ସମାନେେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣଙ୍କ ନିମନ୍ତେ ସମାନଙ୍କେର କନ୍ଯାଗଣଙ୍କୁ ଗ୍ରହଣ କରିଅଛନ୍ତି। ଏହିପରି ପବିତ୍ରବଂଶ ଅନ୍ଯଦେଶ ରେ ଗୋଷ୍ଠୀଯମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି। ଏହି ଅପରାଧ ରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହାଇେଅଛି।
Cross references
ପରମେଶ୍ବରଙ୍କର ପୁତ୍ରଗଣ ଦେଖିଲେ,
ମାେ ପାଇଁ ତୁମ୍ଭମାନେେ ଯାଜକମାନଙ୍କର ଏକ ରାଜ୍ଯ ଏବଂ ପବିତ୍ର ରାଷ୍ଟ୍ର ହବେ।' ମାଶାେ, ଏହି ସମସ୍ତ କଥା ତୁମ୍ଭେ ଇଶ୍ରାୟେଲୀୟମାନଙ୍କୁ କୁହ।
ତୁମ୍ଭମାନେେ ମାରେ ବିଶଷେ ଲୋକ। ତେଣୁ ତୁମ୍ଭେ କୌଣସି ପଶୁମାନଙ୍କ ଦ୍ବାରା ମରିଥିବା ପଶୁକୁ ଖାଇବ ନାହିଁ। କୁକୁରମାନଙ୍କୁ ତା'ର ମାଂସ ଖାଇବାକୁ ଦବେ।
ତୁମ୍ଭମାନେେ ସମାନଙ୍କେର କନ୍ଯାମାନଙ୍କୁ ଗ୍ରହଣ କରିପାର। ତୁମ୍ଭମାନଙ୍କର ପୁତ୍ରମାନଙ୍କ ପାଇଁ, ତାଙ୍କର କନ୍ଯାଗଣ ସମାନଙ୍କେର ଦବଗେଣମାନଙ୍କର ଅନୁଗାମୀ ହାଇେଥିବେ। ସମାନେେ ତୁମ୍ଭମାନଙ୍କୁ ବା ତୁମ୍ଭର ପୁତ୍ରମାନଙ୍କୁ ତାଙ୍କ ଦବେତାମାନଙ୍କର ଅନୁଗାମୀ କରାଇ ପାରନ୍ତି।
ଆଉ ସେ ନିଜ ଲୋକମାନଙ୍କ ମଧିଅରେ ନିଜ ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।
ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ ସହେି ଦେଶ ରେ ଯେତବେେଳେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ପ୍ରବେଶ କରାଇବେ ଓ ତକ୍ସ୍ଟମ୍ଭ ସାକ୍ଷାତରକ୍ସ୍ଟ ନାନା ଗୋଷ୍ଠୀଯ ଲୋକମାନଙ୍କୁ ହିତ୍ତୀଯ ଓ ଗିର୍ଗାଶୀଯ ଓ ଇ ମାରେୀଯ ଓ କିଣାନୀଯ ଓ ପରିଷୀଯ ଓ ହିଦ୍ଦୀଯ ଓ ୟିବକ୍ସ୍ଟଷୀଯ ତକ୍ସ୍ଟମ୍ଭଠାରକ୍ସ୍ଟ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କକ୍ସ୍ଟ ଦୂର କରିବେ।
ତୁମ୍ଭମାନେେ ସମାନଙ୍କେ ବିବାହ ସମ୍ବନ୍ଧ ରଖିବ ନାହିଁ। ତୁମ୍ଭମାନେେ ସମାନଙ୍କେ ପକ୍ସ୍ଟତ୍ରମାନଙ୍କ ସହିତ ଆପଣା କନ୍ଯାମାନଙ୍କୁ ବିବାହ ଦବନୋହିଁ। କିଅବା ଆପଣା ପକ୍ସ୍ଟତ୍ରମାନଙ୍କୁ ସମାନଙ୍କେ କନ୍ଯାମାନଙ୍କ ସହିତ ବିବାହ ଦବେ ନାହିଁ।
