Home Bibles ☰ Books ଏଜ୍ରା 7:28 · ଓଡ଼ିଆ ବାଇବେଲ
ଏଜ୍ରା 7:28 · ଓଡ଼ିଆ ବାଇବେଲ

ପୁଣି ସେ ରାଜାର ଓ ତାଙ୍କର ମନ୍ତ୍ରୀଗଣର ଓ ରାଜାଙ୍କର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତ ରେ ମାେ ପ୍ରତି ଅଧିକ ଦୟା ପ୍ରକାଶ କରି ଅଛନ୍ତି। ମୁଁ ଶକ୍ତିଶାଳୀ ହଲିେ କାରଣ ସଦାପ୍ରଭୁ ପରମେଶ୍ବରଙ୍କର ହସ୍ତ ମାେ ଉପରେ ଥିଲା। ଏହି ପ୍ରକା ରେ ମୁଁ ଇଶ୍ରାୟେଲର ଲୋକମାନଙ୍କର ମୁଖ୍ଯମାନଙ୍କୁ ମାେ ସହିତ ୟିବା ପାଇଁ ଏକତ୍ରୀତ କଲି।

Cross references

ଆଦି ପୁସ୍ତକ 32:28

ଏହାପରେ ସହେି ମନୁଷ୍ଯଟି କହିଲା, ଆଉ ତୁମ୍ଭର ନାମ ଯାକୁବ ହବେ ନାହିଁ। ତୁମ୍ଭର ନାମ ଇଶ୍ରାୟେଲ ହବେ ଏବଂ ତୁମ୍ଭେ ସହେି ନାମ ରେ ପରିଚିତ ହବେ କାରଣ ତୁମ୍ଭେ ପରମେଶ୍ବରଙ୍କ ସହିତ ଏବଂ ଲୋକମାନଙ୍କ ସହିତ ୟୁଦ୍ଧ କରି ଜଯଲାଭ କଲ।

ଆଦି ପୁସ୍ତକ 43:14

ମୁଁ ସହେି ସର୍ବଶକ୍ତିମାନ ପରମେଶ୍ବରଙ୍କୁ ପାର୍ଥନା କରିବି, ସେ ରାଜ୍ଯପାଳଙ୍କୁ ଏପରି କହି ଦବେେ ଯେ, ସେ ତୁମ୍ଭଙ୍କୁ ଦୟା କରିବେ। ମୁଁ ପ୍ରାର୍ଥନା କରିବି ସେଶିମିଯୋନ ଓ ବିନ୍ଯାମୀନଙ୍କୁ ନିରାପଦ ରେ ଫରୋଇ ଦବେେ। ଯଦି ନ ଫରୋନ୍ତି, ତବେେ ମାେତେ ପୁଣି ପୁତ୍ର ପାଇଁ ଶାେକ କରିବାକୁ ପଡ଼ିବ।

ଏଜ୍ରା 5:5

ମାତ୍ର ୟିହୁଦୀଯ ପ୍ରାଚୀନବର୍ଗ ପ୍ରତି ସମାନଙ୍କେ ପରମେଶ୍ବରଙ୍କ ଦୃଷ୍ଟି ଥିବାରୁ ଦାରିଯାବସ ନିକଟରେ ଏହି କଥା ଉପସ୍ଥିତ ନ ହବୋ ପର୍ୟ୍ଯନ୍ତ ଓ ପତ୍ରଦ୍ବାରା ସହେି ବିଷଯ ରେ ଉତ୍ତର ନଆସିବା ପର୍ୟ୍ଯନ୍ତ ଶତୃମାନେ ସମାନଙ୍କେୁ କାର୍ୟ୍ଯରୁ ନିବୃତ୍ତ କଲେ ନାହିଁ।

ଏଜ୍ରା 7:6

ଏହି ଏଜ୍ରା ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁଙ୍କ ପ୍ରଦତ୍ତ ମାଶାେ ବ୍ଯବସ୍ଥା ରେ ନିପୂଣ ଅଧ୍ଯାପକ ଥିଲା। ସେ ଯାହା ମାଗୁଥିଲା ରାଜା ତାକୁ ତାହା ପ୍ରଦାନ କରୁଥିଲେ। କାରଣ ସଦାପ୍ରଭୁ ତା'ର ପରମେଶ୍ବରଙ୍କ ହସ୍ତ ତା ଉପରେ ଥିଲା।

ଏଜ୍ରା 7:9

କାରଣ ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ୟାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ସଦାପ୍ରଭୁ ପରମେଶ୍ବରଙ୍କ ମଙ୍ଗଳମଯ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନ ରେ ୟିରୁଶାଲମ ରେ ଉପସ୍ଥିତ ହେଲେ।

