Home Bibles ଏଜ୍ରା 5:8 · ଓଡ଼ିଆ ବାଇବେଲ
ଏଜ୍ରା 5:8 · ଓଡ଼ିଆ ବାଇବେଲ

ଆମ୍ଭମାନେେ ରାଜାଙ୍କୁ ଏହା ଜଣାଇବାକୁ ଗ୍ଭହୁଁ ଯେ, ଆମ୍ଭମାନେେ ଯିହୁଦା ପ୍ରଦେଶ ରେ ମହାନ୍ ପରମେଶ୍ବରଙ୍କ ମନ୍ଦିରକୁ ୟାଇଥିଲୁ, ତାହା ବଡ ବଡ ପ୍ରସ୍ତର ରେ ନିର୍ମିତ ହେଉଅଛି ଓ କାନ୍ଥ ରେ କଡି ବସା ଯାଉଅଛି। ଆଉ ଏହି କାର୍ୟ୍ଯ ଯତ୍ନ ସହକା ରେ ଗ୍ଭଳୁଅଛି ଓ ସମାନଙ୍କେ ହସ୍ତ ରେ ଏହା ସଫଳ ହେଉ ଅଛି। ଏହା ମଧ୍ଯ ଶୀଘ୍ର ସରିବ।

Cross references

ଦିତୀୟ ବିବରଣ 10:17

କାରଣ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର, ସେ ଦବଗେଣର ଦବେ ଓ ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ବର, ସେ ମନକ୍ସ୍ଟଷ୍ଯର ମକ୍ସ୍ଟଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।

ଦିତୀୟ ବିବରଣ 32:31

ସମାନଙ୍କେର 'ଶୈଳ' ଆମ୍ଭମାନଙ୍କର ଦବେତାମାନଙ୍କ ତକ୍ସ୍ଟଲ୍ଯ ନକ୍ସ୍ଟହଁ। ଏବଂ ଆମ୍ଭର ଶତୃମାନେ ଆମ୍ଭର ବିଗ୍ଭରକ।

ଏଜ୍ରା 1:2

ପାରସ୍ଯର ରାଜା କୋରସ ଏହିପରି କହିଛନ୍ତି: ସଦାପ୍ରଭୁ, ସ୍ବର୍ଗର ପରମେଶ୍ବର, ପୃଥିବୀର ସମସ୍ତ ରାଜ୍ଯ ମାେତେ ପ୍ରଦାନ କରିଛନ୍ତି। ଏବଂ ସଦାପ୍ରଭୁ ମାେତେ ଯିହୁଦା ରାଜ୍ଯର ୟିରୁଶାଲମଠା ରେ ତାହାଙ୍କ ପାଇଁ ଏକ ମନ୍ଦିର ନିର୍ମାଣ କରିବା ପାଇଁ ନିରୂପଣ କରିଛନ୍ତି।

ଏଜ୍ରା 2:1

ପ୍ରଦେଶର ଏହି ଲୋକମାନେ ୟୁଦ୍ଧ ବନ୍ଦୀରୁ ମୁକ୍ତିପାଇ ଫରେି ଆସିଲେ। ଅତୀତ ରେ ବାବିଲର ରାଜା ନବୂଖଦ୍ନିତ୍ସର ବନ୍ଦୀ ଭାବରେ ବାବିଲୋନକୁ ନଇୟୋଇଥିଲେ। ସହେି ଲୋକମାନେ ୟିରୁଶାଲମ ଓ ଯିହୁଦାକୁ ଫରେି ଆସିଲେ। ପ୍ରେତ୍ୟକକ ଲୋକେ ସମାନଙ୍କେର ନିଜ ନିଜ ସହରକୁ ଫରେି ଆସିଲେ।

ଏଜ୍ରା 6:4

ତହିଁରେ ତିନିଧାନି ବଡ ଼ବଡ଼ ପ୍ରସ୍ତର ରେ ଓ ଏକଧାଡି ନୂତନ କଡିକାଠ ରେ ଗୁନ୍ଥା ଯାଉ। ଆଉ ରାଜଗୃହରୁ ତାର ବ୍ଯଯଭାର ଭରଣ କରାଯାଉ।

