Home Bibles ☰ Books ଏଜ୍ରା 6:1 · ଓଡ଼ିଆ ବାଇବେଲ
ଏଜ୍ରା 6:1 · ଓଡ଼ିଆ ବାଇବେଲ

ସେତବେେଳେ ଦାରିଯାବସ୍ ରାଜା ଆଜ୍ଞା କରିବାରୁ ବାବିଲସ୍ଥ ଯେଉଁ ପୁସ୍ତକାଳଯ ରେ ଧନ ସଞ୍ଚିତ ଥିଲା, ତାହା ଅନୁସନ୍ଧାନ କରାଗଲା।

Cross references

ଏଜ୍ରା 4:15

ଆପଣଙ୍କ ପିତୃପୁରୁଷଗଣର ଇତିହାସ ପୁସ୍ତକ ଅନୁସନ୍ଧାନ କରାଯାଉ। ତବେେ ସହେି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ ଏହି ନଗର ବିଦ୍ରୋହୀନଗର, ଆଉ ରାଜଗଣ ଓ ପ୍ରଦେଶ ସମୂହ ପ୍ରତି ଅନିଷ୍ଟ କରିଛନ୍ତି, ପୁଣି ସମାନେେ ପୂର୍ବକାଳ ରେ ତହିଁ ମଧିଅରେ ଗଣ୍ତଗୋଳ ମତାଇ ଅଛନ୍ତି। ସେଥିପାଇଁ ଏହି ନଗର ଧ୍ବଂସ ହାଇେଅଛି।

ଏଜ୍ରା 4:19

ପୁଣି ଆମ୍ଭ ଆଜ୍ଞା ରେ ଅନୁସନ୍ଧାନ କରାଯାନ୍ତେ ଦଖାୟୋଇଅଛି, ଯେ ପୂର୍ବକାଳ ରେ ଏହି ନଗର ରାଜଗଣ ବିରୁଦ୍ଧ ରେ ବିଦ୍ରୋହ କରିଅଛି ଓ ତହିଁ ମଧିଅରେ ରାଜଦ୍ରୋହ ଓ ଗଣ୍ତଗୋଳ କରାୟାଇଅଛି।

ଏଜ୍ରା 5:17

ଏଣୁ ଯବେେ ମହାରାଜାଙ୍କୁ ଉତ୍ତମ ଦଖାୟୋଏ, ତବେେ କୋରସ ରାଜା ୟିରୁଶାଲମ ରେ ପରମେଶ୍ବରଙ୍କ ଏହି ମନ୍ଦିର ନିର୍ମାଣ କରିବାର ଆଜ୍ଞା ଦଇେଥିଲେ କି ନାହିଁ ତାହା ବାବିଲସ୍ଥ ମହାରାଜାଙ୍କ ଭଣ୍ତାର ଗୃହ ରେ ଅନୁସନ୍ଧାନ କରନ୍ତୁ। ପୁଣି ଏହି ବିଷଯ ରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ ରରଣେ କରନ୍ତୁ।

ଆୟୁବ ପୁସ୍ତକ 29:16

ମୁଁ ଗରିବ ଲୋକର ପିତା ସଦୃଶ ଥିଲି। ମୁଁ ନ ଜାଣିଥିବା ଲୋକକୁ ମଧ୍ଯ ସାହାୟ୍ଯ କରୁଥିଲି। ସମାନଙ୍କେୁ ଅଦାଲତ ରେ ତର୍କ ରେ ଜିତାଇ ଦେଉଥିଲି।

ଗୀତସଂହିତା 40:7

ତଣେୁ ମୁଁ କହିଲି, ମୁଁ ଉପସ୍ଥିତ ଅଛି, ମାେତେ ତୁମ୍ଭେ ନିଅ। ଏହା ମାେ ବିଷଯରେ ପୁସ୍ତକରେ ଲଖାୟୋଇଛି।

ହିତୋପଦେଶ 25:2

ବିଷଯ ଗୋପନ କରିବା ପରମେଶ୍ବରଙ୍କ ଗୌରବ। ଏହି ବିଷଯ ଅନୁସନ୍ଧାନ କରିବା ରାଜାଙ୍କର ଗୌରବ।

ଯିରିମିୟ 36:2

ହେ ଯିରିମିୟ, ଗୋଟିଏ ନଳାକାର ପୁସ୍ତକ ନିଅ। ଆମ୍ଭେ ଯୋଶିୟ ରାଜାଙ୍କ ରାଜତ୍ବ କାଳରୁ ଆଜି ପର୍ୟ୍ଯନ୍ତ ଇଶ୍ରାୟେଲ, ଯିହୁଦା ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧ ରେ ଯାହା ଯାହା କରିଅଛୁ, ସେ ସମସ୍ତ ସହେି ପୁସ୍ତକରେ ଲେଖ।

