Home Bibles ☰ Books ଗାଲାତୀୟଙ୍କ ପ୍ରତି ପତ୍ର 3:16 · ଓଡ଼ିଆ ବାଇବେଲ
ଗାଲାତୀୟଙ୍କ ପ୍ରତି ପତ୍ର 3:16 · ଓଡ଼ିଆ ବାଇବେଲ

ସେ ଚୁକ୍ତିକୁ ମଧ୍ଯ ଏଡ଼ାଇ ଦଇେ ହୁଏ ନାହିଁ। ସହେିପରି ପରମେଶ୍ବର ଅବ୍ରହାମ ଓ ତାହାଙ୍କ ସନ୍ତାନଙ୍କୁ ପ୍ରତିଶୃତି ଦଇେଥିଲେ। କିନ୍ତୁ ସେ ତାହାଙ୍କର ସମସ୍ତ ବଂଶଧର ପାଇଁ ଏହି ପ୍ରତିଜ୍ଞା ଦଇେ ନ ଥିଲେ। ତା'ର ଅର୍ଥ ଜଣେ ମାତ୍ର ବ୍ଯକ୍ତିଙ୍କୁ ପ୍ରତିଜ୍ଞା କରାଯାଇଥିଲା ଏବଂ ସହେି ବ୍ଯକ୍ତି ଜଣକ ହେଉଛନ୍ତି ଖ୍ରୀଷ୍ଟ।

Cross references

ଆଦି ପୁସ୍ତକ 12:3

ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସମାନଙ୍କେୁ ଆଶୀର୍ବାଦ କରିବି। ଏବଂ ୟିଏ ତୁମ୍ଭକୁ ଅଭିଶାପ ଦବେ ମୁଁ ସମାନଙ୍କେୁ ଅଭିଶାପ ଦବେି। ତୁମ୍ଭ ଠାରୁ ପୃଥିବୀର ସବୁବଂଶ ଆଶୀର୍ବାଦ ପାଇବେ।

ଆଦି ପୁସ୍ତକ 12:7

ସଦାପ୍ରଭୁ ଅବ୍ରାମକୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦବେି।

ଆଦି ପୁସ୍ତକ 13:15

ଯେଉଁ ସମସ୍ତ ଭୂମି ତୁମ୍ଭ ସମ୍ମୁଖ ରେ ତୁମ୍ଭେ ଚ଼ିରଦିନ ଦେଖୁଛ, ମୁଁ ତାହା ତୁମ୍ଭଙ୍କୁ ଓ ତୁମ୍ଭର ବଂଶଧରଙ୍କୁ ଦବେି।

ଆଦି ପୁସ୍ତକ 15:5

ଏହାପରେ ପରମେଶ୍ବର ତାଙ୍କୁ ବାହାରକୁ ନେଲେ ଓ କହିଲେ, ଉର୍ଦ୍ଧ ରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରିପାରିବ। ଏବଂ ସେ ମଧ୍ଯ କହିଲେ, ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ଯକ ହବେେ।

ଆଦି ପୁସ୍ତକ 17:7

ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସହେି ଚୁକ୍ତି ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ ହବେ। ଏହି ଚୁକ୍ତି ଅନନ୍ତକାଳସ୍ଥାଯୀ ହବେ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କର ପରମେଶ୍ବର ହବେି।

ଆଦି ପୁସ୍ତକ 21:12

କିନ୍ତୁ ପରମେଶ୍ବର ଅବ୍ରହାମକୁ କହିଲେ, ତୁମ୍ଭର ସହେି ଦାସୀ ଏବଂ ତାଙ୍କର ପୁତ୍ର ପାଇଁ ବ୍ଯସ୍ତ ହବୋର ନାହିଁ। ସାରା ଯେପରି ଚାହୁଁଛି ସପରେି କର। ଇସ୍ହାକ ତୁମ୍ଭର ପରିବାରର ନାମ ରଖିବ।

ଆଦି ପୁସ୍ତକ 22:17

ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ଯ ଓ ସମୁଦ୍ର କୂଳର ଅସଂଖ୍ଯ ବାଲି ତୁଲ୍ଯ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସହେି ସହର ରେ ବାସକରିବ।

ଆଦି ପୁସ୍ତକ 26:3

ତୁମ୍ଭେ ଏହି ଦେଶ ରେ ପ୍ରବାସ କର। ତହିଁରେ ମୁଁ ତୁମ୍ଭକୁ ସାହାୟ୍ଯ ଓ ଆଶୀର୍ବାଦ କରିବି। ପୁଣି ମୁଁ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦବେି। ତୁମ୍ଭ ପିତା ଅବ୍ରାହାମଙ୍କ ନିକଟରେ କରିଥବା ଶପଥ ମୁଁ ସଫଳ କରିବି।

