Home Bibles ☰ Books ଗାଲାତୀୟଙ୍କ ପ୍ରତି ପତ୍ର 4:19 · ଓଡ଼ିଆ ବାଇବେଲ
ଗାଲାତୀୟଙ୍କ ପ୍ରତି ପତ୍ର 4:19 · ଓଡ଼ିଆ ବାଇବେଲ

ମାେ ପ୍ରିୟ ସନ୍ତାନଗଣ ! ମୁଁ ତୁମ୍ଭମାନଙ୍କ ପାଇଁ ପୁଣି ଥରେ ଜଣେ ମା' ପରି ପ୍ରସବବଦନୋ ଅନୁଭବ କରୁଛି ଓ ତୁମ୍ଭମାନେେ ଯେପର୍ୟ୍ଯନ୍ତ ପ୍ରକୃତ ରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ନ ହାଇେଛ, ସପେର୍ୟ୍ଯନ୍ତ ମୁଁ ଏପ୍ରକାର କଷ୍ଟ ଅନୁଭବ କରୁଥିବି।

Cross references

ଗଣନା ପୁସ୍ତକ 11:11

ତହୁଁ ମାଶାେ ସଦାପ୍ରଭୁଙ୍କୁ କହିଲେ, ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅସୁବିଧା କରୁଛ? ତୁମ୍ଭେ କାହିଁକି ମାେ ଉପରେ କୋର୍ଧ ଦଖାେଉଛ? କାହିଁକି ଆପଣା ମାେ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?

ଯିଶାଇୟ 53:11

ଭୟଙ୍କର ୟାତନା ପ ରେ ମଧ୍ଯ ସେ ତୃପ୍ତ ହବେେ। ସେ ନିଜର ଜ୍ଞାନ ବଳ ରେ ପରିତୃପ୍ତ ହବେେ। ନିଜର ଧାର୍ମିକ ଦାସ ଅନକଙ୍କେୁ ଧାର୍ମିକ କରିବେ ଓ ସେ ସମାନଙ୍କେର ଅପରାଧ ବହନ କରିବେ।

ଲୂକଲିଖିତ ସୁସମାଚାର 22:44

ଯୀଶୁ ମର୍ମାନ୍ତକ ପୀଡା ରେ ବୁଡି ରହି ଆହୁରି ଦୃଢ ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ। ତାହାଙ୍କ ମୁହଁରୁ ଘନ ଘନ ରକ୍ତ ଟୋପା ଭଳି ଝାଳ ବାହାରି ଆସି ଭୂଇଁ ରେ ପଡିଲା।

ରୋମୀୟଙ୍କ ପ୍ରତି ପତ୍ର 8:29

ପରମେଶ୍ବର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ବର ନିର୍ଣୟ କରିଥିଲେ ଯେ ସହେି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା ହେଲେ ଯୀଶୁ ଅନକେ ଭାଇ ଭଉଣୀ ମାନଙ୍କ ଭିତ ରେ ପ୍ରଥମଜାତ ବୋଲି ଧରା ହବେେ।

ରୋମୀୟଙ୍କ ପ୍ରତି ପତ୍ର 13:14

ନିଜର ପାପପୂର୍ଣ ସ୍ବାର୍ଥପର ଇଚ୍ଛାକୁ ତୃପ୍ତି କରିବା ରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:14

ତୁମ୍ଭମାନଙ୍କୁ ଲଜ୍ଜିତ କରିବା ପାଇଁ ମୁଁ ଏହା ଲେଖୁନାହିଁ। ବରଂ ନିଜର ପ୍ରିୟ ସନ୍ତାନ ବୋଲି ଭାବି ତୁମ୍ଭମାନଙ୍କୁ ସଚତନେ କରାଉଛି।

ଏଫିସୀୟଙ୍କ ପ୍ରତି ପତ୍ର 4:13

ସମସ୍ତ ଲୋକେ ପରମେଶ୍ବରଙ୍କ ପୁତ୍ରଙ୍କ ବିଷୟକ ସମାନ ବିଶ୍ବାସ ଓ ସମାନ ଜ୍ଞାନ ସହିତ ଏକତ୍ର ହବୋ ପର୍ୟ୍ଯନ୍ତ ଏହି କାମ ଚାଲିଥିବା ନିତାନ୍ତ ଆବଶ୍ଯକ, ଯେପର୍ୟ୍ଯନ୍ତ ଆମ୍ଭେ ଖ୍ରୀଷ୍ଟଙ୍କ ସଦୃଶ ସିଦ୍ଧ ଓ ସମ୍ପୂର୍ଣ୍ଣ ନ ହାଇେଛୁ, ସେ ପର୍ୟ୍ଯନ୍ତ ଆମ୍ଭକୁ ବୃଦ୍ଧି ପାଇ ପୂର୍ଣ୍ଣବୟସ୍କ ହବୋକୁ ପଡ଼ିବ।

