Home Bibles ☰ Books ଗାଲାତୀୟଙ୍କ ପ୍ରତି ପତ୍ର 3:14 · ଓଡ଼ିଆ ବାଇବେଲ
ଗାଲାତୀୟଙ୍କ ପ୍ରତି ପତ୍ର 3:14 · ଓଡ଼ିଆ ବାଇବେଲ

ଖ୍ରୀଷ୍ଟ ଆମ୍ଭକୁ ମୁକ୍ତ କରିବାର ଉଦ୍ଦେଶ୍ଯ ଥିଲା, ଯେପରି ଯେଉଁ ଆଶୀର୍ବାଦସବୁ ଅବ୍ରହାମଙ୍କୁ ପ୍ରତିଜ୍ଞା କରାଯାଇଥିଲା, ତାହା ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ଅଣଯିହୂଦୀମାନଙ୍କୁ ପ୍ରଦାନ କରାଯାଇପାରିବ ଏବଂ ଯେପରି ବିଶ୍ବାସ ଦ୍ବାରା ଆମ୍ଭେ ସମସ୍ତେ ସହେି ପ୍ରତିଜ୍ଞା ଦିଆଯାଇଥିବା ଆତ୍ମା ପାଇପାରିବା।

Cross references

ଆଦି ପୁସ୍ତକ 12:2

ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଂକତେ ହବେ।

ଆଦି ପୁସ୍ତକ 22:18

ପୃଥିବୀର ସମସ୍ତ ଜାତି ତୁମ୍ଭର ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରାପ୍ତ ହବେେ। ଆମ୍ଭେ ଏପରି କରିବୁ କାରଣ ତୁମ୍ଭେ ମାରେ ବାକ୍ଯ ମାନିଅଛ।

ଯିଶାଇୟ 32:15

ଆତ୍ମା ଉର୍ଦ୍ଧ୍ବରୁ ଆସିବା ପର୍ୟ୍ଯନ୍ତ ଏହିସବୁ ଚାଲୁ ରହିବ। ବର୍ତ୍ତମାନ ଏହା ଧାର୍ମିକମାନଙ୍କ ଇଚ୍ଛା ପାଇଁ ମରୁଭୂମି ହାଇେଛି, ତା'ପ ରେ ମରୁଭୂମି ଠିକ୍ ବିଚାର ରେ ପାଇବେ ଏବଂ ଫଳ ବଗିଚା ଜଙ୍ଗଲ ରେ ପରିଣତ ହବେ।

ଯିଶାଇୟ 41:8

ହେ ମାରେ ଦାସ ଇଶ୍ରାୟେଲ, ମାରେ ମନୋନୀତ ଯାକୁବ ଓ ମାରେ ବନ୍ଧୁ ଅବ୍ରହାମର ପରିବାରବର୍ଗ।

ଯିଶାଇୟ 44:3

'ଆମ୍ଲଭ ତୃଷିତ ଭୂମି ଉପସର ଜଳ ଓ ଶୁଷ୍କ ଭୂମି ଉପସର ଜଳଲଷାର୍ତ ଢ଼ାଳିବା। ଆମ୍ଲଭ ତୁମ୍ଭ ବଂଶ ଉପସର ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପସର ଆପଣା ଆଶୀର୍ବାଦ ବର୍ଷାଇବା।

ଯିଶାଇୟ 49:6

ପୁଣି ସଦାପ୍ରଭୁ କହିଲେ, ତୁମ୍ଭେ ଯାକୁବର ପରିବାରବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇଶ୍ରାୟେଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସବେକ ହବେ ; ଏହା ଅତି କ୍ଷୁଦ୍ର ବିଷଯ ; ତୁମ୍ଭେ ଯେପରି ପୃଥିବୀର ଶଷେ ସୀମା ପର୍ୟ୍ଯନ୍ତ ଆମ୍ଭ କୃତ ପରିତ୍ରାଣ ସ୍ବରୂପ ହବେ, ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀଯମାନଙ୍କର ଦୀପ୍ତିସ୍ବରୂପ କରିବା।

