କିନ୍ତୁ ଏହା ସତ୍ଯ ନୁହେଁ। ଶାସ୍ତ୍ର ଘୋଷଣା କରେ ଯେ, ସବୁ ଲୋକ ପାପର ଅଧୀନ ଅଟନ୍ତି। ଏଭଳି ଘାଷେଣାର ଉଦ୍ଦେଶ୍ଯ ହେଲା ଯେ, ବିଶ୍ବାସ ମାଧ୍ଯମ ରେ ଲୋକମାନଙ୍କୁ ପ୍ରତିଶୃତି ଦିଆୟିବ। ଯେଉଁମାନେ ଯୀଶୁଖ୍ରୀଷ୍ଟଙ୍କୁ ବିଶ୍ବାସ କରନ୍ତି, ସହେି ଲୋକମାନଙ୍କୁ ପ୍ରତିଶୃତି ଦିଆୟିବ।
Cross references
ମାେତେ ବିଚାର କର ନାହିଁ, ତୁମ୍ଭର ନିଜ ଦାସ। କାରଣ କହେି ଜୀବିତ ମଣିଷ ତୁମ୍ଭ ଆଖିରେ ଧାର୍ମିକ ବୋଲି ବିଚାରରେ ଆସିପାରିବ ନାହିଁ।
ଯେଉଁ ଲୋକ ବିଶ୍ବାସ କରିବ ଓ ବାପ୍ତିଜିତ ହବେ, ସେ ଉଦ୍ଧାର ପାଇବ। କିନ୍ତୁ ଯେଉଁ ଲୋକ ଅବିଶ୍ବାସ କରିବ, ସେ ଦୋଷୀ ସାବ୍ଯସ୍ତ ହବେ।
ଏହା ଦ୍ବାରା ମନୁଷ୍ଯପୁତ୍ରଙ୍କଠା ରେ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକ ଅନନ୍ତ ଜୀବନ ଲାଭ କରିବ।
ପୁତ୍ରଙ୍କୁ ବିଶ୍ବାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସହେି ଲୋକମାନଙ୍କ ଉପରେ ପରମେଶ୍ବରଙ୍କର କୋରଧ ରହିବ।
ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ, ଯଦି କୌଣସି ବ୍ଯକ୍ତି ମାରେ କହିବା କଥା ଶୁଣେ ଓ ମାେତେ ୟିଏ ପଠାଇଛନ୍ତି ତାହାଙ୍କଠା ରେ ବିଶ୍ବାସ କରେ, ତବେେ ସେ ବ୍ଯକ୍ତି ଅନନ୍ତ ଜୀବନ ଲାଭ କରିଅଛି। ସେ ବ୍ଯକ୍ତି ଦୋଷୀ ବୋଲି ବିଚାରିତ ହବେ ନାହିଁ। ସେ ମୃତ୍ଯୁକୁ ପାର ହାଇେ ଜୀବନ ଭିତ ରେ ପ୍ରବେଶ କରି ମାରିଛି।
ପ୍ରେତ୍ୟକକ ଲୋକ ୟିଏ ପୁତ୍ରଙ୍କୁ ଦେଖେ ଏବଂ ତାହାଙ୍କଠା ରେ ବିଶ୍ବାସ କରେ, ସେ ଅନନ୍ତ ଜୀବନ ଲାଭ କରେ। ମୁଁ ସେ ଲୋକକୁ ଶଷେ ଦିନ ରେ ଉତ୍ଥାପନ କରିବି। ଏହା ପରମପିତାଙ୍କର ଇଚ୍ଛା।
ଯୀଶୁ ତାକୁ କହିଲେ, ମୁଁ ସହେି ପୁନରୁତ୍ଥାନ ଓ ଜୀବନ, ମାଠାେ ରେ ବିଶ୍ବାସ କରୁଥିବା ଲୋକ ମୃତ୍ଯୁ ପରେ ପୁଣି ବଞ୍ଚି ଉଠିବ ଓ ଜୀବିତ ରହିବ।
ମୁଁ ଆଲୋକ ଓ ମୁଁ ଏ ଜଗତକୁ ଆସିଛି। ମାରେ ଆସିବାର କାରଣ, ମାଠାେ ରେ ବିଶ୍ବାସ ରଖିଥିବା ପ୍ରେତ୍ୟକକ ଲୋକ କବେେ ଅନ୍ଧକାର ରେ ରହିବ ନାହିଁ।
