Home Bibles ଗାଲାତୀୟଙ୍କ ପ୍ରତି ପତ୍ର 2:20 · ଓଡ଼ିଆ ବାଇବେଲ
ଗାଲାତୀୟଙ୍କ ପ୍ରତି ପତ୍ର 2:20 · ଓଡ଼ିଆ ବାଇବେଲ

ଅତଏବ ଏଲବ ମୁଁ ନିଲଜ ଜୀବିତ ନାହିଁ, ମାତ୍ରସମା ମଧିଅଲର ଯୀଶୁଖ୍ରୀଷ୍ଟ ଜୀବିତ ଅଛନ୍ତି।ସମାର ଶରୀର ମଧିଅଲର ମୁଁ ଏ ପର୍ୟ୍ଯନ୍ତ ଜୀବିତ ଅଛି ଓ ପରଲମଶ୍ବରଙ୍କ ପୁତ୍ରଙ୍କଠାସରସମାର ବିଶ୍ବାସ ପାଇଁ ମୁଁ ଜୀବିତ ଅଛି।ସସସମାଲତ ଭଲ ପାଇଲଲ।ସସସମା ଉଦ୍ଧାର ପାଇଁ ନିଜକୁ ସମର୍ପିତ କରିସଦଇଛନ୍ତି।

Cross references

ମାଥିଉଲିଖିତ ସୁସମାଚାର 4:3

ଶୟତାନ ପରୀକ୍ଷା କରିବା ନିମନ୍ତେ ଆସି ତାହାଙ୍କୁ କହିଲା, ତୁମ୍ଭେ ଯଦି ପରମେଶ୍ବରଙ୍କ ପୁତ୍ର, ତବେେ ଏହି ପଥରଗୁଡିକୁ ରୋଟୀ ହାଇେ ୟିବାପାଇଁ କୁହ।

ମାଥିଉଲିଖିତ ସୁସମାଚାର 20:28

ମନୁଷ୍ଯପୁତ୍ରଙ୍କ କ୍ଷେତ୍ର ରେ ତାହା ଏକାଭଳି। ମନୁଷ୍ଯପୁତ୍ର ଅନ୍ୟମାନଙ୍କଠାରୁ ସବୋ ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସବୋ କରିବା ପାଇଁ ଆସି ଅଛନ୍ତି। ମନୁଷ୍ଯପୁତ୍ର ଅନକେ ଲୋକଙ୍କ ମୁକ୍ତିର ମୂଲ୍ଯଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।

ଯୋହନଲିଖିତ ସୁସମାଚାର 1:49

ତା'ପରେ ନିଥନିଯଲେ ଯୀଶୁଙ୍କୁ କହିଲେ, ହେ ଗୁରୁ, ଆପଣ ପରମେଶ୍ବରଙ୍କ ପୁତ୍ର। ଆପଣ ଇଶ୍ରାୟେଲର ରାଜା।

ଯୋହନଲିଖିତ ସୁସମାଚାର 3:16

ହଁ, ପରମେଶ୍ବର ଏ ପୃଥିବୀକୁ ଏତେ ପ୍ ରମେ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ପରମେଶ୍ବର ତାହାଙ୍କ ପୁତ୍ରଙ୍କୁ ଦାନ କଲେ ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ବ୍ଯକ୍ତି, ବିନାଶ ହବେେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ।

ଯୋହନଲିଖିତ ସୁସମାଚାର 3:35

ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି।

ଯୋହନଲିଖିତ ସୁସମାଚାର 6:57

ପରମପିତା ମାେତେ ପଠାଇଛନ୍ତି। ପରମପିତା ଜୀବନ୍ତ ଓ ତାହାଙ୍କ ହତେୁ ମୁଁ ଜୀବିତ। ତେଣୁ ଯେଉଁ ଲୋକ ମାେତେ ଭୋଜନ କରେ ସେ ମାେ ହତେୁ ଜୀବିତ ରହିବ।

ଯୋହନଲିଖିତ ସୁସମାଚାର 6:69

ଆମ୍ଭେ ତୁମ୍ଭଠା ରେ ବିଶ୍ବାସ କରୁ। ଆମ୍ଭେ ଜାଣୁ ଯେ ତୁମ୍ଭେ ପରମେଶ୍ବରଙ୍କ ନିକଟରୁ ଆସିଥିବା ପବିତ୍ର ବ୍ଯକ୍ତି।

