ଅତଏବ ପିତର ଜଲଣ କପଟାଚାରୀ ଭାବଲର ଛଳନା ପୂର୍ବକ ଆଚରଣ କଲଲ। ପିତରଙ୍କ ସହିତ ଅନ୍ୟ ଯିହୂଦୀ ବିଶ୍ବାସୀମାଲନ ମଧ୍ଯ ୟୋଗସଦଲଲ।ସସଠାଲରସସମାଲନ ମଧ୍ଯ କପଟାଚାରୀ ଭାବଲର ଛଳନା ପୂର୍ବକ ଆଚରଣ କଲଲ।ସସଠାଲରସସମାଲନ ୟହା କଲଲ, ତଦ୍ଦ୍ବାରା ବର୍ଣ୍ଣବବା ମଧ୍ଯ ପ୍ରଭାବିତସହାଇଗଲଲ।
Cross references
ସେ ଯେତବେେଳେ ମିଶର ଦେଶର ନିକଟବର୍ତ୍ତୀ ହେଲେ ଅବ୍ରାମ ନିଜର ସ୍ତ୍ରୀ ସାରୀଙ୍କୁ କହିଲେ, ମୁଁ ଜାଣେ ତୁମ୍ଭେ ଦେଖିବାକୁ ବହୁତ ସୁନ୍ଦର।
ତହିଁରେ ଇସ୍ହାକ ଗରାରଠା ରେ ବାସକଲେ।
ଇସ୍ହାକ କହିଲେ, ତୁମ୍ଭେ କ'ଣ ମାରେ ପୁତ୍ର ଏଷୌ?
ମୁ କାହାର ସବୋ କରିବି, ଅତୀତ ରେ ମୁ ତୁମ୍ଭର ପିତାଙ୍କର ସବୋ କରିଛି। ତେଣୁ ମୁ ବର୍ତ୍ତମାନ ତୁମ୍ଭର ସବୋ କରିବି।
ଆୟୁବ ତୁମ୍ଭେ କାହିଁକି ବୁଝିବାକୁ ଚେଷ୍ଟା କରୁ ନାହଁ ? ତୁମ୍ଭେ କାହିଁକି ସତ୍ଯକୁ ସ୍ବୀକାର କରୁ ନାହଁ ?
ୟିଏ ପାପ ନ କରି କବଳେ ସତ୍କର୍ମ କରିଛି, ଏପରି ଜଣେ ଧାର୍ମିକ ପୃଥିବୀ ରେ ନିଶ୍ଚଯ ନାହିଁ।
କିଛି ମଲାମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରିପକାଏ। ଠିକ୍ ସପରେି ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରି।
ଯୋଷଫେ ନାମ ରେ ଜଣେ ବିଶ୍ବାସୀ ଥିଲେ। ପ୍ ରରେିତମାନେ ତାହାଙ୍କୁ ବର୍ଣ୍ଣବ୍ବା ନାମ ରେ ଡ଼ାକୁ ଥିଲେ। ଏହି ନାମର ଅର୍ଥ, ସାହାୟ୍ଯକାରୀ ସେ କୁପ୍ରୀୟ ଜାତିର ଜଣେ ଲବେୀୟ ଥିଲେ।
ତୁମ୍ଭମାନଙ୍କ ଗର୍ବ ଓ ଅହଂଙ୍କାର ଭଲ ନୁହେଁ। ତୁମ୍ଭମାନେେ ଏହି ଉକ୍ତି ବିଷୟ ରେ ଜାଣିଛ ଯେ, ଅଳ୍ପ ଟିକିଏ ଖମୀର ସମସ୍ତ ଗୋଳାମଇଦାକୁ ଫୁଲାଇ ଦିଏ।
କିନ୍ତୁ ନିଜର ସ୍ବାଧୀନତା ବିଷୟ ରେ ସାବଧାନ ରୁହ। ତୁମ୍ଭମାନଙ୍କର ଏହି ସ୍ବାଧୀନତା, ଦୁର୍ବଳ ବିଶ୍ବାସୀମାନଙ୍କୁ ପାପରେ ନ ପକାଉ।
ତୁମ୍ଭମାନେେ ମନେପକାଅ ଯେ ବିଶ୍ବାସୀ ହବୋ ପୂର୍ବରୁ ତୁମ୍ଭମାନେେ କିପରି ବିପଥଗାମୀ ହାଇେ ମୂର୍ତ୍ତିପୂଜା କରିବାକୁ ଯାଉଥିଲା।
ମୂର୍ଖଙ୍କ ଭଳି ଆଚରଣ କର ନାହିଁ। ମନ୍ଦ ସଙ୍ଗୀମାନେ ଭଲ ଅଭ୍ଯାସଗୁଡ଼ିକୁ ନଷ୍ଟ କରି ଦବେେ।
ମୁଁ ଚଉଦ ବର୍ଷ ପଲର ପୁଣି ଥଲର ୟିରୁଶାଲମକୁ ଗଲି। ବର୍ଣ୍ଣବବା ଓ ତିତସଙ୍କୁ ମଧ୍ଯ ସାଙ୍ଗସରସନଇ ଥିଲି।
ତା ହେଲେ ଆମ୍ଭେ ଆଉ ଶିଶୁ ହାଇେ ରହିବା ନାହିଁ। ସମୁଦ୍ର ରେ ଜାହାଜ ଲହରୀ ହତେୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରେତ୍ୟକକ ପ୍ରକାରର ନୂତନ ଉପଦେଶ ଦ୍ବାରା ଆମ୍ଭେ ଏଣତେଣେେ ଆଉ ଭାସି ୟିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନା ରେ ଛନ୍ଦନ୍ତି,
ନାନା ପ୍ରକାରର ଅଜଣା ଶିକ୍ଷା ଦ୍ବାରା ଭୁଲ ବାଟରେ ପରିଚାଳିତ ହୁଅ ନାହିଁ। ତୁମ୍ଭମାନଙ୍କର ହୃଦୟ ଖାଦ୍ୟର ନିୟମ ଗୁଡ଼ିକ ଦ୍ବାରା ନୁହେଁ, ବରଂ ପରମେଶ୍ବରଙ୍କ ଅନୁଗଅହ ଦ୍ବାରା ଶକ୍ତିଶାଳୀ ହବୋ ଉଚିତ୍। ଏହିଭଳି ନିୟମଗୁଡ଼ିକ ମାନିବା ଦ୍ବାରା କିଛି ସାହାୟ୍ଯ ମିଳେ ନାହିଁ।