ତେଣୁ ମୁଁ ଇଲୀଯଷେର, ଅରୀଯଲେ, ଶମଯିଯ ଓ ଇଲ୍ନାଥନ ଓ ୟାରିବ୍ ଇଲ୍ନାଥନ ଓ ନାଥନ, ଜିଖରୀଯ ଓ ମଶୁଲ୍ଲମ୍ ଏହି ପ୍ରଧାନ ଲୋକମାନଙ୍କୁ ମଧ୍ଯ ୟୋଯାରୀବ ଓ ଇଲ୍ନାଥନ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି।
Cross references
ପରମେଶ୍ବର ତାଙ୍କୁ କହିଲେ, ତୁମ୍ଭେ ନିଜ ପାଇଁ ଦୀର୍ଘ ପରମାଯୁ ମାଗିନାହିଁ କି ନିଜପାଇଁ ବିପୁଳ ଐଶ୍ବର୍ୟ୍ଯ ମାଗିନାହିଁ, କି ନିଜର ଶତୃମାନଙ୍କର ମୃତ୍ଯୁ ମାଗିନାହିଁ, ମାତ୍ର ଲୋକମାନଙ୍କର ନ୍ଯାଯ ଶାସନ କରିବା ପାଇଁ ଜ୍ଞାନ ମାଗିଅଛ।
ଇଷାଖର ଗୋଷ୍ଠୀରୁ 200 ଜଣ ଜ୍ଞାନୀ ନେତା ଥିଲେ। ସହେି ବ୍ଯକ୍ତିମାନେ ଇଶ୍ରାୟେଲ ନିମନ୍ତେ ଯଥାର୍ଥ ସମୟରେ କି ପ୍ରକାର କର୍ମ କରିବା ଉଚିତ୍, ତାହା ବୁଝିପାରୁଥିଲେ। ସମାନଙ୍କେର ଆତ୍ମୀଯମାନେ ସମାନଙ୍କେ ସହିତ ରେ ଓ ସମାନଙ୍କେ ଅଧୀନ ରେ ଥିଲେ।
ଶଲେିମିଯଙ୍କୁ ପୂର୍ବ ପାଶର୍ବର ଦ୍ବାର ଜଗିବା ନିମନ୍ତେ ମନୋନୀତ କରାୟାଇଥିଲା। ଏହାପରେ ଶଲେିମିଯଙ୍କ ପୁତ୍ର ଜିଖରିଯଙ୍କ ନିମନ୍ତେ ଗୁଳିବାଣ୍ଟ କରାଗଲା। ଜିଖରିଯ ଜଣେ ଜ୍ଞାନୀ ପରାମର୍ଶଦାତା ଥିଲେ। ଜିଖରିଯଙ୍କୁ ଉତ୍ତରପାଶର୍ବ ଦ୍ବାର ନିମନ୍ତେ ମନୋନୀତ କରାଗଲା।
ହୂରମ୍ ଆହୁରି ମଧ୍ଯ କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ପ୍ରଶଂସା କର। ସେ ସ୍ବର୍ଗ ଓ ମର୍ତ୍ତ୍ଯ ସୃଷ୍ଟି କଲେ। ସେ ରାଜା ଦାଉଦଙ୍କୁ ଏକ ଜ୍ଞାନୀ ପୁତ୍ର ଦେଲେ, ଜଣେ ପୁତ୍ର ଯାହାର ଜ୍ଞାନ ଓ ବୁଝାମଣା ଶକ୍ତି ଅଛି। ସହେି ପୁତ୍ର ସଦାପ୍ରଭୁଙ୍କ ନିମନ୍ତେ ଏକ ମନ୍ଦିର ଏବଂ ନିଜ ନିମନ୍ତେ ଏକ ରାଜକୀଯ ପ୍ରାସାଦ ନିର୍ମାଣ କରୁଛନ୍ତି।
ଅଦୋନୀକାମର ବଂଶଧରମାନଙ୍କ ମଧ୍ଯରୁ କନିଷ୍ଠମାନେ ଓ ସମାନଙ୍କେ ନାମ ଇଲିଫଲେଟ୍, ୟିଯୂଯଲେ, ଶମଯିମ ଓ ସମାନଙ୍କେ ସଙ୍ଗେ 60 ପୁରୁଷ।
ତେଣୁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପରମେଶ୍ବର ମଙ୍ଗଳମଯ ହସ୍ତର ସହାୟତା ପ୍ରମାଣେ ସମାନେେ ଇଶ୍ରାୟେଲର ପୌତ୍ର,
ହାରିମର ବଂଶଧରମାନଙ୍କ ମଧ୍ଯରୁ ମା ସଯେ ଓ ଏଲୀଯ ଓ ଶମଯିଯ ୟିହୀଯଲେ ଓ ଉଷିୟ।
ଶଲେିମିଯ, ନାଥନ୍ ଓ ଅଦାଯା,
ଯେ ହତେୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି। ତାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।
ମନୁଷ୍ଯ ମନର ଭାବନା ଗଭୀର କୂଅର ଜଳ ପରି। ମାତ୍ର ବୁଦ୍ଧିମାନ ଲୋକ ସହେି ଗଭୀର ଜଳକୁ କାଢ଼ି ପାରିବ।
ଯଦି ଏକ ଦେଶର ଲୋକମାନେ କାହାକୁ ମାନିବେ ନାହିଁ, ତବେେ ସେ ଦେଶର ଅଧିକ ଅଧିପତିମାନେ ସୃଷ୍ଟି ହୁଅନ୍ତି। ମାତ୍ର ସମାନେେ ଖୁବ୍ କମ୍ ସମୟ ପାଇଁ ଶାସନ କରନ୍ତି। କିନ୍ତୁ ଦେଶର ଧାର୍ମିକ ଶାସନକର୍ତ୍ତା ଥିଲେ, ସେ ଅଧିକ ଦିନ ଶାସନ କରିବେ।
ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି। ସେ ରାଜାମାନଙ୍କୁ ପଦଚ୍ଯୁତ କରନ୍ତି ଓ ରାଜାମାନଙ୍କୁ ରାଜପଦ ଦିଅନ୍ତି। ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତ ମାନଙ୍କୁ ସୁବିବଚେନା ଦିଅନ୍ତି।
ମୁଁ ଯେଉଁ କଥା କହୁଛି, ତାହା ବିଷୟ ରେ ଚିନ୍ତା କର। ପ୍ରଭୁ ତୁମ୍ଭକୁ ଏହି ସମସ୍ତ କଥାଗୁଡ଼ିକ ବୁଝିବା ପାଇଁ ଶକ୍ତି ଦବେେ।
ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ପରମେଶ୍ବରଙ୍କ ପୁତ୍ର ଆସି ଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ବରଙ୍କୁ ଜାଣିପାରୁ। ସହେି ପରମେଶ୍ବର ସତ୍ଯ ଅଟନ୍ତି। ସହେି ସତ୍ଯମୟ ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କଠା ରେ ଆମ୍ଭମାନଙ୍କର ଜୀବନ ଅଛି।