ଅତଏବ, ତୁମ୍ଭମାନେେ ପୂର୍ବଭଳି ଏବେ ଆଉ ଦାସ ନୁହଁ। ତୁମ୍ଭେ ପରମେଶ୍ବରଙ୍କ ପୁତ୍ର ଅଟ। ତୁମ୍ଭେ ତାହାଙ୍କର ସନ୍ତାନ ହାଇେଥିବାରୁ ସେ ତୁମ୍ଭକୁ ଉତ୍ତରାଧିକାରୀ ଭାବେ ସବୁ ପ୍ରତିଜ୍ଞାତ ବିଷୟ ପ୍ରଦାନ କରିବେ।
Cross references
ଏହି ସବୁ ଘଟିୟିବା ପରେ ସଦାପ୍ରଭୁଙ୍କର ବାକ୍ଯ ଦର୍ଶନ ରେ ଅବ୍ରାମ ନିକଟକୁ ଆସିଲେ। ଏହା କହି, ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦବେି।
ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସହେି ଚୁକ୍ତି ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ ହବେ। ଏହି ଚୁକ୍ତି ଅନନ୍ତକାଳସ୍ଥାଯୀ ହବେ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କର ପରମେଶ୍ବର ହବେି।
ମୁଁ କବଳେ ମାରେ ଭକ୍ତି ଓ ଶ୍ରଦ୍ଧାକୁ ସଦାପ୍ରଭୁଙ୍କଠାରେ ଅର୍ପଣ କରିବି। ହେ ସଦାପ୍ରଭୁ, ତୁମ୍ଭେ ମାରେ ସହାୟ ହୁଅ ଏବଂ ମାେତେ ମାରେ ପ୍ରାପ୍ଯ ପ୍ରଦାନ କର।
ମାରେ ମନ ଏବଂ ଶରୀର ଦୁର୍ବଳ ହୁଏ, କିନ୍ତୁ ପରମେଶ୍ବର ଅନନ୍ତକାଳ ମାେ ହୃଦଯକୁ ଓ ମାେତେ ସ୍ଥାଯୀତ୍ବ ଦିଅନ୍ତି।
ମାତ୍ର ଯାକୁବଙ୍କର ପରମେଶ୍ବର ସମାନଙ୍କେ ପରି ନୁହଁନ୍ତି। କାରଣ ସେ ସମସ୍ତ ବସ୍ତୁର ନିର୍ମାଣକର୍ତ୍ତା ଓ ଇଶ୍ରାୟେଲର ଲୋକମାନେ ତାଙ୍କର ନିଜର ବୋଲି ଦାବୀ କରନ୍ତି। ପରମେଶ୍ବରଙ୍କ ନାମ ସୈନ୍ଯାଧିପତି ସଦାପ୍ରଭୁ।
ମାତ୍ର ସଦାପ୍ରଭୁ କହନ୍ତି, ଭବିଷ୍ଯତ ରେ ଆମ୍ଭେ ଇଶ୍ରାୟେଲ ବଂଶ ସହିତ ଏହି ନିଯମ ସ୍ଥିର କରିବା। ଆମ୍ଭେ ସମାନଙ୍କେ ଅନ୍ତର ରେ ଆମ୍ଭର ବ୍ଯବସ୍ଥା ରଖିବା ଓ ସମାନଙ୍କେ ହୃଦଯ ରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।
ପୁଣି ଇଶ୍ରାୟେଲ ଓ ଯିହୁଦାର ଲୋକମାନେ ଆମ୍ଭର ହବେେ ଓ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ।
ତେଣୁ ମାରେ ଅନ୍ତର କହୁଛି, ସଦାପ୍ରଭୁ ମାରେ ପରମେଶ୍ବର ମୁଁ ତାଙ୍କଠା ରେ ବିଶ୍ବାସ ରଖିବି।
ଆମ୍ଭେ ପରମେଶ୍ବରଙ୍କର ସନ୍ତାନ ବଲେି କହିବା ଲାଗି ସହେି ଆତ୍ମା ଆମ୍ଭ ଆତ୍ମା ସହିତ ଯଡେି ହୁଅନ୍ତି।
ସେଥିପାଇଁ ମନୁଷ୍ଯମାନଙ୍କ ପାଇଁ ତୁମ୍ଭମାନେେ ଗର୍ବ କରିବା ଉଚିତ୍ ନୁହେଁ, କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର।
ପରମେଶ୍ବରଙ୍କ ମନ୍ଦିର ଓ ମୂର୍ତ୍ତିଗୁଡ଼ିକ ମଧିଅରେ ଚୁକ୍ତି ହାଇେ ପାରିବ ନାହିଁ, କାରଣ ଆମ୍ଭେ ହେଉଛୁ ପରମେଶ୍ବରଙ୍କ ମନ୍ଦିର। ଯେପରି ପରମେଶ୍ବର କହିଛନ୍ତି :
ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସ ଦ୍ବାରା ତୁମ୍ଭେ ସମସ୍ତେ ପରମେଶ୍ବରଙ୍କ ସନ୍ତାନଗଣ ଅଟ।
ଯଦି ତୁମ୍ଭମାନେେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତବେେ ସ୍ବଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ଯ ଅଟ, ଓ ପରମେଶ୍ବର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦଇେଥିଲେ, ସହେି ପ୍ରତିଶୃତିର ମଧ୍ଯ ତୁମ୍ଭେ ଉତ୍ତରାଧିକାରୀ ଅଟ।
ବ୍ଯବସ୍ଥାର ଅଧୀନ ରେ ଥିବା ଲୋକମାନଙ୍କୁ ମୁକ୍ତ କରିବା ପାଇଁ ଓ ଆମ୍ଭମାନଙ୍କୁ ପରମେଶ୍ବରଙ୍କ ସନ୍ତାନ ରୂପେ ଗଢି ତୋଳିବା ନିମନ୍ତେ ସେ ଏପରି କରିଥିଲେ।
ଅତଏବ ଭାଇ ଓ ଭଉଣୀମାନେ, ଆମ୍ଭେ ଦାସୀପୁତ୍ର ନୋହୁଁ, ମାତ୍ର ସ୍ବାଧୀନ ସ୍ତ୍ରୀର ସନ୍ତାନ ଅଟୁ।
ଯେ ବିଜଯୀ ହବେ, ସେ ଏହିସବୁ ପାଇବ। ମୁଁ ତାହାର ପରମେଶ୍ବର ହବେି ଓ ସେ ମାରେ ପୁତ୍ର ହବେ।