Home Bibles ☰ Books ଗାଲାତୀୟଙ୍କ ପ୍ରତି ପତ୍ର 3:8 · ଓଡ଼ିଆ ବାଇବେଲ
ଗାଲାତୀୟଙ୍କ ପ୍ରତି ପତ୍ର 3:8 · ଓଡ଼ିଆ ବାଇବେଲ

ଶାସ୍ତ୍ରଗୁଡ଼ିକ ଏହା ମଧ୍ଯ କ ହେ ଯେ, ଭବିଷ୍ଯତ ରେ କ'ଣ ହବେ ? ଲଖାେଅଛି, ପରମେଶ୍ବର ଅଣଯିହୂଦୀମାନଙ୍କୁ ମଧ୍ଯ ସମାନଙ୍କେର ବିଶ୍ବାସ ପାଇଁ ଧାର୍ମିକ କରିବେ। ସୁସମାଚାର ଅବ୍ରାହମଙ୍କୁ ଆଗରୁ କୁହାୟାଇଥିଲା। ଶାସ୍ତ୍ର କ ହେ : ପରମେଶ୍ବର ପୃଥିବୀର ସମସ୍ତ ଲୋକଙ୍କୁ ଆଶୀର୍ବାଦ କରିବା ପାଇଁ ଅବ୍ରହାମଙ୍କୁ ବ୍ଯବହାର କରିବେ।271

Cross references

ଆଦି ପୁସ୍ତକ 12:3

ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସମାନଙ୍କେୁ ଆଶୀର୍ବାଦ କରିବି। ଏବଂ ୟିଏ ତୁମ୍ଭକୁ ଅଭିଶାପ ଦବେ ମୁଁ ସମାନଙ୍କେୁ ଅଭିଶାପ ଦବେି। ତୁମ୍ଭ ଠାରୁ ପୃଥିବୀର ସବୁବଂଶ ଆଶୀର୍ବାଦ ପାଇବେ।

ଆଦି ପୁସ୍ତକ 18:18

ଅବ୍ରହାମଠାରୁ ଏକ ମହାନ ଓ ବଳଶାଳି ଗୋଷ୍ଠୀ ଉତ୍ପନ୍ନ ହବେ ଓ ପୃଥିବୀର ୟାବତୀଯ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହବେେ।

ଆଦି ପୁସ୍ତକ 22:18

ପୃଥିବୀର ସମସ୍ତ ଜାତି ତୁମ୍ଭର ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରାପ୍ତ ହବେେ। ଆମ୍ଭେ ଏପରି କରିବୁ କାରଣ ତୁମ୍ଭେ ମାରେ ବାକ୍ଯ ମାନିଅଛ।

ଆଦି ପୁସ୍ତକ 26:4

ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧିକରି ସମାନଙ୍କେୁ ଏହିସବୁ ଦେଶ ଦବୋ ଓ ତୁମ୍ଭ ବଂଶଧର, ପୃଥିବୀସ୍ଥ ସମସ୍ତ ଜାତି ଆଶୀର୍ବାଦ ପ୍ରପ୍ତ ହବେେ।

ଆଦି ପୁସ୍ତକ 28:14

ତୁମ୍ଭର ବହୁତ ବଂଶ ହବେେ। ତାହା ପୃଥିବୀର ଧୂଳୀପରି ଅସଂଖ୍ଯ ହବେେ। ସମାନେେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ବ୍ଯାପିବେ। ପୃଥିବୀର ସମସ୍ତ ପରିବାର ତୁମ୍ଭ ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରପ୍ତ ହବେେ।

ଆଦି ପୁସ୍ତକ 49:10

ଶୀଲୋର ଆଗମନ ପର୍ୟ୍ଯନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତା'ର ଚରଣ ଦ୍ବଯ ମଧ୍ଯରୁ ବିଚାରକର୍ତ୍ତାର ୟଷ୍ଟି ୟିବ ନାହିଁ। ତାହାଙ୍କ ନିକଟରେ ଲୋକମାନେ ଅଧିନତା ସ୍ବୀକାର କରିବେ।