ଏଜ୍ରା 6:10

ତହିଁରେ ସମାନେେ ସ୍ବର୍ଗସ୍ଥ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ପ୍ରାର୍ଥନା କରିବେ।

ଏଜ୍ରା 7:23

ସ୍ବର୍ଗସ୍ଥ ପରମେଶ୍ବରଙ୍କ ଦ୍ବାରା ଯାହା ଯାହା ଆଜ୍ଞା କରାଯାଉଛି, ତାହାସବୁ ସ୍ବର୍ଗସ୍ଥ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ଠିକ୍ରୂପେ କରାଯାଉ, କାରଣ ରାଜା ଓ ତାହାଙ୍କ ପୁତ୍ରଗଣର ରାଜ୍ଯବିରୁଦ୍ଧ ରେ କାହିଁକି କୋପ ବର୍ତ୍ତିବ।

ନିହିମିୟା 7:6

ଯେଉଁମାନେ ବନ୍ଦୀରୂପେ ଥିଲେ, ସମାନଙ୍କେ ମଧ୍ଯରୁ ପ୍ରଦେଶୀଯ ଏହି ସନ୍ତାନଗଣ ପ୍ରେତ୍ୟକକ ୟିରୁଶାଲମ ଓ ଯିହୁଦାସ୍ଥିତ ନିଜ ନିଜ ନଗରକୁ ଫରେି ଆସିଲେ। ବାବିଲର ରାଜା ନବୂଖଦ୍ନିତ୍ସର ୟିହୁଦୀଯମାନଙ୍କୁ କରାଯତ କରିଥିଲେ।

ନିହିମିୟା 11:3

ପ୍ରଦେଶର ଏହି ପ୍ରଧାନବର୍ଗ ୟିରୁଶାଲମ ରେ ବାସ କଲେ। କିନ୍ତୁ ଯିହୁଦାର ଏବଂ ଇଶ୍ରାୟେଲର ଅନ୍ୟ ନଗର ରେ ଲୋକମାନେ, ଯାଜକମାନେ, ଲବେୀୟମାନେ, ନଥୀନୀଯମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରେତ୍ୟକକ ନିଜ ନିଜ ନଗର ରେ ବାସ କଲେ।

ଏଷ୍ଟର ବିବରଣ 1:1

ଅକ୍ଷଶ୍ବରେଶ ରାଜାଙ୍କ ସମୟରେ ଏପରି ଘଟିଥିଲା ଯେ ସେ ହିନ୍ଦୁସ୍ଥାନରୁ କୁଶଦେଶ ପର୍ୟ୍ଯନ୍ତ 127 ପ୍ରଦେଶ ଉପରେ ରାଜତ୍ବ କଲେ।

ଏଷ୍ଟର ବିବରଣ 1:22

ତେଣୁ ସେ ପ୍ରେତ୍ୟକକ ପ୍ରଦେଶ ରେ ଅକ୍ଷାରାନୁସା ରେ ଓ ପ୍ରେତ୍ୟକକ ଗୋ୍ଟୀର ଭାଷାନୁସା ରେ ରାଜାର ଅଧିନ ପ୍ରେତ୍ୟକକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲା, ପ୍ରେତ୍ୟକକ ପୁରୁଷ ନିଜନିଜ ଗୃହ ରେ କତ୍ତୁର୍ତ୍ବ କରୁ ଓ ସ୍ବ ଗୋଷ୍ଠୀଯ ଭାଷାନୁସା ରେ ତାହାର ପଗ୍ଭର କରୁ।

ଗୀତସଂହିତା 145:3

ସଦାପ୍ରଭୁ ହେଉଛନ୍ତି ମହାନ୍ ଏବଂ ସେ ଅତ୍ଯନ୍ତ ପ୍ରଶଂସନୀଯ। ଆମ୍ଭମାନେେ ତାଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।

