Home Bibles ☰ Books ଗାଲାତୀୟଙ୍କ ପ୍ରତି ପତ୍ର 1:3 · ଓଡ଼ିଆ ବାଇବେଲ
ଗାଲାତୀୟଙ୍କ ପ୍ରତି ପତ୍ର 1:3 · ଓଡ଼ିଆ ବାଇବେଲ

ମୁଁ ପ୍ରାର୍ଥନା କରେ ଯେ, ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ।

Cross references

ରୋମୀୟଙ୍କ ପ୍ରତି ପତ୍ର 1:7

ତୁମ୍ଭମାନେେ ପରମେଶ୍ବରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତ ପ୍ରପ୍ତ ହେଉ। ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତ ତୁମ୍ଭମାନଙ୍କୁ ମିଳୁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:3

ଆମ୍ଭର ପିତା ପରମେଶ୍ବର ଓ ପ୍ରଭୁଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ଉପରେ ବତ୍ତୁର୍। ପାଉଲ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:2

ଆମ୍ଭର ପିତା ପରମେଶ୍ବର ଓ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ମିଳୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 13:14

ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ, ପରମେଶ୍ବରଙ୍କ ପ୍ ରମେ, ଓ ପବିତ୍ରଆତ୍ମାଙ୍କ ସହାୟତା ତୁମ୍ଭ ସମସ୍ତଙ୍କର ସହବର୍ତ୍ତୀ ହେଉ।

ଏଫିସୀୟଙ୍କ ପ୍ରତି ପତ୍ର 1:2

ତୁମ୍ଭମାନଙ୍କୁ ଆମ୍ଭର ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ମିଳୁ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:2

ଆମ୍ଭ ପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

କଲସୀୟଙ୍କ ପ୍ରତି ପତ୍ର 1:2

କଲସୀ ରେ ରହୁଥିବା ଖ୍ରୀଷ୍ଟଙ୍କଠା ରେ ପବିତ୍ର ଓ ବିଶ୍ବସ୍ତ ଭାଇ ଓ ଭଉଣୀମାନଙ୍କୁ ଲେଖୁଛି : ଆମର ପିତା ପରମେଶ୍ବରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ସହିତ ରହୁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 1:1

ପାଉଲ, ସିଲ୍ବାନ ଓ ତୀମଥିଙ୍କଠାରୁ ଥସେଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର। ଏହି ମଣ୍ଡଳୀଟି ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ଅଛି। ତୁମ୍ଭମାନଙ୍କ ପ୍ରତି ପରମେଶ୍ବରଙ୍କ ଅନୁଗ୍ରହ ଓ ଶାନ୍ତି ହେଉ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:2

ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କଠା ରେ ରହିଥାଉ।

ଯୋହନଙ୍କ ଦିତୀୟ ପତ୍ 1:3

ପରମପିତା ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଦୟା, ଅନୁଗ୍ରହ ଓ ଶାନ୍ତି ଆମ୍ଭ ସହିତ ରହିବ। ଆମ୍ଭେ ସତ୍ଯ ଓ ପ୍ ରମେ ଦ୍ବାରା ତାହାଙ୍କଠାରୁ ଏହି ଆଶୀର୍ବାଦ ଲାଭ କରୁ।

Interlinear

Choose Theme