Cross references
କିନ୍ତୁ ନୟମୀ କହିଲେ, ନା, ମାରେ କନ୍ଯାଗଣ, ତୁମ୍ଭେ ତୁମ୍ଭର ସ୍ବଗୃହକକ୍ସ୍ଟ ଫରେିୟାଅ। ତୁମ୍ଭମାନେେ ଆଉ କାହିଁକି ମାେ ସହିତ ୟିବ? ମୁ ତୁମ୍ଭମାନଙ୍କୁ ସାହାୟ୍ଯ କରିପାରିବି ନାହିଁ। ମାରେତ ଗର୍ଭ ରେ ଆଉ ସନ୍ତାନ ନାହିନ୍ତି, ଯେଉଁମାନେ କି ତୁମ୍ଭର ସ୍ବାମୀ ହାଇେ ଥା'ନ୍ତେ।
ସହରର ସ୍ତ୍ରୀ ଲୋକମାନେ ନୟମୀକକ୍ସ୍ଟ କହିଲେ, ଧନ୍ଯ ସହେି ସଦାପ୍ରଭୁ, ୟିଏ ତୁମ୍ଭକୁ ଏହି ସନ୍ତାନ ଦଇେଛନ୍ତି। ସେ ଇଶ୍ରାୟେଲ ଦେଶ ରେ ବିଖ୍ଯାତ ହବେ।
ଯେଉଁମାନେ, ବେଶି ଖାଦ୍ୟ ଖାଉଥିଲେ, ବର୍ତ୍ତମାନ ନିଶ୍ଚଯ କଠିନ ପରିଶ୍ରମ କରିବେ। ଖାଦ୍ୟ ଅଭାବରକ୍ସ୍ଟ ଯେଉଁମାନେ କ୍ଷକ୍ସ୍ଟଧାର୍ତ୍ତ ଥିଲେ, ସମାନେେ ଖାଦ୍ୟ ପାଇ ଅଛନ୍ତି। ବନ୍ଧ୍ଯା ସଲ୍ଗ ସନ୍ତାନ ପ୍ରସବ କରିଅଛି ଓ ସ୍ତ୍ରୀ ଲୋକଟି ଯାହାର ବହକ୍ସ୍ଟତ ସନ୍ତାନ ଥିଲା ସେ ଦକ୍ସ୍ଟଃଖିତା ହାଇେଅଛି।
ତକ୍ସ୍ଟମ୍ଭ ସହିତ ତୁମ୍ଭର ଭାଇ ଅମ୍ ନୋନ ଅଛି କି? ସେ ତୁମ୍ଭକୁ ଆଘାତ କଲା କି? ଭଉଣୀ, ଏବେ ତକ୍ସ୍ଟନି ହକ୍ସ୍ଟଅ, ସେ ତୁମ୍ଭର ଭାଇ, ଏ ବିଷଯ ରେ ଚିନ୍ତା କରି ବ୍ଯତିବ୍ଯସ୍ତ ହକ୍ସ୍ଟଅ ନାହିଁ। ଏହାପରେ ସେ ନିଜର ସହୋଦର ଅବଶା ଲୋମର ଗୃହ ରେ ରହିଲା। ଏବଂ ସେ କିଛି କହିଲା ନାହିଁ। ସେ ସଠାେରେ ବାସ କଲା ଓ ଏକାକି ଥିଲା ଓ ଉଦାସ ଥିଲା।
ଜଣେ ସ୍ତ୍ରୀ ବନ୍ଧ୍ଯା ହାଇପୋରେ । କିନ୍ତୁ ପରମେଶ୍ବର ତା' କୋଳରେ ସନ୍ତାନ ଦଇେ ତାକୁ ଖୁସି କରାନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର !
ସେତବେେଳେ ତୁମ୍ଭେ ମନେ ମନେ କହିବ, ମାରେ ସନ୍ତାନଗଣ ଅପହୃତ ହାଇେଅଛନ୍ତି, ମୁଁ ଏକାକିନୀ ନିର୍ବାସିତା ହାଇେ ଏଣେ ତଣେେ ଭ୍ରମଣ କରୁଅଛି। ମାରେ ଏ ସମସ୍ତଙ୍କୁ କିଏ ଜନ୍ମ ଦଇେଛନ୍ତି ? କିଏ ଏମାନଙ୍କୁ ପ୍ରତିପାଳନ କରିଅଛି ? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି, ଏମାନେ କେଉଁଠା ରେ ଥିଲେ ?'
ହେ ବନ୍ଧ୍ଯା, ଅପ୍ରସୂତି ନାରୀ ! ତୁମ୍ଭେ ଗାନ କର। ହେ ଗର୍ଭବଦନୋରହିତ ନାରୀ ! ତୁମ୍ଭେ ଉଚ୍ଚସ୍ବର ରେ ଗାନକରି ଆନନ୍ଦଧ୍ବନି କର। କାରଣ ସଦାପ୍ରଭୁ କୁହନ୍ତି, ବିବାହିତା ଭାର୍ୟ୍ଯାର ସନ୍ତାନ ଅପେକ୍ଷା ଅନାଥର ସନ୍ତାନ ଅଧିକ।
ଯଦି ଜଣେ ବିଧବା ପ୍ରକୃତ ରେ ଏକୁଟିଆ ଓ ନିରାଶା ରେ ରହିଥାଏ, ତା' ହେଲେ ସେ ତା' ପ୍ରତି ପରମେଶ୍ବରଙ୍କର ସାହାୟ୍ଯ ଉପରେ ଭରସା କରେ। ସହେି ବିଧବାଟି ରାତିଦିନ ପରମେଶ୍ବରଙ୍କୁ ପ୍ରାର୍ଥନା କରେ, ତାହାଙ୍କ ସାହାୟ୍ଯ ପାଇଁ ଅନୁ ରୋଧ କରେ।