ଏଜ୍ରା 7:20 · ଓଡ଼ିଆ ବାଇବେଲ
ପୁଣି ତୁମ୍ଭ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ପ୍ରୟୋଜନୀଯ ଯାହା ଯାହା ନବୋକୁ ପଡିବ ତାହା ରାଜାଙ୍କ ଭଣ୍ତାର ଗୃହରୁ ନିଅ।
Cross references
ଏଜ୍ରା 6:4
ତହିଁରେ ତିନିଧାନି ବଡ ଼ବଡ଼ ପ୍ରସ୍ତର ରେ ଓ ଏକଧାଡି ନୂତନ କଡିକାଠ ରେ ଗୁନ୍ଥା ଯାଉ। ଆଉ ରାଜଗୃହରୁ ତାର ବ୍ଯଯଭାର ଭରଣ କରାଯାଉ।
ଏଜ୍ରା 6:8
ପରମେଶ୍ବରଙ୍କ ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ୟିହୁଦୀଯ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ଯ, ତାହା ଆମ୍ଭେ ଆଜ୍ଞା କରୁଅଛୁ। ସମାନଙ୍କେର ବାଧା ଯେପରି ସୃଷ୍ଟି ନ ହୁଏ, ଏଥିପାଇଁ ସହେି ଲୋକମାନଙ୍କୁ ରାଜସମ୍ପତ୍ତିରୁ ଅର୍ଥାତ୍ ନଦୀ ସପୋରିସ୍ଥ ରାଜକରରୁ ଅତି ଯତ୍ନପୂର୍ବକ ବ୍ଯଯ ଦିଆଯାଉ।