Home Bibles ଗାଲାତୀୟଙ୍କ ପ୍ରତି ପତ୍ର 3:5 · ଓଡ଼ିଆ ବାଇବେଲ
ଗାଲାତୀୟଙ୍କ ପ୍ରତି ପତ୍ର 3:5 · ଓଡ଼ିଆ ବାଇବେଲ

ସେ ସବୁ ବିଫଳ ହାଇେ ନାହିଁ। ତୁମ୍ଭମାନେେ ବ୍ଯବସ୍ଥା ପାଳନ କର ବୋଲି କ'ଣ ପରମେଶ୍ବର ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିଛନ୍ତି? ନା! ତୁମ୍ଭମାନଙ୍କ ମଧିଅରେ ପରମେଶ୍ବର ଯେଉଁ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି, ତାହା କଣ ବ୍ଯବସ୍ଥା ପାଳନ ପାଇଁ କରାଯାଇଥିଲା? ନା! ବରଂ ତୁମ୍ଭମାନେେ ସୁସମାଚାର ଶୁଣି ସଗେୁଡ଼ିକରେ ବିଶ୍ବାସ କଲ ବୋଲି, ପରମେଶ୍ବର ତୁମ୍ଭମାନଙ୍କୁ ତାଙ୍କର ଆତ୍ମା ପ୍ରଦାନ କରି ତୁମ୍ଭମାନଙ୍କ ମଧିଅରେ ଆଶ୍ଚର୍ୟ୍ଯଜନକ କର୍ମମାନ କରିଛନ୍ତି।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 14:3

ତଥାପି ପାଉଲ ଓ ବର୍ଣ୍ଣବ୍ବା ସଠାେରେ ଅନକେ ଦିନ ରହିଲେ ଓ ପ୍ରଭୁଙ୍କର କଥା ସାହସର ସହିତ ପ୍ରଚ଼ାର କଲେ। ସମାନଙ୍କେ ମାଧ୍ଯମ ରେ ପ୍ରଭୁ ଆଶ୍ଚର୍ୟ୍ଯ କାର୍ୟ୍ଯ ସବୁ କଲେ ଓ ଅନୁଗ୍ରହର ବାକ୍ଯ ପ୍ରଚ଼ାର କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:9

ସେ ବସି ପାଉଲଙ୍କ କଥା ଶୁଣୁଥିଲା। ପାଉଲ ତାକୁ ସିଧାସଳଖ ଅନାଇ ଦେଖିଲେ ଯେ ସେ ସୁସ୍ଥ ହାଇପୋରିବ ବୋଲି ତା'ର ବିଶ୍ବାସ ଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:11

ପରମେଶ୍ବର ପାଉଲଙ୍କ ମାଧ୍ଯମ ରେ ଅତି ଅସାଧାରଣ କାର୍ୟ୍ଯମାନ କରୁଥିଲେ।

ରୋମୀୟଙ୍କ ପ୍ରତି ପତ୍ର 15:19

ସମାନେେ ଆଶ୍ଚର୍ୟ୍ଯ କର୍ମ ଓ ଅଭୂତ ଘଟଣା ମାଧ୍ଯମ ରେ ପବିତ୍ର ଆତ୍ମାଙ୍କର ଶକ୍ତି ରେ ପରମେଶ୍ବରଙ୍କୁ ମାନିଛନ୍ତି। ମୁଁ ୟିରୂଶାଲମ ଠାରୁ ଇଲ୍ଲୁରିକ ଗ୍ଭରିପଟ ଅଞ୍ଚଳ ରେ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କଲି ଓ ମାରେ ସହେି କାର୍ୟ୍ଯ ସମାପ୍ତ କଲି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:4

ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ପ୍ରଦାନ କରିଛନ୍ତି, ସେଥିପାଇଁ ମୁଁ ତୁମ୍ଭମାନଙ୍କ ସକାେଶ ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 12:10

