ଦଖାୟୋଇଅଛି, ଯେ ପୂର୍ବକାଳ ରେ ଏହି ନଗର ରାଜଗଣ ବିରୁଦ୍ଧ ରେ ବିଦ୍ରୋହ କରିଅଛି ଓ ତହିଁ ମଧିଅରେ ରାଜଦ୍ରୋହ ଓ ଗଣ୍ତଗୋଳ କରାୟାଇଅଛି।
ସେତବେେଳେ ଦାରିଯାବସ୍ ରାଜା ଆଜ୍ଞା କରିବାରୁ ବାବିଲସ୍ଥ ଯେଉଁ ପୁସ୍ତକାଳଯ ରେ ଧନ ସଞ୍ଚିତ ଥିଲା, ତାହା ଅନୁସନ୍ଧାନ କରାଗଲା।
ବିଷଯ ଗୋପନ କରିବା ପରମେଶ୍ବରଙ୍କ ଗୌରବ। ଏହି ବିଷଯ ଅନୁସନ୍ଧାନ କରିବା ରାଜାଙ୍କର ଗୌରବ।