ଯିଶାଇୟ 51:2

ତୁମ୍ଭମାନଙ୍କ ପିତା ଅବ୍ରହାମ ଓ ଜନ୍ମଦାତ୍ରୀ ସାରା ପ୍ରତି ଦୃଷ୍ଟି ଦିଅ। ସେ ଯେତବେେଳେ ଏକାକୀ ଥିଲା ଆମ୍ଭେ ତାହାକୁ ଆହ୍ବାନ କଲୁ। ଆମ୍ଭେ ଆଶୀର୍ବାଦ କରି ତାକୁ ବହୁ ବଂଶ କଲୁ।

ଯିଶାଇୟ 52:10

ସଦାପ୍ରଭୁ ସର୍ବଦେଶୀଯଙ୍କ ସମ୍ମୁଖ ରେ ତାଙ୍କର ପବିତ୍ର ବାହୁ ଅନାବୃତ କରିଛନ୍ତି ଓ ପୃଥିବୀର ପ୍ରେତ୍ୟକକ ତାଙ୍କର ପରିତ୍ରାଣ ଦେଖିବେ।

ଯିଶାଇୟ 59:19

ତେଣୁ ପଶ୍ଚିମ ଦିଗର ଲୋକମାନେ ସଦାପ୍ରଭୁଙ୍କ ନାମକୁ ଓ ପୂର୍ବଦିଗର ଲୋକମାନେ ସଦାପ୍ରଭୁଙ୍କର ମହିମାକୁ ଭୟ କରିବେ। କାରଣ ସଦାପ୍ରଭୁଙ୍କ ନିଃଶ୍ବାସ ରେ ଚାଳିତ ପ୍ରବଳ ଷୋର୍ତପରି ସେ ମାଡ଼ି ଆସିବେ।

ଯିରିମିୟ 31:33

ମାତ୍ର ସଦାପ୍ରଭୁ କହନ୍ତି, ଭବିଷ୍ଯତ ରେ ଆମ୍ଭେ ଇଶ୍ରାୟେଲ ବଂଶ ସହିତ ଏହି ନିଯମ ସ୍ଥିର କରିବା। ଆମ୍ଭେ ସମାନଙ୍କେ ଅନ୍ତର ରେ ଆମ୍ଭର ବ୍ଯବସ୍ଥା ରଖିବା ଓ ସମାନଙ୍କେ ହୃଦଯ ରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।

ଯିରିମିୟ 32:40

ପୁଣି ସମାନଙ୍କେର ମଙ୍ଗଳ ପାଇଁ ଆମ୍ଭେ ସମାନଙ୍କେ ପ୍ରତି ବିମୁଖ ହବୋ ନାହିଁ। ଏହିପରି ଭାବରେ ଗୋଟିଏ ନିତ୍ଯସ୍ଥାଯୀ ନିଯମ ସମାନଙ୍କେ ସଙ୍ଗେ କରିବା। ସମାନେେ ଯେପରି ଆମ୍ଭଠାରୁ ଦୂ ରଇେ ନ ଯିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷଯକ ଭୟ ସମାନଙ୍କେ ଅନ୍ତର ରେ ସ୍ଥାପନ କରିବା।

ଯିହିଜିକଲ 11:19

ଏବଂ ଆମ୍ଭେ ସମାନଙ୍କେୁ ଏକ ହୃଦଯ ଦବୋ ଓ ସମାନଙ୍କେର ଅନ୍ତର ରେ ଏକ ନୂତନ ଆତ୍ମା ସ୍ଥାପନ କରିବା। ଆମ୍ଭେ ସମାନଙ୍କେଠାରୁ କଠିନ ହୃଦଯ ଦୂର କରି, ସମାନଙ୍କେୁ କୋମଳ ହୃଦଯ ଦବୋ।

Interlinear

Choose Theme