Home Bibles ☰ Books ଗାଲାତୀୟଙ୍କ ପ୍ରତି ପତ୍ର 4:22 · ଓଡ଼ିଆ ବାଇବେଲ
ଗାଲାତୀୟଙ୍କ ପ୍ରତି ପତ୍ର 4:22 · ଓଡ଼ିଆ ବାଇବେଲ

ଶାସ୍ତ୍ର କୁ ହେ, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ। ଗୋଟିଏ ପୁଅର ମା ଜଣେ ଦାସୀ। ଅନ୍ୟଟିର ମା ଜଣେ ସ୍ବାଧୀନା ସ୍ତ୍ରୀ।

Cross references

ଆଦି ପୁସ୍ତକ 16:2

ସାରୀ ଅବ୍ରାମକୁ କହିଲା, ସଦାପ୍ରଭୁ ମାେତେ ସନ୍ତାନ ସନ୍ତତିରୁ ବଞ୍ଚିତ କରିଅଛନ୍ତି। ତେଣୁ ହାଗାର ସହିତ ସହବାସ କର। ପ୍ରାଯ ତା' ମାଧ୍ଯମ ରେ ମୁଁ ଏକ ପୁତ୍ର ପାଇ ପାରିବି।

ଆଦି ପୁସ୍ତକ 16:15

ହାଗାର ଅବ୍ରାମର ପୁତ୍ରକୁ ଜନ୍ମ ଦଲୋ ଏବଂ ଅବ୍ରାମ ତା'ର ନାମ ଇଶ୍ମାଯଲେ ଦେଲେ।

ଆଦି ପୁସ୍ତକ 21:1

ସଦାପ୍ରଭୁ ସାରାଙ୍କଠା ରେ କରିଥିବା ତାଙ୍କର ପ୍ରତିଜ୍ଞା ରକ୍ଷା କଲେ। ସେ ସାରାକୁ ଯାହା ପ୍ରତିଜ୍ଞା କରିଥିଲେ ତାଙ୍କ ପାଇଁ ସପରେି କଲେ।

ଆଦି ପୁସ୍ତକ 21:10

ସାରା ଅବ୍ରହାମକୁ କହିଲା, ସହେି ଦାସୀ ଓ ତା'ର ପୁତ୍ରକୁ ଦୂରସ୍ଥାନକୁ ତଡ଼ିଦିଅ। ଯେତବେେଳେ ଆମ୍ଭେ ମରିୟିବା ମାରେ ପୁତ୍ର ଇସ୍ହାକ ଆମ୍ଭର ଉତ୍ତରାଧିକାରୀ ହବେ। ମୁଁ ସହେି ଦାସୀର ପୁତ୍ର, ଇସ୍ହାକ ସହିତ ଅଂଶ ଅଧିକାର ପାଉ ବୋଲି ଚା ହେଁ ନାହିଁ।

Interlinear

Choose Theme