Home Bibles ☰ Books ଗାଲାତୀୟଙ୍କ ପ୍ରତି ପତ୍ର 4:1 · ଓଡ଼ିଆ ବାଇବେଲ
ଗାଲାତୀୟଙ୍କ ପ୍ରତି ପତ୍ର 4:1 · ଓଡ଼ିଆ ବାଇବେଲ

ମୁଁ କହୁଛି ଯେ, ଯେପର୍ୟ୍ଯନ୍ତ ଜଣେ ଉତ୍ତରାଧିକାରୀ ଅବସ୍ଥା ରେ ଅଛି, ସେ ସମସ୍ତ ସମ୍ପତ୍ତିର ମାଲିକ ହାଇେଥିଲେ ମଧ୍ଯ, ଜଣେ ଦାସଠାରୁ ବେଶି ଭିନ୍ନ ନୁହେଁ।

Cross references

ଆଦି ପୁସ୍ତକ 24:2

ଅବ୍ରହାମଙ୍କର ପୁରୁଣା ଚାକର ଅବ୍ରହାମଙ୍କର ପ୍ରେତ୍ୟକକ ଦ୍ରବ୍ଯର ଦାଯିତ୍ବ ରେ ଥିଲା। ଅବ୍ରହାମ ତାଙ୍କୁ ଡାକିଲେ ଏବଂ କହିଲେ, ମାରେ ଜଙ୍ଘତଳେ ତୁମ୍ଭର ହସ୍ତ ଦିଅ ଏବଂ ପ୍ରତିଜ୍ଞା କର।

ଦିତୀୟ ରାଜାବଳୀ 10:1

ଆହାବଙ୍କର ସତୁରି ପୁତ୍ର ଶମରିଯା ରେ ଥିଲେ। ଯହେୂ ଶମରିଯା ରେ ୟିଷ୍ରିଯଲରେ ଅଧ୍ଯକ୍ଷ ଅର୍ଥାତ ପ୍ରାଚୀନବର୍ଗମାନଙ୍କୁ ଓ ଆହାବଙ୍କ ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ। ଯଥା:

ଦିତୀୟ ରାଜାବଳୀ 11:12

ସେତବେେଳେ ସମାନେେ ରାଜପୁତ୍ରକୁ ବାହାରକୁ ଆଣି ତାହା ମସ୍ତକରେ ମୁକୁଟ ପିନ୍ଧାଇଲେ ଓ ତାହାକୁ ସାକ୍ଷ ପୁସ୍ତକ ଦେଲେ। ପୁଣି ସମାନେେ ତାଙ୍କୁ ରାଜାକରି ଅଭିଷକେ କଲେ। ଆଉ କରତାଳି ଦଇେ କହିଲେ, ରାଜା ଚିରଜୀବି ହୁଅନ୍ତୁ।

ଦିତୀୟ ରାଜାବଳୀ 12:2

ଯୋୟାଶ୍ ତାଙ୍କର ସମଗ୍ର ଜୀବନ କାଳ ରେ ଯାଜକ ୟିହୋଯାଦାଙ୍କ ଶିକ୍ଷାନୁସା ରେ ସଦାପ୍ରଭୁଙ୍କ ଆଜ୍ଞାପାଳନ କଲେ ଏବଂ ସେ ଯାହା କଲେ ତାହା ସଦାପ୍ରଭୁଙ୍କ ଦୃଷ୍ଟି ରେ ଉତ୍ତମ ଥିଲା।

ଗାଲାତୀୟଙ୍କ ପ୍ରତି ପତ୍ର 4:23

ଅବ୍ରହାମଙ୍କ ଦାସୀପୁତ୍ର ଶାରୀରିକ ସ୍ବଭାବର ପଦ୍ଧତି ରେ ଜନ୍ମ ହେଲା। କିନ୍ତୁ ସ୍ବାଧୀନ ସ୍ତ୍ରୀଠାରୁ ଯେଉଁ ପୁତ୍ରଟି ଜନ୍ମ ହେଲା, ପରମେଶ୍ବର ଅବ୍ରହାମଙ୍କୁ ଦଇେଥିବା ପ୍ରତିଜ୍ଞା ଅନୁସାରେ ସେ ଜାତ ହେଲା।

ଗାଲାତୀୟଙ୍କ ପ୍ରତି ପତ୍ର 4:29

ସାଧାରଣ ଭାବରେ ଜନ୍ମ ଗ୍ରହଣ କରିଥିବା ପୁତ୍ରଟି ୟିସ୍ହାକ ସହିତ ମନ୍ଦ ବ୍ଯବହାର କଲା। ଆଜି ମଧ୍ଯ ସହେିଭଳି ଅବସ୍ଥା।

Interlinear

Choose Theme