ଯୋହନଲିଖିତ ସୁସମାଚାର 9:35

ଯୀଶୁ ଶୁଣିଲେ ଯେ, ଯିହୂଦୀନେତାମାନେ ସେ ଲୋକକୁ ଜବରଦସ୍ତ ତଡି ଦଇେଛନ୍ତି। ଯୀଶୁ ସେ ଲୋକକୁ ଖାଜେି ପାଇଲେ। ଏବଂ ସେ ତାହାକୁ ପଚାରିଲେ, ତୁମ୍ଭେ କ'ଣ ମନୁଷ୍ଯପୁତ୍ରଙ୍କୁ ବିଶ୍ବାସ କର?

ଯୋହନଲିଖିତ ସୁସମାଚାର 10:11

ମୁଁ ଉତ୍ତମ ମଷେପାଳକ। ଉତ୍ତମ ମଷେପାଳକ ମଷେମାନଙ୍କ ପାଇଁ ତା'ର ଜୀବନ ଦିଏ।

ଯୋହନଲିଖିତ ସୁସମାଚାର 14:19

ଜଗତର ବାସିନ୍ଦାମାନେ ଖୁବ୍ ଅଳ୍ପ ସମୟ ପରେ ମାେତେ ଆଉ ଦେଖି ପାରିବେ ନାହିଁ। କିନ୍ତୁ ତୁମ୍ଭେ ମାେତେ ଦେଖି ପାରିବ। ତୁମ୍ଭମାନେେ ଜୀବିତ ରହିବ, କାରଣ ମୁଁ ଜୀବିତ।

ଯୋହନଲିଖିତ ସୁସମାଚାର 15:13

ନିଜ ବନ୍ଧୁମାନଙ୍କ ପାଇଁ ପ୍ରାଣଦାନ ଦଇେ ଜଣେ ବ୍ଯକ୍ତି ସର୍ବୋତ୍କୃଷ୍ଟ ପ୍ ରମେ ଦଖାଇେ ପାରିବ।

ଯୋହନଲିଖିତ ସୁସମାଚାର 17:21

ହେ ପରମପିତା, ମୁଁ ତୁମ୍ଭଠା ରେ ପ୍ରାର୍ଥନା କରେ ଯେପରି ମାେ ଉପରେ ବିଶ୍ବାସ ରଖୁଥିବା ଲୋକମାନେ ଏକ ହାଇପୋରିବେ। ତୁମ୍ଭେ ମାଠାେ ରେ ରହିଛ ଓ ମୁଁ ତୁମ୍ଭଠା ରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠା ରେ ଯେପରି ଏକ ହାଇେ ପାରିବେ। ତଦ୍ଦ୍ବାରା ଜଗତ ବିଶ୍ବାସ କରିବ, ଯେ ତୁମ୍ଭେ ମାେତେ ପଠାଇଅଛ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:36

ସମାନେେ ଏହିପରି ଯାଉ ଯାଉ ଜଳଥିବା ଗୋଟିଏ ଜାଗା ରେ ପହନ୍ଚିଲେ, ଓ ନଫୁସକ ଜଣକ କହିଲେ, ଦେଖ, ଏଠା ରେ ତ ଜଳ ଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:20

ତା'ପରେ ଶାଉଲ ସିଧା ଯିହୂଦୀ ସମାଜଗୃହମାନଙ୍କ ରେ ପହଞ୍ଚି ସଠାେରେ ଯୀଶୁଙ୍କ ବିଷୟ ରେ ପ୍ରଚ଼ାର କଲେ। ସେ ଲୋକମାନଙ୍କୁ କହିବାକୁ ଲାଗିଲେ, ଯୀଶୁ ପରମେଶ୍ବରଙ୍କର ପୁତ୍ର ଅଟନ୍ତି।

