Home Bibles ☰ Books ଏଜ୍ରା 8:29 · ଓଡ଼ିଆ ବାଇବେଲ
ଏଜ୍ରା 8:29 · ଓଡ଼ିଆ ବାଇବେଲ

ସଦାପ୍ରଭୁ ୟିରୁଶାଲମସ୍ଥ ମନ୍ଦିର କଠାେରୀ ରେ ପ୍ରଧାନ ଯାଜକ ଗର୍ବର ଓ ଲବେୀୟମାନଙ୍କର ଓ ଇଶ୍ରାୟେଲୀୟ ପରିବାରର ନେତାମାନଙ୍କର ସାକ୍ଷାତ ରେ ଏହାସବୁ ତୌଲି ନଦବୋ ପର୍ୟ୍ଯନ୍ତ ତୁମ୍ଭମାନେେ ସତର୍କ ହୁଅ ଓ ଏହା ସବୁର ସୁରକ୍ଷା କର।

Cross references

ପ୍ରଥମ ବଂଶାବଳୀ 26:20

ଅହିଯ ଲବେୀୟ ଗୋଷ୍ଠୀରୁ ଆସିଥିଲେ। ଅହିଯ ପରମେଶ୍ବରଙ୍କ ମନ୍ଦିର ରେ ଥିବା ବହୁମୂଲ୍ଯ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ ଦାଯିତ୍ବ ରେ ଥିଲେ। ଯେଉଁ ସ୍ଥାନମାନଙ୍କ ରେ ପବିତ୍ର ସାମଗ୍ରୀଗୁଡ଼ିକ ରଖାୟାଇଥିଲା। ଅହିଯ ତାହାର ଦାଯିତ୍ବ ରେ ମଧ୍ଯ ଥିଲେ।

ଏଜ୍ରା 8:33

ଏହାପରେ ଚତୁର୍ଥଦିନ ସହେି ରୂପା ଓ ସୁନାପାତ୍ର ସକଳ ଆମ୍ଭମାନଙ୍କ ପରମେଶ୍ବରଙ୍କ ମନ୍ଦିର ରେ ତୌଲାୟାଇ ଊରିଯ ଯାଜକର ପୁତ୍ର ମରମୋେତ୍ ହସ୍ତ ରେ ଦିଆଗଲା। ତାହା ସଙ୍ଗେ ପୀନହସର ପୁତ୍ର ଏଲିଯାସର ଥିଲା। ସମାନଙ୍କେ ସଙ୍ଗେ ଯଶୂେଯର ପୁତ୍ର ୟୋଷାବଦ୍ ଓ ବିନ୍ନୂଯିର ପୁତ୍ର ନୋଯଦିଯ ଏହି ଲବେୀୟମାନେ ଥିଲେ।

ମାର୍କଲିଖିତ ସୁସମାଚାର 13:34

ଏହା ଏହିଭଳି ଘଟଣା, ଯେପରି ଜଣେ ବ୍ଯକ୍ତି କୌଣସି ସ୍ଥାନକୁ ଯାତ୍ରା କଲା ବେଳେ ଚାକରମାନଙ୍କ ଉପରେ ନିଜ ଘରର ଦାଯିତ୍ବ ଛାଡି ଦଇଯୋଏ ଓ ପ୍ରେତ୍ୟକକ ଚାକରକୁ ତାର ନିର୍ଦ୍ଦିଷ୍ଟ କାମ ଦଇେଥାଏ ଏବଂ ଦ୍ବାରପାଳକକୁ ସଦା ବେଳେ ପ୍ରସ୍ତୁତ ହାଇେ ରହିବାକୁ ଅଦେଶ ଦଇେଥାଏ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:31

ତେଣୁ ତୁମ୍ଭମାନେେ ସାବଧାନ ହାଇେ ରୁହ। ତୁମ୍ଭମାନେେ ମନେପକାଅ ଯେ, ମୁଁ ତିନି ବର୍ଷ ପର୍ୟ୍ଯନ୍ତ ତୁମ୍ଭମାନଙ୍କ ପାଖ ରେ ରହି ଆଖିର ଲୁହ ରେ ପ୍ରେତ୍ୟକକଙ୍କୁ ଦିନରାତି ସତର୍କ ବାଣୀ ଶୁଣାଇ ଥିଲି।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:5

କିନ୍ତୁ ତୁମ୍ଭେ ସର୍ବଦା ନିଜକୁ ସଂୟମ କର। କ୍ଲେଶ ଆସିଲେ ସଗେୁଡିକୁ ଗ୍ରହଣ କର। ସୁସମାଗ୍ଭର ପ୍ରଗ୍ଭର କାମ କରି ଗ୍ଭଲିଥାଅ। ପରମେଶ୍ବରଙ୍କ ଜଣେ ସବେକ ଭାବରେ ସମସ୍ତ କର୍ତ୍ତବ୍ଯ କରୁଥାଅ।

Interlinear

Choose Theme