କାରଣ ଯାଜକମାନେ ଓ ଲବେୀୟମାନେ ଏକତ୍ର ଆପଣାମାନଙ୍କୁ ଶୁଚି କଲେ। ସେ ସମସ୍ତେ ଶୁଚି ହାଇେଥିଲେ। ଏଣୁ ସମାନେେ ବନ୍ଦୀତ୍ବର ସମଗ୍ର ସନ୍ତାନ ନିମନ୍ତେ ଆପଣା ଯାଜକ ଭାତୃଗଣ ନିମନ୍ତେ ଓ ଆପଣାମାନଙ୍କ ନିମନ୍ତେ ନିସ୍ତାରପର୍ବ ରେ ମଷେ ବଳି ବଧ କଲେ।
Cross references
ତେଣୁ ମାଶାେ ଇଶ୍ରାୟେଲର ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ। ମାଶାେ ସମାନଙ୍କେୁ କହିଲେ, ତୁମ୍ଭମାନେେ ତୁମ୍ଭର ପରିବାର ପାଇଁ ଏକ ମଷେଶାବକ ଆଣ ଓ ନିସ୍ତାରପର୍ବର ମଷେଶାବକକୁ ବଧ କର।
କିନ୍ତୁ ଏହି ସମସ୍ତ ପଶୁଙ୍କୁ କାଟି ଓ ଚମଡ଼ା ପରିଷ୍କାର କରି ହାମବେଳି ନବୈେଦ୍ଯ ସ୍ବରୂପେ ଉତ୍ସର୍ଗ କରିବା ନିମନ୍ତେ ୟଥେଷ୍ଟ ସଂଖ୍ଯକ ଯାଜକ ନ ଥିଲେ। ତେଣୁ ସମାନଙ୍କେର ଆତ୍ମୀଯମାନେ ଓ ଲବେୀୟମାନେ କାର୍ୟ୍ଯ ଶଷେ ହବୋ ପର୍ୟ୍ଯନ୍ତ ଓ ଯାଜକମାନେ ପବିତ୍ର ସବୋକାର୍ୟ୍ଯ ନିମନ୍ତେ ନିଜକୁ ପ୍ରସ୍ତୁତ କରିବା ପର୍ୟ୍ଯନ୍ତ ସମାନଙ୍କେୁ ସାହାୟ୍ଯ କଲେ। ଲବେୀୟମାନେ ସଦାପ୍ରଭୁଙ୍କ ସବୋ କରିବା ନିମନ୍ତେ ନିଜଙ୍କୁ ପ୍ରସ୍ତୁତ କରିବା ଉଦ୍ଦେଶ୍ଯ ରେ ଅତ୍ଯନ୍ତ ସଚତନେ ଥିଲେ। ସମାନେେ ଯାଜକମାନଙ୍କଠାରୁ ମଧ୍ଯ ଅଧିକ ସଚତନେ ଥିଲେ।
ଏହାପରେ ସମାନେେ ଦ୍ବିତୀୟ ମାସର ଚତୁର୍ଦ୍ଦଶତମ ଦିନ ରେ ନିସ୍ତାରପର୍ବର ମଷେଶାବକଙ୍କୁ ହତ୍ଯା କଲେ। ଯାଜକମାନେ ଓ ଲବେୀୟମାନେ ଲଜ୍ଜିତ ହେଲେ। ସମାନେେ ପବିତ୍ର ସବୋକାର୍ୟ୍ଯ ନିମନ୍ତେ ନିଜକୁ ପ୍ରସ୍ତୁତ କଲେ। ଯାଜକ ଓ ଲବେୀୟମାନେ ସଦାପ୍ରଭୁଙ୍କ ମନ୍ଦିରକୁ ହାମବେଳି ଉପହାର ଆଣିଲେ।
ନିସ୍ତାରପର୍ବର ମଷେଶାବକଗୁଡ଼ିକୁ ହତ୍ଯା କରାଗଲା। ଏହାପରେ ଲବେୀୟମାନେ ପଶୁଗୁଡ଼ିକର ଚମଡ଼ା ଉତ୍ତାରିଲେ ଓ ଯାଜକମାନଙ୍କୁ ରକ୍ତ ଦେଲେ। ଯାଜକମାନେ ୟଜ୍ଞବଦେୀ ଉପରେ ସହେି ରକ୍ତକୁ ସିଞ୍ଚିଲେ।
ଏହା ସମାପ୍ତ ହବୋପରେ, ଲବେୀୟମାନେ ସମାନଙ୍କେ ନିମନ୍ତେ ଓ ହାରୋଣଙ୍କ ବଂଶଧର ଯାଜକମାନଙ୍କ ନିମନ୍ତେ ମାଂସ ଆଣିଲେ। ଅନ୍ଧକାର ହବୋ ପର୍ୟ୍ଯନ୍ତ ଯାଜକମାନେ ଏହି କାର୍ୟ୍ଯ ରେ ଅତି ବ୍ଯସ୍ତ ରହିଲେ। ସମାନେେ ହାମବେଳି ଉପହାର ଓ ବଳିର ଚର୍ବି ଜଳାଇବା ରେ କଠିନ ପରିଶ୍ରମ କଲେ
ଆସଫ୍ଙ୍କ ପରିବାରର ଗାଯକମାନେ ସହେି ସ୍ଥାନ ରେ ଛିଡ଼ା ହେଲେ, ଯେଉଁଠା ରେ ରାଜା ଦାଉଦ, ଆସଫ, ହମେନ୍ ଛିଡ଼ା ହେଲେ, ଯେଉଁଠା ରେ ରାଜା ଦାଉଦ, ଆସଫ, ହମେନ୍ ଏବଂ ରାଜାଙ୍କର ଯାଜକ ୟିଦୁଥୁନ୍ ସମାନଙ୍କେୁ ନିୟୁକ୍ତ କରିଥିଲେ। ଦ୍ବାରପାଳଗଣ ଯେଉଁମାନେ ପ୍ରେତ୍ୟକକ ଫାଟକରେ ଥିଲେ, ସମାନଙ୍କେୁ ସମାନଙ୍କେର ସ୍ଥାନ ଛାଡ଼ିବାକୁ ପଡ଼ିଲା ନାହିଁ, କାରଣ ସମାନଙ୍କେର ଭ୍ରାତା ଲବେୀୟଗଣ ସମାନଙ୍କେ ପାଇଁ ନିସ୍ତାରପର୍ବର ସାମର୍ଗୀ ପ୍ରସ୍ତୁତ କରିଥିଲେ।
ସେ ଅନ୍ୟ ଯାଜକମାନଙ୍କ ଭଳି ନୁହଁନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ଯକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସମାନଙ୍କେୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।