ରୋମୀୟଙ୍କ ପ୍ରତି ପତ୍ର 1:17

ପରମେଶ୍ବର ଲୋକମାନଙ୍କୁ କିପରି ତାଙ୍କ ପାଇଁ ଧାର୍ମିକ କରନ୍ତି ତାହା ସୁସମାଗ୍ଭର ଦର୍ଶାଇ ଥାଏ। ବିଶ୍ବାସ ଦ୍ବାରା ପରମେଶ୍ବରଙ୍କ ପାଇଁ ଧାର୍ମିକତା ଆରମ୍ଭ ହୁଏ ଓ ବିଶ୍ବାସ ରେ ଶଷେ ହୁଏ। ଯେପରି ଧର୍ମଶାସ୍ତ୍ର ରେ କୁହା ଯାଇଛି, ବିଶ୍ବାସ ଦ୍ବାରା ଧାର୍ମିକ ଅନନ୍ତକାଳ ଜୀବିତ ରହେ।

ରୋମୀୟଙ୍କ ପ୍ରତି ପତ୍ର 5:2

ଏବେ ଆମ୍ଭେ ଏହି ଅନୁଗ୍ରହ ରେ ରହିଛୁ ଓ ଆମ୍ଭେ ପରମେଶ୍ବରଙ୍କ ଏହି ମହିମା ରେ ଭାଗୀଦର ହାଇେଥିବା ଆଶା ରେ ଆନନ୍ଦିତ।

ରୋମୀୟଙ୍କ ପ୍ରତି ପତ୍ର 6:4

ଅତଏବ ଆମ୍ଭେ ଯେତବେେଳେ ବାପ୍ତିଜିତ ହେଲୁ, ଆମ୍ଭେ ଯୀଶୁଖ୍ରୀଷ୍ଟଙ୍କ ଭିତ ରେ ସମାଧି ପ୍ରପ୍ତ ହାଇଗେଲୁ ଓ ତାହାଙ୍କ ମୃତ୍ଯୁର ଭାଗୀଦାର ହେଲୁ। ଖ୍ରୀଷ୍ଟଙ୍କ ସହିତ କବରସ୍ଥ ହବୋ ଦ୍ବାରା ଆମ୍ଭେ ପୁନରୁତ୍ଥିତ ହାଇେ ନୂତନ ଜୀବନ ଯାପନ କରିବା। ପରମପିତାଙ୍କର ଆଶ୍ଚର୍ୟ୍ଯ ଶକ୍ତି ଦ୍ବାରା ଯେପରି ଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହେଲେ, ସହେିଭଳି ଏହା ଘଟିଲା।

ରୋମୀୟଙ୍କ ପ୍ରତି ପତ୍ର 6:8

ଆମ୍ଭେ ୟିଦ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁବରଣ କରିଛୁ, ତା' ହେଲେ ଜାଣୁ ଯେ ଆମ୍ଭେ ମଧ୍ଯ ତାହାଙ୍କ ସହିତ ଜୀବିତ ରହିବା।

ରୋମୀୟଙ୍କ ପ୍ରତି ପତ୍ର 6:13

ପାପର ସବୋ କରିବା ପାଇଁ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼କକୁ ଅନୁମତି ଦିଅ ନାହିଁ। ମନ୍ଦ କାମ କରିବା ପାଇଁ ଶରୀରକୁ ବ୍ଯବହାର କର ନାହିଁ। ତା' ପରିବର୍ତେ ନିଜକୁ ପରମେଶ୍ବରଙ୍କଠା ରେ ସମର୍ପଣ କର। ଯେଉଁମାନେ ମରି ଥିଲେ ଓ ଏବେ ଜୀବିତ ଅଛନ୍ତି ସେ ଲୋକଙ୍କ ଭଳି ହୁଅ। ନିଜ ଶରୀରର ଅଙ୍ଗହୁଡ଼ିକୁ ଭଲ କାମ କରିବା ପାଇଁ ପରମେଶ୍ବରଙ୍କଠା ରେ ସମର୍ପଣ କର।

ରୋମୀୟଙ୍କ ପ୍ରତି ପତ୍ର 8:2

ମୁଁ ଦୋଷୀ ବଲେି ବିଚାରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଆତ୍ମାର ବ୍ଯବସ୍ଥା ଜୀବନ ଦିଏ ଓ ତାହା ମାେତେ ମୁକ୍ତ କରିଛି। ପାପ ଓ ମୃତ୍ଯୁ ଆଣୁଥିବା ବ୍ଯବସ୍ଥାରୁ ଏହା ମାେତେ ମୁକ୍ତ କରିଛି।