କାରଣ ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ପବତ୍ର ଲୋକ ଅଟ। ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ମନୋନୀତ କରିଅଛନ୍ତି।
କାହିଁକି ଜାଣ, କାରଣ ତୁମ୍ଭମାନେେ ଅନ୍ୟ ଲୋକମାନଙ୍କଠାରକ୍ସ୍ଟ ଭିନ୍ନ। ତୁମ୍ଭମାନେେ ସଦାପ୍ରଭୁଙ୍କର ପବିତ୍ର ଲୋକ। ପୃଥିବୀର ସମସ୍ତ ଲୋକମାନଙ୍କ ମଧ୍ଯରକ୍ସ୍ଟ ସେ ତୁମ୍ଭକୁ ପସନ୍ଦ କରିଛନ୍ତି।
ଏହିପରି ଭାବରେ ଗିଲିଯଦକକ୍ସ୍ଟ ଗଲେ। ଏହି ଏଗାରଜଣ ଲୋକ ରକ୍ସ୍ଟବନ୍େ, ଗାଦ ଓ ମନଃଶିର ଅର୍ଦ୍ଧବଂଶଙ୍କ ସହିତ କଥାବାର୍ତ୍ତା କରିବାକୁ ଗଲେ। ଏହି ଏଗାର ଜଣ ଲୋକ ସମାନଙ୍କେୁ କହିଲେ।
ଶ ଲୋମନ ବହୁ ରମଣୀଙ୍କୁ ପ୍ ରମେ କଲେ, ସମାନେେ ଇଶ୍ରାୟେଲ ଦେଶରୁ ନଥିଲେ। ସେ ରାଜା ଫାରୋର କନ୍ଯା ବ୍ଯତୀତ ହିତ୍ତୀଯ, ମାୟୋବୀଯ, ଅେମ୍ମାନୀୟ, ଇଦୋମୀଯ ଓ ସୀଦୋନୀଯ ସ୍ତ୍ରୀମାନଙ୍କୁ ଭଲ ପାଇଲେ।
ଏହାପରେ ଏଲାମର ବଂଶଧରମାନଙ୍କ ମଧ୍ଯରୁ ୟିହୀଯଲରେ ପୁତ୍ର ଶଖନିଯ ଏଜ୍ରାଙ୍କୁ କହିଲା, ଆମ୍ଭେ ଆମ୍ଭର ପରମେଶ୍ବରଙ୍କୁ ବିଶ୍ବାସଘାତ କରୁଛୁ। ଆମ୍ଭେ ଅନ୍ୟ ଦେଶୀଯମାନଙ୍କୁ ବିବାହ କରିଛୁ। କିନ୍ତୁ ଆମ୍ଭେ ଏପରି କଲେ ମଧ୍ଯ ଆମ୍ଭମାନଙ୍କର ଇଶ୍ରାୟେଲଙ୍କ ପ୍ରତି ଭରସା ଅଛି।
ଯାଜକମାନଙ୍କ ବଂଶଗଣ ମଧ୍ଯରୁ ଯେଉଁମାନେ ଅନ୍ୟ ଦେଶୀଯା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସମାନେେ ହେଲ ଯଥା:
ଏସମସ୍ତ, ଲୋକମାନେ ଅଣ ଇଶ୍ରାୟେଲୀୟ ସ୍ତ୍ରୀମାନଙ୍କୁ ବିବାହ କରିଥିଲେ। ଆଉ ସମାନେେ ସମାନଙ୍କେର ବିଦେଶୀନି ସ୍ତ୍ରୀମାନଙ୍କୁ ସମାନଙ୍କେର ସନ୍ତାନମାନଙ୍କ ସହିତ ପଠଇେ ଦେଲେ।
ସେତବେେଳେ ସମାନେେ ଏହି ବ୍ଯବସ୍ଥା ଶୁଣି ଇଶ୍ରାୟେଲ ମଧ୍ଯରୁ ସମଗ୍ର ମିଶ୍ରିତ ଜନତାକୁ ପୃଥକ କଲେ।
ଏଥିପାଇଁ ମୁଁ ଯିହୁଦାର କୁଳୀନ ନାଗରିକମାନଙ୍କ ସଙ୍ଗେ ୟୁକ୍ତି କରି କରି ସମାନଙ୍କେୁ କହିଲି, ତୁମ୍ଭମାନେେ ବିଶ୍ରାମ ଦିନ ଅପବିତ୍ର କରିବା ପାଇଁ ବହୁତ କୁକର୍ମ କରୁଅଛ?
