ଅବ୍ରହାମଙ୍କ ଦାସୀପୁତ୍ର ଶାରୀରିକ ସ୍ବଭାବର ପଦ୍ଧତି ରେ ଜନ୍ମ ହେଲା। କିନ୍ତୁ ସ୍ବାଧୀନ ସ୍ତ୍ରୀଠାରୁ ଯେଉଁ ପୁତ୍ରଟି ଜନ୍ମ ହେଲା, ପରମେଶ୍ବର ଅବ୍ରହାମଙ୍କୁ ଦଇେଥିବା ପ୍ରତିଜ୍ଞା ଅନୁସାରେ ସେ ଜାତ ହେଲା।
Cross references
ପରମେଶ୍ବର ଅବ୍ରହାମଙ୍କୁ କହିଲେ, ମୁଁ ତୁମ୍ଭ ସ୍ତ୍ରୀ ସାରୀର ଏକ ନୂତନ ନାମକରଣ କରିବି। ତାଙ୍କର ନୂତନ ନାମ ସାରା ହବେ।
ତହୁଁ ସେ କହିଲେ, ବସନ୍ତ ସମୟରେ ଆମ୍ଭେ ପୁନ୍ନରାଯ ତୁମ୍ଭ ତମ୍ବୁକୁ ଆସିବୁ। ଏହି ସମୟରେ ତୁମ୍ଭ ସ୍ତ୍ରୀ ଏକ ପୁତ୍ର ସନ୍ତାନ ଜନ୍ମ ଦବେ।
ସଦାପ୍ରଭୁ ସାରାଙ୍କଠା ରେ କରିଥିବା ତାଙ୍କର ପ୍ରତିଜ୍ଞା ରକ୍ଷା କଲେ। ସେ ସାରାକୁ ଯାହା ପ୍ରତିଜ୍ଞା କରିଥିଲେ ତାଙ୍କ ପାଇଁ ସପରେି କଲେ।
ଅବ୍ରାହାମଙ୍କର ସନ୍ତାନ ହବୋର ଆଶା ନଥିଲା। କିନ୍ତୁ ଅବ୍ରାହାମ ପରମେଶ୍ବରଙ୍କୁ ବିଶ୍ବାସ କଲେ ଓ ଭରସାକୁ ବଜାୟ ରଖିଲେ। ସେଥିପାଇଁ ସେ ଅନକେ ଜାତିର ପିତା ହେଲେ। ପରମେଶ୍ବର ତାହାଙ୍କୁ କହିଥିଲେ: ତୁମ୍ଭର ଅଗଣିତ ବଂଶଧର ହବେେ।
ଅବ୍ରାହମଙ୍କ କବଳେ ଅଳ୍ପ କିଛି ସନ୍ତାନ ହିଁ ପ୍ରକୃତ ରେ ପରମେଶ୍ବରଙ୍କର ସନ୍ତାନ। ଅବ୍ରାହମଙ୍କୁ ପରମେଶ୍ବର କହିଥୀଲେ: ଇସ୍ହାସ ଦ୍ବାରା ତୁମ୍ଭର ବିଧୀ ସଂଗତ ବଂଶବୃଦ୍ଦି ହବେ।
ଶାସ୍ତ୍ର କୁ ହେ: ପରମେଶ୍ବରଙ୍କ ଶିକ୍ଷା ତୁମ୍ଭ ପାଖ ରେ ଅଛି; ଏହା ତିମ୍ଭ ମୁଁହ ରେ ଓ ତିମ୍ଭ ହୃଦୟ ରେ ଅଛି। ଆମ୍ଭେ ଲୋକମାନଙ୍କୁ ଘାଷେଣା କରୁଥିବା ସହେି ଶିକ୍ଷାଟି ବିଶ୍ବାସର ଶିକ୍ଷା ଅଟେ।
ଏବଂ ଅବୟହାମଙ୍କର ଗୋଟିଏ ପୁତ୍ର ସାଧାରଣ ଭାବରେ ଜନ୍ମ ହେଲା। ଅନ୍ୟ ପୁତ୍ର ୟିସ୍ହାକ୍ ଆତ୍ମାଙ୍କ ଶକ୍ତି ଦ୍ବାରା ଜାତ ହେଲା। ମାେ ଭାଇ ଓ ଭଉଣୀମାନେ ! ତୁମ୍ଭମାନେେ ମଧ୍ଯ ୟିସ୍ହାକ ଭଳି ପ୍ରତିତୃତିର ସନ୍ତାନ ଅଟ।
ପିଲାପିଲି ହବୋ ପାଇଁ ଅବ୍ରହାମଙ୍କର ବୟସ ଅଧିକ ହାଇେ ଯାଇଥିଲା। ଆହୁରି ମଧ୍ଯ ସାରାର ପିଲାପିଲି ହାଇେ ପାରି ନ ଥିଲା। କିନ୍ତୁ ପରମେଶ୍ବରଙ୍କଠା ରେ ଅବ୍ରହାମଙ୍କର ବିଶ୍ବାସ ଥିଲା, ଅତଏବ ପରମେଶ୍ବର ସମାନଙ୍କେୁ ସନ୍ତାନ ହବୋ ପାଇଁ ସକ୍ଷମ କଲେ। ପରମେଶ୍ବରଙ୍କ ପ୍ରତିଜ୍ଞା ପୂରଣ କରିବା ବିଷୟ ରେ ଅବ୍ରହାମ ତାହାଙ୍କ ଉପରେ ବିଶ୍ବାସ ରଖିଥିଲେ।