କିନ୍ତୁ ଏହି ପୁସ୍ତକରେ ଏହି ସବୁ ଲଖାେ ହାଇେଛି ଯେପରି ତୁମ୍ଭେ ବିଶ୍ବାସ କରିବ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ଓ ପରମେଶ୍ବରଙ୍କର ପୁତ୍ର ଅଟନ୍ତି ଓ ବିଶ୍ବାସ କରି, ତୁମ୍ଭମାନେେ ତାହାଙ୍କ ନାମ ଦ୍ବାରା ଜୀବନ ପ୍ରାପ୍ତ ହବେ, ଏଥିନିମନ୍ତେ ଏ ସମସ୍ତ ଲଖାଯାେଇଛି।
ସମାନେେ ତାହାଙ୍କୁ କହିଲେ, ପ୍ରଭୁ ଯୀଶୁଙ୍କଠା ରେ ବିଶ୍ବାସ କର। ଏହି ଭାବରେ ତୁମ୍ଭେ ଓ ତୁମ୍ଭ ଘ ରେ ରହୁଥିବା ସମସ୍ତେ ଉଦ୍ଧାର ପାଇପାରିବେ।
ସେଥିପାଇଁ ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେ ଯିହୂଦୀଗଣ କଣ ଭଲ? ନା। ଯିହୂଦୀ ଓ ଅଣଯିହୂଦୀ ସମସ୍ତେ ସମାନ ବୋଲି ଆମ୍ଭେ ଆଗରୁ କହି ସାରିଛୁ। ସମାନେେ ସମସ୍ତେ ନିଜ ନିଜ ପାପ ପାଇଁ ଦୋଷୀ।
ସମସ୍ତେ ପାପ କରିଛନ୍ତି ଓ ପରମେଶ୍ବରଙ୍କ ମହିମା ପାଇବା ରେ ଉଣା ପଡ଼ିଛନ୍ତି।
ପରମେଶ୍ବର ଗ୍ରହଣ କରି ନଇେଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରାହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହବୋ ପୂର୍ବରୁ ପରମେଶ୍ବରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ବରଙ୍କୁ ବିଶ୍ବାସ କରନ୍ତି ଓ ସୁନ୍ନତ ହାଇେ ନାହାଁନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରାହାମ ଅଟନ୍ତି। ସମାନେେ ବିଶ୍ବାସ କରନ୍ତି ଓ ଏହି କାରଣରୁ ସମାନେେ ପରମେଶ୍ବରଙ୍କ ପାଇଁ ଧାର୍ମିକ ବୋଲି ନିରୁପିତ ହୁଅନ୍ତି।
ଜଣେ ଲୋକ ଆଦମ ପାଇଁ ଜଗତକୁ ପାପ ଆସିଲା। ପାପ ଦ୍ବାରା ମୃତ୍ଯୁ ଆସିଲା। ସେଥିପାଇଁ ସମସ୍ତେ ନିଶ୍ଚୟ ମରିବେ, କାରଣ ସମସ୍ତେ ପାପ କରିଛନ୍ତି।
ଲୋକମାନେ ଅଧିକ ପାପ କରିବା ପାଇଁ ବ୍ଯବସ୍ଥା ଆସିଲା, କିନ୍ତୁ ଯେତବେେଳେ ଲୋକେ ଅଧିକ ପାପ କଲେ, ପରମେଶ୍ବର ସମାନଙ୍କେୁ ପ୍ରଚୁର ମାତ୍ରା ରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।