Home Bibles ଏଜ୍ରା 8:31 · ଓଡ଼ିଆ ବାଇବେଲ
ଏଜ୍ରା 8:31 · ଓଡ଼ିଆ ବାଇବେଲ

ଏହାପରେ ଆମ୍ଭମାନେେ ୟିରୁଶାଲମକୁ ୟାତ୍ରାକରିବା ନିମନ୍ତେ ପ୍ରଥମ ମାସର ଦ୍ବାଦଶ ଦିନ ଅହବା ନଦୀ ନିକଟକୁ ପ୍ରସ୍ଥାନ କଲୁ। ଆମ୍ଭମାନଙ୍କ ପରମେଶ୍ବରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା। ଆଉ ପଥ ମଧିଅରେ ଶତୃ ଓ ଓଗାଳି ବସିବା ଲୋକମାନଙ୍କ ହସ୍ତରୁ ସେ ଆମ୍ଭକୁ ଉଦ୍ଧାର କଲେ।

Cross references

ଏଜ୍ରା 7:9

କାରଣ ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ୟାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ସଦାପ୍ରଭୁ ପରମେଶ୍ବରଙ୍କ ମଙ୍ଗଳମଯ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନ ରେ ୟିରୁଶାଲମ ରେ ଉପସ୍ଥିତ ହେଲେ।

ଏଜ୍ରା 7:28

ପୁଣି ସେ ରାଜାର ଓ ତାଙ୍କର ମନ୍ତ୍ରୀଗଣର ଓ ରାଜାଙ୍କର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତ ରେ ମାେ ପ୍ରତି ଅଧିକ ଦୟା ପ୍ରକାଶ କରି ଅଛନ୍ତି। ମୁଁ ଶକ୍ତିଶାଳୀ ହଲିେ କାରଣ ସଦାପ୍ରଭୁ ପରମେଶ୍ବରଙ୍କର ହସ୍ତ ମାେ ଉପରେ ଥିଲା। ଏହି ପ୍ରକା ରେ ମୁଁ ଇଶ୍ରାୟେଲର ଲୋକମାନଙ୍କର ମୁଖ୍ଯମାନଙ୍କୁ ମାେ ସହିତ ୟିବା ପାଇଁ ଏକତ୍ରୀତ କଲି।

ଏଜ୍ରା 8:15

ମୁଁ ଏହି ଲୋକମାନଙ୍କୁ ଅହବା ଆଡକୁ ପ୍ରବାହିତ ନଦୀ ନିକଟରେ ଏକତ୍ର କଲି। ସଠାେରେ ଆମ୍ଭମାନେେ ଛାଉଣୀ କରି ତିନିଦିନ ରହିଲୁ। ମୁଁ ଲୋକମାନଙ୍କ ମଧିଅରେ ଓ ଯାଜକମାନଙ୍କ ମଧିଅରେ ଖାଜେିଲି କିନ୍ତୁ ଲବେୀର କୌଣସି ପୁତ୍ରକୁ ପାଇଲି ନାହିଁ।

ଏଜ୍ରା 8:21

ଏହାପରେ ଆମ୍ଭମାନଙ୍କ ନିମନ୍ତେ, ଆମ୍ଭମାନଙ୍କ ସନ୍ତାନମାନଙ୍କ ନିମନ୍ତେ, ଆମ୍ଭମାନଙ୍କର ସମସ୍ତ ସାମଗ୍ରୀ ନିମନ୍ତେ ଓ ସକଳ ସମ୍ପତ୍ତି ପାଇଁ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାଯ ରେ ଆମ୍ଭମାନଙ୍କ ପରମେଶ୍ବରଙ୍କ ସାକ୍ଷାତ ରେ ଆପଣାମାନଙ୍କୁ ନମ୍ରକରିବା ପାଇଁ ମୁଁ ଅହିବାନଦୀ ନିକଟରେ ଉପବାସ ଘାଷେଣା କଲି।

ଆୟୁବ ପୁସ୍ତକ 5:19

ସେ ତୁମ୍ଭକୁ ବିପଦରୁ ଉଦ୍ଧାର କରିପାରିବେ। ହଁ, ଦରକାର ପଡ଼ିଲେ ବିନା ଆଘାତ ରେ ସାତାଟେି ଦୁର୍ବିପାକରୁ ରକ୍ଷା କରିପାରିବେ।

ଗୀତସଂହିତା 91:9

ପ୍ରକୃତରେ ସଦାପ୍ରଭୁ ହେଉଛନ୍ତି ନିରାପତ୍ତାର ସ୍ଥାନ !ୟଦି ପରମେଶ୍ବରଙ୍କୁ ତୁମ୍ଭେ ଆପଣା ସୁରକ୍ଷାର ସ୍ଥାନ କରିବ।

ଗୀତସଂହିତା 91:14

ସଦାପ୍ରଭୁ କହନ୍ତି, ୟଦି କୌଣସି ଲୋକ ଆମ୍ଭଙ୍କୁ ପ୍ରମେ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସମାନଙ୍କେୁ ଆମ୍ଭେ ଉଚ୍ଚରେ ରଖିବା।

ଯିଶାଇୟ 41:10

ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।

ରେରିତମାନଙ୍କ କାର୍ଯ୍ୟର ବିବରଣ 25:3

ସମାନେେ ପାଉଲଙ୍କୁ ୟିରୁଶାଲମକୁ ପଠାଇଦବୋ ପାଇଁ ତାହାଙ୍କୁ ଅନୁ ରୋଧ କଲେ। କାରଣ ସମାନେେ ତାହାଙ୍କୁ ରାସ୍ତା ରେ ହତ୍ଯା କରିବାର ଷଡ଼ୟନ୍ତ୍ର କରିଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:22

କିନ୍ତୁ ମାେତେ ପରମେଶ୍ବର ସାହାୟ୍ଯ କଲେ। ସେ ଆଜି ପର୍ୟ୍ଯନ୍ତ ମାେତେ ସାହାୟ୍ଯ କରିଆସୁଛନ୍ତି। ପରମେଶ୍ବରଙ୍କ ସାହାୟ୍ଯ ପାଇ ମୁଁ ଏଠା ରେ ଠିଆ ହାଇେଛି। ଉଭୟ ପ୍ରଭାବଶାଳୀ ଓ ସାଧାରଣ ଲୋକମାନଙ୍କୁ, ମୁଁ ଦେଖିଥିବା କଥା କହୁଛି। ମୁଁ କିଛି ନୂଆ କଥା କହୁନାହିଁ। ମାଶାେ ଓ ଭାବବାଦୀମାନେ ଯାହା ସବୁ ଘଟିବ ବୋଲି କହିଛନ୍ତି, ମୁଁ ସହେି କଥା କହୁଛି।

Interlinear

Choose Theme