ଗୀତସଂହିତା 72:7

ୟପେର୍ୟ୍ଯନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ। ଚନ୍ଦ୍ର ଲୁପ୍ତ ନ ହବୋ ପର୍ୟ୍ଯନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।

ଯିଶାଇୟ 6:13

ମାତ୍ର ଏକ ଦଶମାଂଶ ଲୋକ ରହିବାକୁ ଅନୁମତି ପାଇବେ। ଏହି ଦଶମାଂସ ଲୋକ ସଦାପ୍ରଭୁଙ୍କ ନିକଟକୁ ଫରେି ଆସିବେ ଓ ଅନ୍ୟମାନେ ଧ୍ବଂସ ପାଇବେ। ଏମାନେ ଆଲୋନଗଛ ସଦୃଶ ହବେେ। ଆଲୋନ ଗଛ ହଣା ହେଲା ପ ରେ ତା'ର ଗଣ୍ଡି ଯେପରି ସୁଦୃଢ଼ ରହେ, କର୍ତ୍ତିତ ବୃକ୍ଷର ଅବଶିଷ୍ଟାଂଶ ପବିତ୍ର ବୀଜ।

ଯିଶାଇୟ 65:9

ପୁଣି ଆମ୍ଭେ ଯାକୁବଠାରୁ ଗୋଟିଏ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତମାନଙ୍କର ଏକ ଅଧିକାରୀ ଉତ୍ପନ୍ନ କରିବା। ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସଠାେ ରେ ବସତି ସ୍ଥାପନ କରିବେ।

ଯୋହନଲିଖିତ ସୁସମାଚାର 7:38

ଯଦି କୌଣସି ଲୋକ ମାଠାେ ରେ ବିଶ୍ବାସ କରେ ତବେେ ତା'ର ହୃଦୟରୁ ଜୀବନ୍ତ ଜଳ ପ୍ରବାହିତ ହବେ। ଏହି କଥା ଧର୍ମ ଶାସ୍ତ୍ର ରେ ଲଖାେ ଅଛି।

ଯୋହନଲିଖିତ ସୁସମାଚାର 7:42

ଧର୍ମଶାସ୍ତ୍ର କୁ ହେ ଯେ ଖ୍ରୀଷ୍ଟ ଦାଉଦଙ୍କ ପରିବାରରୁ ଆସିବେ। ଏବଂ ଧର୍ମଶାସ୍ତ୍ର କୁ ହେ ଯେ, ଖ୍ରୀଷ୍ଟ ଦାଉଦଙ୍କ ବାସସ୍ଥଳ ବେଥଲହେିମ ନଗରରୁ ଆସିବେ।

ଯୋହନଲିଖିତ ସୁସମାଚାର 19:37

ଅନ୍ୟ ସ୍ଥାନ ରେ ଧର୍ମଶାସ୍ତ୍ର ରେ ଲଖାେଅଛି: ସମାନେେ ଯାହାଙ୍କୁ ବର୍ଚ୍ଛା ଦ୍ବାରା ଆଘାତ କଲେ, ତାହାଙ୍କୁ ଲୋକମାନେ ଦେଖିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:25

ଦାଉଦ ତାହାଙ୍କ ବିଷୟ ରେ କହିଥିଲେ,

ରେରିତମାନଙ୍କ କାର୍ଯ୍ୟର ବିବରଣ 2:35

ମୁଁ ତୁମ୍ଭର ଶତୃମାନଙ୍କୁ ତୁମ୍ଭର ପାଦ ତଳକୁ ନ ଆଣିବା ପର୍ୟ୍ଯନ୍ତ ତୁମ୍ଭେ ମାରେ ଡ଼ାହାଣ ପଟେ ବସିଥାଅ।' ଗୀତସଂହିତା 110:1

Interlinear

Choose Theme