Home Bibles ☰ Books ଏଜ୍ରା 5:3 · ଓଡ଼ିଆ ବାଇବେଲ
ଏଜ୍ରା 5:3 · ଓଡ଼ିଆ ବାଇବେଲ

ସହେି ସମୟରେ ତତ୍ତନଯ, ନଦୀ ସପୋରିସ୍ଥ ଦଶାେଧ୍ଯକ୍ଷ ଓ ଶଥର ବୋଷଣଯ ଓ ସମାନଙ୍କେ ସଙ୍ଗୀମାନେ ଆସି ସମାନଙ୍କେୁ ପଚାରିଲେ, ଏହି ମନ୍ଦିର ନିର୍ମାଣ କରିବାକୁ, ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦଲୋ।

Cross references

ଏଜ୍ରା 1:3

ତାଙ୍କ ସମସ୍ତ ଲୋକମାନଙ୍କ ମଧ୍ଯରୁ ତୁମ୍ଭମାନଙ୍କ ଭିତରୁ ଯେ କହେି ହୁଅନା, ତାର ପରମେଶ୍ବର ତା ସହିତ ରୁହନ୍ତୁ। ଯିହୁଦାସ୍ଥିତ ୟିରୁଶାଲମ ପର୍ୟ୍ଯନ୍ତ ତାକୁ ୟିବାକୁ ଦିଅ ଏବଂ ତାକୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ମନ୍ଦିର ନିର୍ମାଣ କରିବାକୁ ଦିଅ। ସେ ହିଁ ପରମେଶ୍ବର ୟିଏକି ୟିରୁଶାଲମ ରେ ଅଛନ୍ତି।

ଏଜ୍ରା 4:9

ରହୂମ୍ ମନ୍ତ୍ରୀ ଓ ଶିମ୍ଶଯ ଲେଖକ ଓ ସମାନଙ୍କେର ଅନ୍ୟ ସଙ୍ଗୀମାନେ ଯଥା:-ବିଗ୍ଭରକଗଣ, ସନୋପତି, ପାର୍ସୀ ଅଧିକାରୀଗଣ, ଅର୍କବୀଯମାନେ, ବାବିଲୀଯଗଣ ଏବଂ ଶୂଶରୁ ଏଲମୀଯଗଣ।

ଏଜ୍ରା 4:12

ଆମ୍ଭମାନେେ ରାଜାଙ୍କୁ କହିବାକୁ ଗ୍ଭହୁଁ ଯେ, ଯେଉଁ ୟିହୁଦୀଯ ଲୋକମାନଙ୍କୁ ଆପଣ ପଠାଇ ଥିଲେ ସମାନେେ ୟିରୁଶାଲମକୁ ଆମ୍ଭମାନଙ୍କ ପାଖକୁ ଆସିଛନ୍ତି। ସମାନେେ ସହେି ବିଦ୍ରୋହୀ ଏବଂ ଦୁଷ୍ଟନଗର ନିର୍ମାଣ କରୁଛନ୍ତି। ସମାନେେ ପ୍ରାଚୀର ପୁନଃନିର୍ମାଣ ସମାପ୍ତ କରି ଭିତ୍ତିମୂଳର ମରାମତି କରିଛନ୍ତି।

ଏଜ୍ରା 5:6

ତତ୍ତନଯ ନଦୀ ସପୋରିସ୍ଥ ଦଶାେଧ୍ଯକ୍ଷ ଓ ଶଥରବୋଷଣଯ ଓ ନଦୀ ସପୋରିସ୍ଥ ତାହାର ସଙ୍ଗୀ ଅଫର୍ସଖୀଯମାନଙ୍କର ଦାରିଯାବସ ରାଜା ନିକଟକୁ ପ୍ ରରେିତ ପତ୍ରର ଅନୁଲିପି

ଏଜ୍ରା 5:9

ଆମ୍ଭମାନେେ ସହେି ପ୍ରାଚୀନବର୍ଗମାନଙ୍କୁ ଏହି କାର୍ୟ୍ଯ ବିଷଯ ରେ କିଛି ପଗ୍ଭରିଲୁ, ତାହା ହେଲା, ଏହି ମନ୍ଦିର ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦଲୋ?

ଏଜ୍ରା 6:6

ଏଣୁ ହେ ତତ୍ତନଯ, ନଦୀ ସେ ପାରିସ୍ଥ ଦଶାେଧ୍ଯକ୍ଷ ଏବଂ ଶଥର ବୋଷଣଯ, ତୁମ୍ଭମାନେେ ଓ ତୁମ୍ଭମାନଙ୍କ ସାଥି ଅଧିକାରୀଗଣ ନଦୀ ସପୋରିସ୍ଥ ତାଠାରୁ ଦୂର ରେ ରୁହ।

ଏଜ୍ରା 6:13

ତହିଁରେ ଦାରିଯାବସ୍ ରାଜା ଏହି ଆଜ୍ଞା ପଠାଇବାରୁ ତତ୍ତନଯ, ନଦୀ ସେ ପାରିସ୍ଥ ଦଶାେଧ୍ଯକ୍ଷ ଓ ଶଥର ବୋଷଣଯ ଓ ସମାନଙ୍କେ ସଙ୍ଗୀଗଣ ଅତି ଯତ୍ନପୂର୍ବକ କର୍ମମାନ କଲେ।

ଏଜ୍ରା 7:21

ଆଉ ସ୍ବର୍ଗସ୍ଥ ପରମେଶ୍ବରଙ୍କ ବ୍ଯବସ୍ଥା ଅଧ୍ଯାପକ ଯାଜକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଲୋଡିବ।

ନିହିମିୟା 2:7

ମୁଁ ମଧ୍ଯ ରାଜାଙ୍କୁ କହିଲି, ଯଦି ମହାରାଜାଙ୍କର ସନ୍ତାଷେ ହୁଏ, ତବେେ ନଦୀ ସପୋରିସ୍ଥ ଦଶାେଧ୍ଯକ୍ଷମାନେ ଯେପରି ଯିହୁଦା ଦେଶ ରେ ଉପସ୍ଥିତ ହବୋ ପର୍ୟ୍ଯନ୍ତ ୟାତ୍ରା କରିବା ପାଇଁ ମାେତେ ଛାଡି ଦିଅନ୍ତି। ଏଥିପାଇଁ ସମାନଙ୍କେ ନିକଟକୁ ମାେ ହାତ ରେ ପତ୍ର ପଠାନ୍ତୁ।

ମାଥିଉଲିଖିତ ସୁସମାଚାର 21:23

ଯୀଶୁ ମନ୍ଦିର ପରିସରକୁ ଗଲେ। ସଠାେରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନ ଯାଜକ ଓ ଲୋକମାନଙ୍କର ପ୍ରାଚ଼ୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାର ରେ ତୁମ୍ଭେ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦଲୋ?

ରେରିତମାନଙ୍କ କାର୍ଯ୍ୟର ବିବରଣ 4:7

ସମାନେେ ପ୍ ରରେିତମାନଙ୍କୁ ସାମନା ରେ ଠିଆ କରି ପଚାରିଲେ, ତୁମ୍ଭମାନେେ କେଉଁ କ୍ଷମତା କିମ୍ବା କେଉଁ ଅଧିକାର ରେ ଏହି କାର୍ୟ୍ଯ କଲ? ତୁମ୍ଭମାନେେ ଏ େଛାଟ ଲୋକଟିକୁ କିପରି ସୁସ୍ଥ କରି ପାରିଲ?

Interlinear

Choose Theme