ରୋମୀୟଙ୍କ ପ୍ରତି ପତ୍ର 8:37

କିନ୍ତୁ ଏସବୁ ରେ ଆମ୍ଭ ପ୍ରତି ପ୍ ରମେ ପ୍ରଦର୍ଶିତ କରିଥିବା ପରମେଶ୍ବରଙ୍କ ଦ୍ବାରା ଆମ୍ଭେ ପୂର୍ଣ ବିଜଯୀ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:24

ପରମେଶ୍ବର ଏଥିର ସାକ୍ଷୀ। ମାେ କହିବା ଉଦ୍ଦେଶ୍ଯ ନୁହେଁ ଯେ, ଆମ୍ଭେ ତୁମ୍ଭମାନଙ୍କ ବିଶ୍ବାସକୁ ନିୟନ୍ତ୍ରିତ କରିବାକୁ ଇଚ୍ଛା କରୁ। ତୁମ୍ଭମାନେେ ବିଶ୍ବାସ ରେ ଦୃଢ଼ କିନ୍ତୁ ଆମ୍ଭମାନେେ ତୁମ୍ଭର ଆନନ୍ଦ ପାଇଁ ତୁମ୍ଭମାନଙ୍କର ସହକର୍ମୀ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:10

ଯୀଶୁ ଖ୍ରୀଷ୍ଟଙ୍କ ପରି ଆମ୍ଭ ଶରୀର ସର୍ବଦା ମୃତ୍ଯୁର ସମ୍ମୁଖୀନ ଯେପରିକି ତାହାଙ୍କର ଜୀବନ ମଧ୍ଯ ଆମ୍ଭ ଭିତ ରେ ପ୍ରକାଶିତ ହବେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:7

ଆମ୍ଭେ ଯାହା ଦେଖୁ, ତା' ସାହାୟ୍ଯ ରେ ନୁହେଁ, ମାତ୍ର ବିଶ୍ବାସ ଦ୍ବାରା ପରିଚାଳିତ ହେଉ, ସେଥିପାଇଁ ମୁଁ କୁ ହେ ଯେ, ଆମ୍ଭମାନଙ୍କର ଆଶା ଅଛି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:15

ଖ୍ରୀଷ୍ଟ ସମସ୍ତଙ୍କ ପାଇଁ ମରିବାର ଉଦ୍ଦେଶ୍ଯ ହେଉଛି ଯେ ଯେଉଁ ଲୋକମାନେ ଜୀବିତ, ଏହା ପରେ ସମାନେେ ନିଜ ପାଇଁ ଜୀବିତ ନ ରୁହନ୍ତି, ବରଂ ୟିଏ ମରି ଯାଇଥିଲେ ଓ ପୁନର୍ବାର ସମାନଙ୍କେ ପାଇଁ ଉଥିତ ହେଲେ, ସହେି ଖ୍ରୀଷ୍ଟଙ୍କ ପାଇଁ ଜୀବିତ ରୁହନ୍ତୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10:3

ଆମ୍ଭେ ମଧ୍ଯ ଜଗତ ରେ ରହୁଛୁ। କିନ୍ତୁ ଆମ୍ଭ ଜାଗତିକ ଲୋକଙ୍କ ଭଳି ସଂଗ୍ରାମ କରୁ ନାହୁଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 13:3

ମାେ ଦ୍ବାରା ଖ୍ରୀଷ୍ଟ କହୁଛନ୍ତି କି ନାହିଁ, ଏଥିର ତୁମ୍ଭମାନେେ ପ୍ରମାଣ ଚାହୁଁଛ। ମାରେ ପ୍ରମାଣ ଏହି ଯେ, ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଦଣ୍ଡ ପ୍ରଦାନ କରିବା ରେ ଦୁର୍ବଳ ନୁହଁନ୍ତି। କିନ୍ତୁ ସେ ତୁମ୍ଭମାନଙ୍କ ମଧିଅରେ ଶକ୍ତିଶାଳୀ ଅଟନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 13:5

