ସମାନେେ କବଳେ ମାେ ବିଷୟ ରେ ଶୁଣିଥିଲେ ଯେ, ପୂର୍ବରୁ ଏହି ଲୋକ ମଣ୍ଡଳୀକୁ ତାଡ଼ନା କରୁଥିଲା, ଏବେ ସେ ଖ୍ରୀଷ୍ଟଙ୍କ ବିଶ୍ବାସମତକୁ ପ୍ରଚାର କରୁଅଛି, ଯାହାକୁ ସେ ପୂର୍ବରୁ ନଷ୍ଟ କରିବା ପାଇଁ ଚେଷ୍ଟା କରିଥିଲା।
Cross references
ଏହିପରି ଭାବରେ ପରମେଶ୍ବରଙ୍କର ବାକ୍ଯ ଚ଼ାରିଆଡ଼େ ବ୍ଯାପିଗଲା। ୟିରୂଶାଲମ ରେ ଶିଷ୍ଯମାନଙ୍କର ସଂଖ୍ଯା ବହୁତ ବଢ଼ିଗଲା। ଏପରିକି ଯିହୂଦୀ ଯାଜକମାନଙ୍କ ମଧ୍ଯରୁ ଅନକେ ବିଶ୍ବାସ କଲେ ଓ ପାଳନ କଲେ।
ହନନିୟ ଉତ୍ତର ଦେଲେ, ପ୍ରଭୁ, ମୁଁ ବହୁତ ଲୋକଙ୍କଠାରୁ ଏହି ଲୋକ ବିଷୟ ରେ ଶୁଣିଛି। ମୁଁ ଶୁଣିଛି ଯେ, ସେ ୟିରୂଶାଲମ ରେ ଆପଣଙ୍କ ପବିତ୍ର ଲୋକମାନଙ୍କ ପ୍ରତି ବହୁତ ଅତ୍ଯାଚାର କରିଛି।
ତା'ପରେ ଶାଉଲ ସିଧା ଯିହୂଦୀ ସମାଜଗୃହମାନଙ୍କ ରେ ପହଞ୍ଚି ସଠାେରେ ଯୀଶୁଙ୍କ ବିଷୟ ରେ ପ୍ରଚ଼ାର କଲେ। ସେ ଲୋକମାନଙ୍କୁ କହିବାକୁ ଲାଗିଲେ, ଯୀଶୁ ପରମେଶ୍ବରଙ୍କର ପୁତ୍ର ଅଟନ୍ତି।
ଶାଉଲ ୟିରୂଶାଲମ ରେ ପହଞ୍ଚି ବିଶ୍ବାସୀ ଶିଷ୍ଯମାନଙ୍କ ସହିତ ଯୋଗଦବୋ ପାଇଁ ଚେ଼ଷ୍ଟା କଲେ, କିନ୍ତୁ ସମାନେେ ସମସ୍ତେ ତାହାଙ୍କୁ ଭୟ କରୁଥିଲେ। ସେ ଯେ ପ୍ରକୃତ ରେ ଯୀଶୁଙ୍କର ଶିଷ୍ଯ ହାଇେଅଛନ୍ତି, ଏହା ଶିଷ୍ଯମାନେ ବିଶ୍ବାସ କଲେ ନାହିଁ।
ଯଥା ସମୟ ପୂର୍ବରୁ ଜନ୍ମ ହାଇେଥିବା ଶିଶୁଟିଏ ଭଳି ଯେ ମୁଁ, ସେ ମାେତେ ସର୍ବ ଶଷେ ରେ ଦଖାେ ଦେଲେ।
ଅତୀତ ରେ ମୁଁ ଯୀଶୁଙ୍କ ବିରୁଦ୍ଧ ରେ କହିଛି, ତାହାଙ୍କୁ ତାଡ଼ନା ଦଇେଛି ଓ ତାହାଙ୍କୁ ଆଘାତ ଦବୋ ଭଳି କାର୍ୟ୍ଯମାନ କରିଛି। କିନ୍ତୁ ମୁଁ କ'ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ବର ମାେତେ ଦୟା କଲେ। ଅବିଶ୍ବାସୀ ଥିଲା ବେଳେ ମୁଁ ସପରେି କରିଥିଲି।