ସହେି ସମୟରେ ଯେଉଁ ୟିହୁଦୀଯମାନେ ଅସଦୋଦ୍, ଅମ୍ମାନେ ଓ ମାୟୋବ ଦେଶୀଯ ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସମାନଙ୍କେୁ ମୁଁ ଦେଖିଲି।
ମହାୟାଜକ ଇଲିଯାଶୀବ୍ର ପୁତ୍ର ଯିହାୟୋଦାରଦାର ପୁତ୍ରମାନଙ୍କ ମଧ୍ଯରୁ ଜଣେ ପୁତ୍ର ହାରୋଣୀଯ ସନ୍ବଲ୍ଲଟର ଜ୍ବାଇଁ ଥିଲା। ମୁଁ ସହେି ଲୋକଙ୍କୁ ମାଠାରୁେ ଗ୍ଭଲିୟିବା ପାଇଁ ବାଧ୍ଯ କରିଥିଲି।
ମାତ୍ର ଏକ ଦଶମାଂଶ ଲୋକ ରହିବାକୁ ଅନୁମତି ପାଇବେ। ଏହି ଦଶମାଂସ ଲୋକ ସଦାପ୍ରଭୁଙ୍କ ନିକଟକୁ ଫରେି ଆସିବେ ଓ ଅନ୍ୟମାନେ ଧ୍ବଂସ ପାଇବେ। ଏମାନେ ଆଲୋନଗଛ ସଦୃଶ ହବେେ। ଆଲୋନ ଗଛ ହଣା ହେଲା ପ ରେ ତା'ର ଗଣ୍ଡି ଯେପରି ସୁଦୃଢ଼ ରହେ, କର୍ତ୍ତିତ ବୃକ୍ଷର ଅବଶିଷ୍ଟାଂଶ ପବିତ୍ର ବୀଜ।
ଯିହୁଦାର ଲୋକମାନେ ଅବିଶ୍ବସ୍ତ ଥିଲେ। ୟିରୁଶାଲମ ଓ ଇଶ୍ରାୟେଲର ଲୋକମାନେ ବହୁତ ଘୃଣିତ କାର୍ୟ୍ଯ କରିଛନ୍ତି। ପରମେଶ୍ବର ତାଙ୍କର ମନ୍ଦିରକୁ ଭଲପାଆନ୍ତି, ମାତ୍ର ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଅପବିତ୍ର କରିଛନ୍ତି। ସମାନେେ ବିଦେଶୀ ଦବେତାର କନ୍ଯାକୁ ବିବାହ କଲେ।
ପରମେଶ୍ବର ଉଭୟ ସ୍ବାମୀ ଓ ସ୍ତ୍ରୀ ସୃଷ୍ଟି କରିଛନ୍ତି, ସମାନଙ୍କେୁ ଶରୀର ଓ ଆତ୍ମା ରେ ଏକ ହବୋ ପାଇଁ ନିର୍ଦ୍ଧିଷ୍ଟ କରିଛନ୍ତି। ପରମେଶ୍ବର ଧର୍ମପରାଯଣ ସନ୍ତାନ ସନ୍ତତି ଗ୍ଭହାଁନ୍ତି। ତେଣୁ ନିଜକୁ ଜଗ ଏବଂ ତୁମ୍ଭ ସ୍ତ୍ରୀ ପ୍ରତି ଅବିଶ୍ବସ୍ତ ହୁଅ ନାହିଁ, ଯାହାକୁ ତୁମ୍ଭେ ୟୁବାବସ୍ଥା ରେ ବିବାହ କରିଛ।
ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ନ କରୁଥବା ପତି, ତା'ର ବିଶ୍ବାସ କରୁଥିବା ପତ୍ନୀ ମାଧ୍ଯମ ରେ ପବିତ୍ର କରାଯାଇଅଛି। ସହେିଭଳି ବିଶ୍ବାସ ନ କରୁଥିବା ପତ୍ନୀ, ତା' ବିଶ୍ବାସ କରୁଥିବା ପତି ମାଧ୍ଯମ ରେ ପବିତ୍ର କରାଯାଇ ଅଛି। ଯଦି ଏହା ସତ୍ଯ ହାଇେ ନଥାନ୍ତା, ତା' ହେଲେ ତୁମ୍ଭମାନଙ୍କ ସନ୍ତାନମାନେ କଦାପି ଶୁଚି ହାଇେ ନ ଥାନ୍ତେ। କିନ୍ତୁ ସମାନେେ ଏବେ ପବିତ୍ର ଅଟନ୍ତି।
ଯେଉଁମାନେ ବିଶ୍ବାସ କରନ୍ତି ନାହିଁ, ତୁମ୍ଭମାନେେ ତାହାଙ୍କ ସହିତ ସମାନ ନୁହଁ। ଅତଏବ ସମାନଙ୍କେ ସହିତ ୟୋଗ ଦିଅ ନାହିଁ। ଭଲ ଓ ମନ୍ଦ ଏକାଠି ରୁହନ୍ତି ନାହିଁ। ଆଲୋକ ଓ ଅନ୍ଧକାର ମଧିଅରେ କି ସହଭାଗିତା ଅଛି ?