ତୁମ୍ଭମାନେେ ବିଶ୍ବାସ ରେ ଜୀବନ କାଟୁଛ କି ନାହିଁ ? ନିଜ ନିଜକୁ ପରୀକ୍ଷା କରି ଦେଖ। ତୁମ୍ଭମାନେେ ଜାର ଯେ ଯୀଶୁଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତ ରେ ଅଛନ୍ତି। କିନ୍ତୁ ଯଦି ତୁମ୍ଭମାନେେ ପରୀକ୍ଷା ରେ ବିଫଳ ହୁଅ, ତାହା ହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତ ରେ ରହୁ ନାହାଁନ୍ତି ତାହା ଜାଣ।

ଗାଲାତୀୟଙ୍କ ପ୍ରତି ପତ୍ର 1:4

ପରମପିତା ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଯୀଶୁଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ।

ଗାଲାତୀୟଙ୍କ ପ୍ରତି ପତ୍ର 2:16

ଆମ୍ଲଭ ଜାଣୁସଯ ନିୟମପାଳନ ଦ୍ବାରାସକହି ପରଲମଶ୍ବରଙ୍କ ନିକଟଲର ଧାର୍ମିକ ହୁଏ ନାହିଁ। ମାତ୍ର ଯୀଶୁଖ୍ରୀଷ୍ଟଙ୍କଠାସର ବିଶ୍ବାସ କରିବା ଦ୍ବାରା ଜଲଣ ପରଲମଶ୍ବରଙ୍କ ନିକଟଲର ଧାର୍ମିକ ହୁଏ।ସସଥିପାଇଁ ଆମ୍ଲଭ ପରଲମଶ୍ବରଙ୍କ ନିକଟଲର ଧାର୍ମିକସହବା ପାଇଁ ଯୀଶୁଖ୍ରୀଷ୍ଟଙ୍କଠାସର ବିଶ୍ବାସ କରିଅଛୁ। ଆମ୍ଲଭ ନିୟମ ପାଳନ ପାଇଁ ନୁଲହଁ ବରଂ ଯୀଶୁଖ୍ରୀଷ୍ଟଙ୍କଠାସର ବିଶ୍ବାସ ରଖିଥିବାରୁ ପରଲମଶ୍ବରଙ୍କ ପ୍ରତି ଧାର୍ମିକସହାଇଛୁ। କଲବଳ ବ୍ଯବସ୍ଥା ପାଳନ ଦ୍ବାରାସକୗଣସିସଲାକ ଧାର୍ମିକସହାଇପାସର ନାହିଁ।

ଗାଲାତୀୟଙ୍କ ପ୍ରତି ପତ୍ର 3:11

ଏଥିରୁ ସ୍ପଷ୍ଟ ଯେ, କୌଣସି ଲୋକ ବ୍ଯବସ୍ଥା ପାଳନ ଦ୍ବାରା ପରମେଶ୍ବରଙ୍କଠା ରେ ଧାର୍ମିକ ବୋଲି ପ୍ରମାଣିତ ହୁଏ ନାହିଁ। କାରଣ ଶାସ୍ତ୍ର କ ହେ : ବିଶ୍ବାସକୁ ଆଧାର କରି ଧାର୍ମିକ ବ୍ଯକ୍ତି ସଦାକାଳ ପାଇଁ ଜୀବିତ ରହିବ।274

ଗାଲାତୀୟଙ୍କ ପ୍ରତି ପତ୍ର 5:24

ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସମାନେେ ନିଜର ମନର ଆବଗେ ଓ ପାପମୟ ସ୍ବଭାବକୁ କ୍ରୁଶ ରେ ବିଦ୍ଧ କରିଛନ୍ତି। ସମାନେେ ନିଜର ସ୍ବାର୍ଥପର ମନୋଭାବ ଓ ମନ୍ଦକାର୍ୟ୍ଯ ସବୁକୁ ତ୍ଯାଗ କରିଛନ୍ତି।

