ତତ୍ତନଯ ନଦୀ ସପୋରିସ୍ଥ ଦଶାେଧ୍ଯକ୍ଷ ଓ ଶଥରବୋଷଣଯ ଓ ନଦୀ ସପୋରିସ୍ଥ ତାହାର ସଙ୍ଗୀ ଅଫର୍ସଖୀଯମାନଙ୍କର ଦାରିଯାବସ ରାଜା ନିକଟକୁ ପ୍ ରରେିତ ପତ୍ରର ଅନୁଲିପି
Cross references
ରହୂମ୍ ମନ୍ତ୍ରୀ ଓ ଶିମ୍ଶଯ ଲେଖକ ଓ ସମାନଙ୍କେର ଅନ୍ୟ ସଙ୍ଗୀମାନେ ଯଥା:-ବିଗ୍ଭରକଗଣ, ସନୋପତି, ପାର୍ସୀ ଅଧିକାରୀଗଣ, ଅର୍କବୀଯମାନେ, ବାବିଲୀଯଗଣ ଏବଂ ଶୂଶରୁ ଏଲମୀଯଗଣ।
ସମାନେେ ଅର୍ତ୍ତକ୍ଷସ୍ତ ରାଜା ନିକଟକୁ ଯେଉଁ ପତ୍ର ପଠାଇଥିଲେ, ତହିଁରେ ଅନୁଲିପି ଏହି ପ୍ରକାର ଥିଲା।
ତହିଁରେ ରହୂମର ଓ ଲେଖକ ଶିମ୍ଶଯର ଓ ସମାନଙ୍କେ ସଙ୍ଗୀମାନଙ୍କ ନିକଟରେ ଅଭିକ୍ଷସ୍ତ ରାଜାର ପୁତ୍ରର ଅନୁଲିପି ପଢାୟା'ନ୍ତେ ସମାନେେ ଶୀଘ୍ର ୟିରୁଶାଲମକୁ ୟିହୁଦୀଯମାନଙ୍କ ନିକଟକୁ ୟାଇ ବଳ ଓ କ୍ଷମତାଦ୍ବାରା ସମାନଙ୍କେୁ କାର୍ୟ୍ଯରୁ ନିବୃତ୍ତ କଲେ।
ସହେି ସମୟରେ ତତ୍ତନଯ, ନଦୀ ସପୋରିସ୍ଥ ଦଶାେଧ୍ଯକ୍ଷ ଓ ଶଥର ବୋଷଣଯ ଓ ସମାନଙ୍କେ ସଙ୍ଗୀମାନେ ଆସି ସମାନଙ୍କେୁ ପଚାରିଲେ, ଏହି ମନ୍ଦିର ନିର୍ମାଣ କରିବାକୁ, ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦଲୋ।
ଏଣୁ ହେ ତତ୍ତନଯ, ନଦୀ ସେ ପାରିସ୍ଥ ଦଶାେଧ୍ଯକ୍ଷ ଏବଂ ଶଥର ବୋଷଣଯ, ତୁମ୍ଭମାନେେ ଓ ତୁମ୍ଭମାନଙ୍କ ସାଥି ଅଧିକାରୀଗଣ ନଦୀ ସପୋରିସ୍ଥ ତାଠାରୁ ଦୂର ରେ ରୁହ।