ଆତ୍ମା ଅନ୍ୟଜଣକୁ ଆର୍ଶ୍ଚ୍ଯର୍ୟ୍ଯକାର୍ୟ୍ଯ କରିବା ଶକ୍ତି ଓ ଅନ୍ୟ ଜଣକୁ ଭଲ ଓ ମନ୍ଦ ଆତ୍ମା ଭିତ ରେ ପାର୍ଥକ୍ଯ ଦେଖି ପାରିବା ଶକ୍ତି ପ୍ରଦାନ କରନ୍ତି। କାହାକୁ ଭିନ୍ନଭିନ୍ନ ପ୍ରକାରର ଭାଷା କହିପାରିବା ଶକ୍ତି ଦିଆଯାଇଛି, ତ ଅନ୍ୟ କାହାକୁ ସହେି ଭାଷାଗୁଡ଼ିକର ଅର୍ଥ କରିବାର ଶକ୍ତି ଦିଆଯାଇଛି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:8

ତା ହେଲେ ଆତ୍ମାଙ୍କର ଜୀବନଦାୟକ ସବୋ କେତେ ଅଧିକ ମହିମାୟୁକ୍ତ ନ ହବେ ?

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10:4

ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାୟ୍ଯ ରେ ସଂଗ୍ରାମ କରୁ ସଗେୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ର ରେ ପରମେଶ୍ବରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତୃର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରି ପା ରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାୟ୍ଯ ରେ ଆମ୍ଭେ ଲୋକଙ୍କ ସମସ୍ତ ୟୁକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ବିରୁଦ୍ଧ ରେ ଉଠୁଥିବା ପ୍ରେତ୍ୟକକ ଗର୍ବର କଥା ଖଣ୍ଡନ କରୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:12

ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ, ଜଣେ ପ୍ ରରେିତ ବୋଲି ପ୍ରମାଣିତ କରୁଥିବା କାମ ମୁଁ କରିଥିଲି - ମୁଁ ନାନାଦି ଚିହ୍ନ, ଅଦ୍ଭୂତ ଓ ଆଶ୍ଚର୍ୟ୍ଯଜନକ କାମ ଦଖାଇେଥିଲି। ଏ ସବୁ ମୁଁ ଅନକେ ର୍ଧୈୟ୍ଯର ସହିତ କରିଥିଲି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 13:3

ମାେ ଦ୍ବାରା ଖ୍ରୀଷ୍ଟ କହୁଛନ୍ତି କି ନାହିଁ, ଏଥିର ତୁମ୍ଭମାନେେ ପ୍ରମାଣ ଚାହୁଁଛ। ମାରେ ପ୍ରମାଣ ଏହି ଯେ, ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଦଣ୍ଡ ପ୍ରଦାନ କରିବା ରେ ଦୁର୍ବଳ ନୁହଁନ୍ତି। କିନ୍ତୁ ସେ ତୁମ୍ଭମାନଙ୍କ ମଧିଅରେ ଶକ୍ତିଶାଳୀ ଅଟନ୍ତି।

ଗାଲାତୀୟଙ୍କ ପ୍ରତି ପତ୍ର 3:2

ତୁମ୍ଭମାନେେ ମାେତେ ଗୋଟିଏ କଥା କୁହ : ତୁମ୍ଭମାନେେ ପବିତ୍ର ଆତ୍ମାଙ୍କୁ କିପରି ଭାବେ ଗ୍ରହଣ କରିଥିଲ ? କ'ଣ ତୁମ୍ଭମାନେେ ବ୍ଯବସ୍ଥା ପାଳନ କରି ଆତ୍ମାଙ୍କୁ ପାଇଥିଲ ? ନା! ତୁମ୍ଭମାନେେ ସୁସମାଚାର ଶୁଣି ଓ ବିଶ୍ବାସ କରି ପବିତ୍ର ଆତ୍ମାଙ୍କୁ ସ୍ବୀକାର କରିଥିଲ।

Interlinear

Choose Theme