Home Bibles ଏଜ୍ରା 5:7 · ଓଡ଼ିଆ ବାଇବେଲ
ଏଜ୍ରା 5:7 · ଓଡ଼ିଆ ବାଇବେଲ

ସମାନେେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ; ତହିଁରେ ଏହିପରି ଲଖାେଥିଲା।

Cross references

ଏଜ୍ରା 4:17

ଏଥି ରେ ରାଜା ମନ୍ତ୍ରି ରହୂମର ଓ ଲେଖକ ଶିମ୍ଶଯର ଓ ସମାନଙ୍କେ ଶମରିଯା ନିବାସୀ ଅନ୍ୟ ସଙ୍ଗୀମାନଙ୍କର ଆଉ ନଦୀ ସପୋରିସ୍ଥ ଦେଶୀଯ ଅନ୍ଯାନ୍ଯ ଲୋକଙ୍କର ନିକଟକୁ ଉତ୍ତର ପଠାଇଲା। ଯଥା, ତୁମ୍ଭମାନଙ୍କର ମଙ୍ଗଳ ହେଉ।

ଦାନିଏଲ 3:9

ସମାନେେ ନବୂଖଦ୍ନିତ୍ସରଙ୍କୁ ଆଶୀର୍ବାଦ କରି କହିଲେ, ହେ ମହାରାଜ, ଚିରଜୀବି ହୁଅନ୍ତୁ।

ଦାନିଏଲ 4:1

ସମୁଦାଯ ପୃଥିବୀ ନିବାସୀ ୟାବତୀଯ ଗୋଷ୍ଠୀ, ଦେଶୀଯ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାଙ୍କର ବିଜ୍ଞାପନ, ତୁମ୍ଭମାନଙ୍କର ବାହୁଲ୍ଯରୂପେ ଶାନ୍ତି ହେଉ।

ଦାନିଏଲ 6:21

ଦାନିୟେଲ ଉତ୍ତର କଲେ, ହେ ରାଜା ଚିରଜୀବୀ ହୁଅନ୍ତୁ।

ଯୋହନଲିଖିତ ସୁସମାଚାର 14:27

ମୁଁ ତୁମ୍ଭକୁ ଶାନ୍ତି ଦଇେ ଯାଉଛି। ଏହି ଶାନ୍ତି ମାେ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା'ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନ ରେ ଦୁଃଖ କର ନାହିଁ। ଭୟ ମଧ୍ଯ କର ନାହିଁ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:16

ଆମ୍ଭେ ପ୍ରାର୍ଥନା କରୁ ଯେ, ଶାନ୍ତିର ପ୍ରଭୁ ତୁମ୍ଭମାନଙ୍କୁ ଶାନ୍ତି ପ୍ରଦାନ କରନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ସେ ତୁମ୍ଭମାନଙ୍କୁ ସବୁବେଳେ ଓ ପ୍ରେତ୍ୟକକ କ୍ଷେତ୍ର ରେ ଶାନ୍ତି ପ୍ରଦାନ କରନ୍ତୁ। ପ୍ରଭୁ ତୁମ୍ଭମାନଙ୍କ ସମସ୍ତଙ୍କ ସହିତ ଥାଆନ୍ତୁ।

Interlinear

Choose Theme