ଏଜ୍ରା 7:14

ଏଜ୍ରା, ମୁଁ ଏବଂ ମାରେ ସାତଜଣ ଉପଦେଷ୍ଟା ତୁମ୍ଭ ସହିତ ପଠାଉଛୁ। ତୁମ୍ଭେ ଯିହୁଦା ଓ ୟିରୁଶାଲମକୁ ୟିବା ଉଚିତ୍। ପରମେଶ୍ବରଙ୍କର ବ୍ଯବସ୍ଥା ବିଷଯବସ୍ତୁଗୁଡିକରେ ଧ୍ଯାନ ଦବୋ ଉଚିତ୍, ଯେଉଁଥି ରେ ତୁମ୍ଭେ ଜଣେ ବିଜ୍ଞ ଅଟ।

ଏଜ୍ରା 8:15

ମୁଁ ଏହି ଲୋକମାନଙ୍କୁ ଅହବା ଆଡକୁ ପ୍ରବାହିତ ନଦୀ ନିକଟରେ ଏକତ୍ର କଲି। ସଠାେରେ ଆମ୍ଭମାନେେ ଛାଉଣୀ କରି ତିନିଦିନ ରହିଲୁ। ମୁଁ ଲୋକମାନଙ୍କ ମଧିଅରେ ଓ ଯାଜକମାନଙ୍କ ମଧିଅରେ ଖାଜେିଲି କିନ୍ତୁ ଲବେୀର କୌଣସି ପୁତ୍ରକୁ ପାଇଲି ନାହିଁ।

ଏଜ୍ରା 8:18

ତେଣୁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପରମେଶ୍ବର ମଙ୍ଗଳମଯ ହସ୍ତର ସହାୟତା ପ୍ରମାଣେ ସମାନେେ ଇଶ୍ରାୟେଲର ପୌତ୍ର,

ଏଜ୍ରା 9:9

ହଁ, ଆମ୍ଭମାନେେ ବନ୍ଦୀ ଥିଲୁ। କିନ୍ତୁ ତୁମ୍ଭେ ଆମ୍ଭକୁ ବେଶିଦିନ ନିର୍ବାସିତ କରି ରଖି ନଥିଲ। ତୁମ୍ଭେ ଆମ୍ଭପ୍ରତି ଦୟା କରିଥିଲ। ତୁମ୍ଭ ୟୋଗୁ ପାରସ୍ଯର ରାଜା ଆମ୍ଭପ୍ରତି ଦୟା ଦଖାଇେ ଥିଲେ। ତୁମ୍ଭର ମନ୍ଦିର ଧ୍ବଂସ ହାଇେ ୟାଇଥିଲା। ଏବଂ ଆମ୍ଭେ ଏହାକୁ ପୁନଃନିର୍ମାଣ କରି ଏହାକୁ ନୂତନ ଜୀବନ ଦଲେୁ। ପରମେଶ୍ବର, ତୁମ୍ଭେ ଯିହୁଦା ଓ ୟିରୁଶାଲମ ରେ ପ୍ରାଚୀର ଦବୋପାଇଁ ଆମ୍ଭର ସହାୟ ହେଲ।

ନିହିମିୟା 1:11

ହେ ସଦାପ୍ରଭୁ, ବିନଯ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ସମ୍ମାନ କରିବା ରେ ଆନନ୍ଦ କରନ୍ତି, ଏମନ୍ତ ତୁମ୍ଭ ଦାସର ଓ ସମସ୍ତ ଦାସମାନଙ୍କର ପ୍ରାର୍ଥନା ପ୍ରତି ଟିକେ କର୍ଣ୍ଣପାତ କର। ଆଉ ପ୍ରାର୍ଥନା କରୁଅଛି ଆଜି ଆପଣା ଦାସକୁ ସଫଳ କରାଅ। ଏହି ବ୍ଯକ୍ତିର ଦୃଷ୍ଟି ରେ ତାହାକୁ ଦୟାପ୍ରାପ୍ତ ହବୋକୁ ଦିଅ। ଏ ସମୟରେ, ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।

ନିହିମିୟା 2:8

ରାଜା ଆସଫ୍ଙ୍କ ନିମନ୍ତେ ମାେତେ ଗୋଟିଏ ପତ୍ର ଦେଲେ। ଆସଫ୍ ବର୍ତ୍ତମାନ ରାଜାଙ୍କର ଜଙ୍ଗଲର ରକ୍ଷକ ଅଟନ୍ତି। ସେ ଆସଫ୍ଙ୍କୁ ମନ୍ଦିର ଫାଟକର ମୂଖଶାଳା, ସହରର କାନ୍ଥ ଏବଂ ମନ୍ଦିର କଟାବ ପାଇଁ ମାେତେ ଖଣ୍ଡେ କାଠ ଦବୋ ଲାଗି କହିଲେ।

ଯୂନସ 3:7

ରାଜା ଏକ ସ୍ବତନ୍ତ୍ର ବାର୍ତ୍ତା ଲେଖି ନଗରକୁ ପଠାଇଲେ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:17

ଅଣୟହଦୂଦୀମାନଙ୍କୁ ସୁସମାଚାର ପୂର୍ଣ୍ଣ ଭାବରେ ପ୍ରଚାର କରିବା ବେଳେ ପ୍ରଭୁ ମାେତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଚାର ଶୁଣନ୍ତୁ ବୋଲି ପ୍ରଭୁ ଚାହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।

Interlinear

Choose Theme