ଗାଲାତୀୟଙ୍କ ପ୍ରତି ପତ୍ର 1:17 · ଓଡ଼ିଆ ବାଇବେଲ
ମାେ ଆଗରୁ ପ୍ ରରେିତ ହାଇେ ସାରିଥିବା ୟିରୁଶାଲମର ପ୍ ରରେିତମାନଙ୍କ ପାଖକୁ ମୁଁ ଗଲିନାହିଁ। କିନ୍ତୁ ଅପେକ୍ଷା ନ କରି ମୁଁ ପ୍ରଥମେ ଆରବ ଗଲି ଓ ତା'ପରେ ଦମ୍ମସକେ ନଗରକୁ ଫରେିଗଲି।
Cross references
ରେରିତମାନଙ୍କ କାର୍ଯ୍ୟର ବିବରଣ 9:20
ତା'ପରେ ଶାଉଲ ସିଧା ଯିହୂଦୀ ସମାଜଗୃହମାନଙ୍କ ରେ ପହଞ୍ଚି ସଠାେରେ ଯୀଶୁଙ୍କ ବିଷୟ ରେ ପ୍ରଚ଼ାର କଲେ। ସେ ଲୋକମାନଙ୍କୁ କହିବାକୁ ଲାଗିଲେ, ଯୀଶୁ ପରମେଶ୍ବରଙ୍କର ପୁତ୍ର ଅଟନ୍ତି।
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:32
ସେ ସର୍ବଦା ପ୍ରଶଂସିତ ହବୋ କଥା। ମୁଁ ଯେତବେେଳେ ଦମ୍ମସକଠାେ ରେ ଥିଲି, ଅରିତ଼ସ୍ ରାଜାଙ୍କ ରାଜ୍ଯପାଳ ନଗରର ଚାରି ପଟେ ପ୍ରହରୀମାନଙ୍କୁ ରଖି ମାେତେ ବନ୍ଦୀ କରିବା ପାଇଁ ଚେଷ୍ଟା କରିଥିଲେ।
ଗାଲାତୀୟଙ୍କ ପ୍ରତି ପତ୍ର 1:18
ତିନିବର୍ଷ ପରେ ମୁଁ ୟିରୁଶାଲମକୁ ଗଲି। ମୁଁ ପିତର ଙ୍କୁ ଦଖାେ କରିବାକୁ ଯାଇଥିଲି।