ଏଫିସୀୟଙ୍କ ପ୍ରତି ପତ୍ର 4:24

ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ଯକ୍ତି ସ୍ବରୂପ ହାଇେ ପରମେଶ୍ବରଙ୍କ ଭଳି ପ୍ରକୃତ ରେ ଭଲ ଓ ପବିତ୍ର ହବୋକୁ ପଡ଼ିବ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:8

ପରମେଶ୍ବର ଜାଣନ୍ତି ଯେ ମୁଁ ତୁମ୍ଭମାନଙ୍କୁ ଦେଖିବାକୁ କେତେ ଇଚ୍ଛା କରୁଛି। ଖ୍ରୀଷ୍ଟଯୀଶୁଙ୍କର ସ୍ନହପେୂର୍ଣ୍ଣ କରୁଣା ରେ ମୁଁ ତୁମ୍ଭମାନଙ୍କୁ ପ୍ ରମେ କରେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:5

ନିଜ ଜୀବନ ରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ଚିନ୍ତା ଓ ଆଚରଣ କର।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:17

ପରମେଶ୍ବରଙ୍କ ସବୋ ରେ, ତୁମ୍ଭ ବିଶ୍ବାସ ତୁମ୍ଭକୁ ଏକ ବଳିଦାନ ରୂପେ ସବୋ କରିବା ପାଇଁ ପ୍ ରରଣୋ ଯୋଗଏ। ହୁଏତ ତୁମ୍ଭର ବଳିଦାନ ରୂପ ସବୋ ରେ ମାେତେ ମାରେ ନିଜ ରକ୍ତ ମଧ୍ଯ ଉତ୍ସର୍ଗ କରିବାକୁ ପଡ଼ିପା ରେ। ଯଦି ତାହା ଘଟେ, ମୁଁ ତୁମ୍ଭମାନଙ୍କ ସହିତ ଆନନ୍ଦ ରେ ପରିପୂର୍ଣ୍ଣ ଓ ଖୁସି ହବେି।

କଲସୀୟଙ୍କ ପ୍ରତି ପତ୍ର 1:27

ଏହି ମହାନ୍ ସତ୍ଯଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ବର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ଯକୁ ନିଜ ଲୋକଙ୍କୁ ଜଣାଇ ଦବୋ ପାଇଁ ସ୍ଥିର କଲେ। ଏହି ସତ୍ଯ ସ୍ବଯଂ ତୁମ୍ଭମାନଙ୍କ ଭିତ ରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ବରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା।

କଲସୀୟଙ୍କ ପ୍ରତି ପତ୍ର 2:1

ମୁଁ ଚା ହେଁ ତୁମ୍ଭମାନେେ ଜାଣିରଖ ଯେ ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଛି। ଏବଂ ଲାଅଦକୀଆ ରେ ଥିବା ଲୋକମାନଙ୍କୁ ଓ ମାେତେ ଦେଖି ନ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ଯ ମୁଁ ସାହାୟ୍ଯ କରିବାକୁ ଚେଷ୍ଟା କରୁଛି।

କଲସୀୟଙ୍କ ପ୍ରତି ପତ୍ର 3:10

ତୁମ୍ଭମାନେେ ନୂତନ ଜୀବନ ଆରମ୍ଭ କରିଛ। ନୂତନ ଜୀବନ ରେ ତୁମ୍ଭମାନେେ ନୂଆ ହେଉଅଛ। ତୁମ୍ଭମାନେେ ତୁମ୍ଭମାନଙ୍କର ସହେି ସୃଷ୍ଟିକର୍ତ୍ତାଙ୍କ ଭଳି ହାଇଯୋଉଛ। ଏହି ନୂତନ ଜୀବନ ଦ୍ବାରା ତୁମ୍ଭମାନେେ ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରାପ୍ତ ହେଉଛ।

Interlinear

Choose Theme