ଦାନିଏଲ 2:47

ତତ୍ପ ରେ ଦାନିୟେଲଙ୍କୁ ରାଜା କହିଲେ, ମୁଁ ଜାଣେ ତୁମ୍ଭର ପରମେଶ୍ବର ସମସ୍ତ ଈଶ୍ବରଗଣର ପରମେଶ୍ବର ଓ ରାଜଗଣର ସଦାପ୍ରଭୁ ଓ ଯେ ଗୁପ୍ତ ବିଷଯଗୁଡିକର ପ୍ରକାଶକୁ ଆଣନ୍ତି। କାରଣ ତୁମ୍ଭେ ମାେତେ ଏହି ନିଗୂଢ କଥା ପ୍ରକାଶ କରିବାକୁ ସମର୍ଥ ଅଟ।

ଦାନିଏଲ 3:26

ତା'ପ ରେ ନବୂଖଦ୍ନିତ୍ସର ପ୍ରଜ୍ବଳିତ ଅଗ୍ନିକୁଣ୍ତ ଆଡକୁ ୟାଇ କହିଲା, ହେ ସର୍ବୋପରିସ୍ଥ ପରମେଶ୍ବରଙ୍କ ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ, ତୁମ୍ଭମାନେେ ଅଗ୍ନିକୁଣ୍ତରୁ ବାହାରି ଆସ।

ଦାନିଏଲ 4:2

ସର୍ବୋପରିସ୍ଥ ପରମେଶ୍ବର ମାେ ପାଇଁ ଯେଉଁ ଆଶ୍ଚର୍ୟ୍ଯ କ୍ରିଯା ସାଧନ କରିଅଛନ୍ତି, ତାହା ସବୁ ପ୍ରଗ୍ଭର କରିବାକୁ ମୁଁ ସୁଖ ବୋଧ କଲି।

ଦାନିଏଲ 4:34

ଅନନ୍ତର ସହେି ସମୟର ଶଷେ ରେ ମୁଁ ନବୂଖଦ୍ନିତ୍ସର, ସ୍ବର୍ଗଆଡେ ଉର୍ଦ୍ଧ୍ବଦୃଷ୍ଟି କଲି। ସେତବେେଳେ ମାରେ ମନ ଠିକ୍ ବାଟକୁ ଆସିଗଲା। ତା'ପ ରେ ମୁଁ ସର୍ବୋପରିସ୍ଥ ପରମେଶ୍ବରଙ୍କର ପ୍ରଶଂସା କଲି। ସହେି ଅନନ୍ତ ଜୀବିଙ୍କୁ ଧନ୍ଯବାଦ ଜଣାଇ ସମାଦର କଲି। କାରଣ ତାଙ୍କର କତ୍ତୃର୍ତ୍ବ ଅନନ୍ତକାଳୀନ ଓ ତାଙ୍କର ରାଜ୍ଯ ପୁରୁଷାନୁକ୍ରମେ ଥାଏ।

ଦାନିଏଲ 6:26

ମୁଁ ଆଦେଶ ଦଲେି ଯେ, ମାରେରାଜ୍ଯସ୍ଥ ସମୁଦାଯ ପ୍ରଦେଶର ସମସ୍ତ ଲୋକମାନେ ଦାନିୟେଲଙ୍କ ପରମେଶ୍ବରଙ୍କୁ ଭୟ ଓ ଭକ୍ତି କରିବା ଉଚିତ୍।

ମାର୍କଲିଖିତ ସୁସମାଚାର 13:1

ଯୀଶୁ ମନ୍ଦିର ମଧ୍ଯରୁ ବାହାରି ଯାଉଥିବା ସମୟରେ ତାହାଙ୍କର ଜଣେ ଶିଷ୍ଯ ତାହାଙ୍କୁ କହିଲା, ଗୁରୁ, ଦେଖନ୍ତୁ, ଏ ମନ୍ଦିରର ସୁନ୍ଦର ଭବନଗୁଡିକ ଓ ତାର ବିଶାଳ ପଥରଗୁଡିକ କେତେ ସୁନ୍ଦର ହାଇେଛି।

Interlinear

Choose Theme