Home Bibles ଏଜ୍ରା 7:8 · ଓଡ଼ିଆ ବାଇବେଲ
ଏଜ୍ରା 7:8 · ଓଡ଼ିଆ ବାଇବେଲ

ଆଉ ଏଜ୍ରା ପଞ୍ଚମ ମାସ ରେ ଅର୍ଥାତ୍ ରାଜାର ସଇେ ସପ୍ତମ ବର୍ଷ ରେ ୟିରୁଶାଲମ ରେ ଉପସ୍ଥିତ ହେଲେ।

Cross references

ଏଜ୍ରା 8:32

ତେଣୁ ଆମ୍ଭମାନେେ ୟିରୁଶାଲମ ରେ ଉପସ୍ଥିତ ହାଇେ ସଠାେରେ ତିନିଦିନ ବିଶ୍ରାମ କଲୁ।

ଏଜ୍ରା 9:9

ହଁ, ଆମ୍ଭମାନେେ ବନ୍ଦୀ ଥିଲୁ। କିନ୍ତୁ ତୁମ୍ଭେ ଆମ୍ଭକୁ ବେଶିଦିନ ନିର୍ବାସିତ କରି ରଖି ନଥିଲ। ତୁମ୍ଭେ ଆମ୍ଭପ୍ରତି ଦୟା କରିଥିଲ। ତୁମ୍ଭ ୟୋଗୁ ପାରସ୍ଯର ରାଜା ଆମ୍ଭପ୍ରତି ଦୟା ଦଖାଇେ ଥିଲେ। ତୁମ୍ଭର ମନ୍ଦିର ଧ୍ବଂସ ହାଇେ ୟାଇଥିଲା। ଏବଂ ଆମ୍ଭେ ଏହାକୁ ପୁନଃନିର୍ମାଣ କରି ଏହାକୁ ନୂତନ ଜୀବନ ଦଲେୁ। ପରମେଶ୍ବର, ତୁମ୍ଭେ ଯିହୁଦା ଓ ୟିରୁଶାଲମ ରେ ପ୍ରାଚୀର ଦବୋପାଇଁ ଆମ୍ଭର ସହାୟ ହେଲ।

ଏଜ୍ରା 10:9

ତେଣୁ ଯିହୁଦା ଓ ବିନ୍ଯାମିନର ସମଗ୍ର ଲୋକ ତିନିଦିନ ମଧିଅରେ ୟିରୁଶାଲମ ରେ ଏକତ୍ରୀତ ହେଲ। ସହେିଦିନ ନବମ ମାସର ବିଂଶତିତମ ଦିନ ଥିଲା। ଆଉ ସମସ୍ତ ଲୋକେ ପରମେଶ୍ବରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷଯ ଓ ମହାବୃଷ୍ଟି ସକାଶୁ କମ୍ପିତ ହୋଉଥିଲେ।

ଏଷ୍ଟର ବିବରଣ 2:16

ରାଜାର ଅଧିକାରର ସପ୍ତମ ବର୍ଷର ଦଶମ ମାସ ରେ ଅର୍ଥାତ୍ ଟବେେତ୍ ସାମ ରେ, ଏଷ୍ଟରକୁ ରାଜଗୃହ ରେ ଅକ୍ଷଶ୍ବରେଶ ରାଜା ନିକଟକୁ ନିଆଗଲା।

ଦାନିଏଲ 9:25

ଏହା ଜାଣ ଏବଂ ଏହା ବୁଝ, ଆଦେଶ ହବୋଠାରୁ ଫରୋଇବାକୁ ଏବଂ ୟିରୁଶାଲମ ନିର୍ମିତ କର, ଯେପର୍ୟ୍ଯନ୍ତ ଗୋଟିଏ ଅଭିଷିକ୍ତ ରାଜକୁମାର ସାତ ସପ୍ତାହ ଓ ବାଷଠି ସପ୍ତାହ ରେ, ସହର ପୂର୍ଣ୍ଣ ନିର୍ମିତ ହବେ। କିନ୍ତୁ ଏହାର ମୁଖ୍ଯ ରାସ୍ତା ଓ କାନ୍ଥ, ଅସୁବାଧା ସମୟରେ ହବେ।

Interlinear

Choose Theme