ଗାଲାତୀୟଙ୍କ ପ୍ରତି ପତ୍ର 6:14

ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ କ୍ରୁଶ ହିଁ ମାରେ ଗର୍ବର ଏକମାତ୍ର କାରଣ। ମୁଁ ଆଶାକରେ ଯେ, ମୁଁ ତାହାଠାରୁ ଆଉ କେଉଁଠା ରେ ଗର୍ବ କରିବି ନାହିଁ। କ୍ରୁଶ ଉପରେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମୃତ୍ଯୁ ଦ୍ବାରା ମାେ ପାଇଁ ଏହି ଜଗତ ମୃତ ଓ ମୁଁ ମଧ୍ଯ ଜଗତ ପାଇଁ ମୃତ।

ଏଫିସୀୟଙ୍କ ପ୍ରତି ପତ୍ର 2:4

କିନ୍ତୁ ପରମେଶ୍ବର ଆମ୍ଭକୁ ଅତିଶୟ ପ୍ ରମେ କଲେ କାରଣ ତାହାଙ୍କ ଦୟା ଅତି ମହାନ୍।

ଏଫିସୀୟଙ୍କ ପ୍ରତି ପତ୍ର 3:17

ତୁମ୍ଭ ବିଶ୍ବାସ ହତେୁ ତୁମ୍ଭ ହୃଦୟ ରେ ଖ୍ରୀଷ୍ଟ ବାସ କରନ୍ତି। ତୁମ୍ଭ ଜୀବନ ପ୍ ରମେ ରେ ଶକ୍ତିଶାଳୀ ହେଉ ଏବଂ ପ୍ ରମେ ରେ ଗଢ଼ି ଉଠୁ।

ଏଫିସୀୟଙ୍କ ପ୍ରତି ପତ୍ର 5:2

ପ୍ ରମେପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ ରମେ କରିଛନ୍ତି, ତୁମ୍ଭମାନେେ ମଧ୍ଯ ସହେିଭଳି ଅନ୍ୟମାନଙ୍କୁ ପ୍ ରମେ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ନିକଟରେ ମଧୁର-ସୁଗନ୍ଧି-ୟୁକ୍ତ ଭଟେି ଓ ପରମେଶ୍ବରଙ୍କ ବଳି ସ୍ବରୂପ ଅଟନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 5:25

ହେ ପତିଗଣ ! ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ ରମେ କରି ତା' ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଅଛନ୍ତି, ତୁମ୍ଭମାନେେ ମଧ୍ଯ ସହେିପରି ନିଜ ନିଜର ପତ୍ନୀମାନଙ୍କୁ ପ୍ ରମେ କର।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:13

ଖ୍ରୀଷ୍ଟଙ୍କଠାରୁ ମାେତେ ଶକ୍ତି, ପ୍ରଦତ୍ତ ହାଇେଥିବାରୁ, ତାଙ୍କ ମାଧ୍ଯମ ରେ ମୁଁ ସବୁକିଛି କରିବାକୁ ସକ୍ଷମ।

କଲସୀୟଙ୍କ ପ୍ରତି ପତ୍ର 1:27

ଏହି ମହାନ୍ ସତ୍ଯଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ବର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ଯକୁ ନିଜ ଲୋକଙ୍କୁ ଜଣାଇ ଦବୋ ପାଇଁ ସ୍ଥିର କଲେ। ଏହି ସତ୍ଯ ସ୍ବଯଂ ତୁମ୍ଭମାନଙ୍କ ଭିତ ରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ବରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା।

କଲସୀୟଙ୍କ ପ୍ରତି ପତ୍ର 2:11

ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଏକ ଭିନ୍ନ ପ୍ରକାରର ସୁନ୍ନତ ହାଇେଛ। ଏହି ସୁନ୍ନତ କୌଣସି ମଣିଷର ହାତ କରି ନାହିଁ। ଅର୍ଥାତ୍ ତୁମ୍ଭମାନଙ୍କୁ ତୁମ୍ଭର ପାପପୂର୍ଣ୍ଣ ଶକ୍ତିରୁ ମୁକ୍ତ କରାଯାଇଛି। ଖ୍ରୀଷ୍ଟ ଏହିଭଳି ସୁନ୍ନତ କରନ୍ତି।

Interlinear

Choose Theme