ଆଦି ପୁସ୍ତକ 28:13

ଏବଂ ଯାକୁବ ଦେଖିଲେ ସଦାପ୍ରଭୁ ସହେି ସିଢ଼ି ପାଖ ରେ ଛିଡ଼ା ହାଇେଛନ୍ତି। ସଦାପ୍ରଭୁ କହୁଥିଲେ, ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କର ପରମେଶ୍ବର, ମଧ୍ଯ ଇସ୍ହାକର ପରମେଶ୍ବର। ତୁମ୍ଭେ ଶାଇେଥିବା ଭୂମି ଆମ୍ଭେ ତୁମ୍ଭକୁ ଦବୋ। ଆମ୍ଭେ ଏହି ଜମି ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ତାହା ଦବୋ।

ଆଦି ପୁସ୍ତକ 49:10

ଶୀଲୋର ଆଗମନ ପର୍ୟ୍ଯନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତା'ର ଚରଣ ଦ୍ବଯ ମଧ୍ଯରୁ ବିଚାରକର୍ତ୍ତାର ୟଷ୍ଟି ୟିବ ନାହିଁ। ତାହାଙ୍କ ନିକଟରେ ଲୋକମାନେ ଅଧିନତା ସ୍ବୀକାର କରିବେ।

ଲୂକଲିଖିତ ସୁସମାଚାର 1:55

ସେ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କୁ, ଅବ୍ରହାମ ଓ ତାହାଙ୍କର ସନ୍ତାନମାନଙ୍କୁ ସଦାସର୍ବଦା ଦୟା ଦଖାଇବୋ ପାଇଁ ଦଇେଥିବା ତାହାଙ୍କ ପୂର୍ବ ପ୍ରତିଶ୍ରୁତି ପାଳନ କରିଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:25

ତୁମ୍ଭମାନେେ ସହେି ଭାବବାଦୀମାନଙ୍କର ଉତ୍ତରାଧିକାରୀ। ପରମେଶ୍ବର ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ଯେଉଁ ଚୁକ୍ତି କରିଥିଲେ, ତୁମ୍ଭମାନେେ ମଧ୍ଯ ତା'ର ଉତ୍ତରାଧିକାରୀ। ସେ ଅବ୍ରାହାମଙ୍କୁ କହିଥିଲେ, 'ତୁମ୍ଭମାନଙ୍କ ସନ୍ତାନମାନଙ୍କ ଦ୍ବାରା ଜଗତ ରେ ସବୁ ଲୋକ ଆଶୀର୍ବାଦ ପାଇବେ।'

ରୋମୀୟଙ୍କ ପ୍ରତି ପତ୍ର 4:13

ଅବ୍ରାହାମ ଓ ତାହାଙ୍କର ବଂଶଜମାନଙ୍କୁ ପ୍ରତିଜ୍ଞା ମିଳିଥିଲା ଯେ ସମାନେେ ସଂସାରର ଉତ୍ତରାଧିକାରୀ ହବେେ। କିନ୍ତୁ ଅବ୍ରାହାମ ଏହି ପ୍ରତିଶ୍ରୁତି ବ୍ଯବସ୍ଥା ପାଳନ କରିଥିବାରୁ ମିଳି ନଥିଲା। ବିଶ୍ବାସ ଦ୍ବାରା ସେ ପରମେଶ୍ବରଙ୍କଠା ରେ ଧାର୍ମିକ ହାଇେଥିବାରୁ ତାହାଙ୍କୁ ଏହି ପ୍ରତିଶ୍ରୁତି ମିଳିଥିଲା।

ରୋମୀୟଙ୍କ ପ୍ରତି ପତ୍ର 4:16

ସେଥିପାଇଁ ବିଶ୍ବାସ ଦ୍ବାରା ଲୋକେ ପରମେଶ୍ବରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ଯର ଦାନ ହାଇପୋ ରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ଯ ରେ ପ୍ରତିଜ୍ଞା ଦାନ ମିଳେ ତା' ହେଲେ ଅବ୍ରାହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କବଳେ ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରାହାମ ଭଳି ବିଶ୍ବାସ ପୂର୍ବକ ଜୀବନ ଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରାହାମ ଆମ୍ଭ ସମସ୍ତଙ୍କର ପିତା।

Interlinear

Choose Theme