ଭାଇ ଓ ଭଉଣୀମାନେ ମୁଁ ତୁମ୍ଭମାନଙ୍କ ପରି ଥିଲି, ଅତଏବ ତୁମ୍ଭମାନେେ ବର୍ତ୍ତମାନ ମାେ ପରି ହୁଅ।
Cross references
କିନ୍ତୁ ଆମ୍ଭେ ଆମ୍ଭ ଭଉଣୀ ସହିତ ତୁମ୍ଭକୁ ବିବାହ ଦବେୁ ଯଦି ତୁମ୍ଭେ ଓ ତୁମ୍ଭ ସହରର ପ୍ରେତ୍ୟକକ ଲୋକ ଆମ୍ଭମାନଙ୍କ ପରି ସୁନ୍ନତ ହବେ।
ତେଣୁ ଆହାବ୍ ୟିହୋଶାଫଟଙ୍କୁ ପଚାରିଲେ, ତୁମ୍ଭେ କ'ଣ ମାେ ସହିତ ୟୁଦ୍ଧ କରିବାକୁ ରାମାେତ୍-ଗିଲିଯଦକୁ ଯାଉଛ?
ସମାନେେ ତୁମ୍ଭ ବିଷୟ ରେ ଶୁଣିଛନ୍ତି ଯେ, ତୁମ୍ଭେ ଅଣଯିହୂଦୀମାନଙ୍କ ଦେଶ ରେ ରହୁଥିବା ଯିହୂଦୀମାନଙ୍କୁ, ମାଶାଙ୍କେର ବ୍ଯବସ୍ଥା ତ୍ଯାଗ କରିବା ପାଇଁ ଶିକ୍ଷା ଦେଉଛ। ତୁମ୍ଭେ ସମାନଙ୍କେୁ ସମାନଙ୍କେର ପିଲାମାନଙ୍କର ସନ୍ନତ ନ କରିବାପାଇଁ ଓ ୟିହୁଦୀ ରୀତିନୀତି ଗୁଡିକୁ ନ ମାନିବା ପାଇଁ ଶିକ୍ଷା ଦଇେଛ।
ଯିହୂଦୀ ଲୋକମାନଙ୍କୁ ଲାଭ କରିବା ଲାଗି ମୁଁ ୟିହୁଦୀ ଲୋକମାନଙ୍କ ଭଳି ହଲିେ। ମୁଁ ନିଜେ ବ୍ଯବସ୍ଥାର ଅଧୀନ ନ ହେଲେ ମଧ୍ଯ ଯେପରି ବ୍ଯବସ୍ଥାଧିନ ଲୋକଙ୍କୁ ଉଦ୍ଧାର କରିବି, ତେଣୁ ମୁଁ ସମାନଙ୍କେ ନିକଟରେ ବ୍ଯବସ୍ଥାଧିନ ଲୋକଙ୍କ ଭଳି ହଲିେ।
ଯଦି ତୁମ୍ଭମାନଙ୍କ ଭିତରୁ କିଏ ଜଣେ ମାେତେ ଦୁଃଖିତ କରିଛି, ସେ କବଳେ ମାେତେ ଦୁଃଖିତ କରି ନାହିଁ, ବରଂ କିଛି ନା କିଛି ମାତ୍ରା ରେ ତୁମ୍ଭମାନଙ୍କୁ ମଧ୍ଯ କରିଛି।
ମାେ ନିଜର ସନ୍ତାନ ବୋଲି ଭାବି ତୁମ୍ଭମାନଙ୍କୁ ମୁଁ କହୁଛି ଯେ, ଉଚିତ୍ ପ୍ରତିଦାନ ସ୍ବରୂପେ ତୁମ୍ଭମାନେେ ମଧ୍ଯ ନିଜର ହୃଦୟ ଆମ୍ଭ ପାଇଁ ସୂର୍ଣ୍ଣ ଭାବରେ ଖାେଲା ରଖିବା ଉଚିତ୍।
ଏହି ଯିହୂଦୀମାଲନ ଯାହାୟାହା କଲଲ, ମୁଁସଦଖିଲି।ସସମାଲନ ସୁସମାଚାର ସତ୍ଯର ପାଳନ କରୁ ନ ଥିଲଲ।ସତଣୁ ସମସ୍ତ ଅନ୍ୟ ଯିହୂଦୀମାଲନ ଶୁଣି ପାରିବା ଭଳି ମୁଁ ପିତରଙ୍କୁ କହିଲି : ପିତର ! ତୁମ୍ଲଭ ଜଲଣ ଯିହୂଦୀ ! କିନ୍ତୁ ତୁମ୍ଲଭ ଜଲଣ ଯିହୂଦୀଙ୍କ ଭଳି ଜୀବନ ଯାପନ କରୁ ନାହଁ। ତୁମ୍ଲଭ ଅଣଯିହୂଦୀଙ୍କ ଭଳି ଜୀବନଯାପନ କରୁଛ। ଅତଏବ, ତୁମ୍ଲଭ ଅଣଯିହୂଦୀମାନଙ୍କୁ, ଯିହୂଦୀଲଲାକଙ୍କ ଭଳି ଜୀବନଯାପନ କରିବା ପାଇଁ କିପରି ବାଧ୍ଯ କରୁଛ ?
ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ କ୍ରୁଶ ହିଁ ମାରେ ଗର୍ବର ଏକମାତ୍ର କାରଣ। ମୁଁ ଆଶାକରେ ଯେ, ମୁଁ ତାହାଠାରୁ ଆଉ କେଉଁଠା ରେ ଗର୍ବ କରିବି ନାହିଁ। କ୍ରୁଶ ଉପରେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମୃତ୍ଯୁ ଦ୍ବାରା ମାେ ପାଇଁ ଏହି ଜଗତ ମୃତ ଓ ମୁଁ ମଧ୍ଯ ଜଗତ ପାଇଁ ମୃତ।
ମାେ ଭାଇ ଓ ଭଉଣୀମାନେ ! ମୁଁ ପ୍ରାର୍ଥନା କରେ ଯେ, ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମା ସହିତ ସଦାସର୍ବଦା ରହିଥାଉ। ଆମେନ୍।
ସମୟ ଥିଲା, ଯେତବେେଳେ ଏଗୁଡ଼ିକ ମାେ ପାଇଁ ଗୁରୁତ୍ବପୂର୍ଣ୍ଣ ଥିଲା। କିନ୍ତୁ ମୁଁ ସ୍ଥିର କଲି ଯେ ଖ୍ରୀଷ୍ଟଙ୍କ ହତେୁ ସଗେୁଡ଼ିକର କିଛି ମୂଲ୍ଯ ନାହିଁ।