ଯିରିମିୟ 36:20

ଅନନ୍ତର ଅଧିପତିମାନେ ପୁସ୍ତକଟିକୁ ଗଲୀଶାମା ଲେଖକର କଠାେରୀ ରେ ଛାଡ଼ିଗଲେ। ସମାନେେ ରାଜା ଯିହାୟୋଦାରକୀମ ନିକଟକୁ ଗଲେ ଓ ପୁସ୍ତକ ଲିଖିତ ସମସ୍ତ ବାକ୍ଯ ତାଙ୍କୁ ଜଣାଇଲେ।

ଯିରିମିୟ 36:29

ପୁଣି ଯିହୁଦାର ରାଜା ୟିହୋଯାମୀମଙ୍କୁ ତୁମ୍ଭେ ଏହା କହିବ, 'ସଦାପ୍ରଭୁ ଏହା କହନ୍ତି, ବାବିଲର ରାଜା ନିଶ୍ଚଯ ଆସିବ ଓ ଏହି ଦେଶ ନଷ୍ଟ କରିବ। ଆଉ ଏହାକୁ ତାହାକୁ ମନୁଷ୍ଯ ଓ ପଶୁଶୂନ୍ଯ କରିବ। ଏପରି କଥା ସେଥି ରେ ଅଛି ? ଏଥି ସକାେଶ ତୁମ୍ଭେ ଏହି ପୁସ୍ତକ ଦଗ୍ଧ କରିଅଛ।

ଯିରିମିୟ 36:32

ତା'ପ ରେ ଯିରିମିୟ ଆଉ ଖଣ୍ଡେ ନଳାକାର ପୁସ୍ତକ ନଇେ ନରେିଯର ପୁତ୍ର ବାରୂକକୁ ଦେଲେ। ଯିହାୟୋଦାରକୀମ୍ ଯେଉଁ ନଳାକାର ପୁସ୍ତକ ଅଗ୍ନି ରେ ଦଗ୍ଧ କରିଥିଲେ, ସହେି ନଳାକାର ପୁସ୍ତକ ଲିଖିତ ସମସ୍ତ ବାକ୍ଯ ଯିରିମିୟଙ୍କ ମୁଖରୁ ଶୁଣି ପୁଣି ସହେି ନଳାକାର ପୁସ୍ତକରେ ଲେଖିଲା। ଆଉ ମଧ୍ଯ ଅନକେ ସହେି ପ୍ରକାର କଥା ଏହି ଦ୍ବିତୀୟ ନଳାକାର ପୁସ୍ତକରେ ୟୋଗ କରାଇଲେ।

ଯିହିଜିକଲ 2:9

ତା'ପ ରେ ମୁଁ ଦେଖିଲି ଏକ ହସ୍ତ ମାେ ଆଡ଼େ ପ୍ରସାରିତ ହେଲା। ସେ ହାତ ରେ ଲଖାେଥିବା ଏକ ନଳାକାର ପୁସ୍ତକ ଥିଲା।

ଯିହିଜିକଲ 3:1

ଅନନ୍ତର ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭ ସମ୍ମୁଖ ରେ ଯାହା ଦେଖୁଛ ତାହା ଭୋଜନ କର। ଏହି ନଳାକାର ପୁସ୍ତକ ଭୋଜନ କର ଓ ଇଶ୍ରାୟେଲ ବଂଶକୁ ୟାଇ ଏସବୁ କଥା କୁହ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:1

ତା'ପରେ ମୁଁ ସିଂହାସନ ରେ ବସିଥିବା ସହେି ବ୍ଯକ୍ତିଙ୍କର ଦକ୍ଷିଣ ହସ୍ତ ରେ ଗୋଟିଏ ଚର୍ମପତ ର ଥିବାର ଦେଖିଲି। ସହେି ଚର୍ମପତ୍ରଟିର ଉଭୟ ପଟେ ଲଖାେ ହାଇେଥିଲା। ସହେି ଚର୍ମପତ୍ରଟି ସାତାଟେି ମୁଦ୍ରା ରେ ବନ୍ଦ କରାଯାଇଥିଲା।

Interlinear

Choose Theme