Home Bibles ☰ Books ଗାଲାତୀୟଙ୍କ ପ୍ରତି ପତ୍ର 5:8 · ଓଡ଼ିଆ ବାଇବେଲ
ଗାଲାତୀୟଙ୍କ ପ୍ରତି ପତ୍ର 5:8 · ଓଡ଼ିଆ ବାଇବେଲ

ତୁମ୍ଭକୁ ଯେଉଁ ପ୍ରକାର ପ୍ରବର୍ତ୍ତନା ଦିଆଯାଇଥାଉ ନା କାହିଁକି, ସହେି ପ୍ରବର୍ତ୍ତନା ପରମେଶ୍ବରଙ୍କଠାରୁ ଆସି ନାହିଁ, ଯେ ତୁମ୍ଭକୁ ମନୋନୀତ କରିଥିଲେ।

Cross references

ରୋମୀୟଙ୍କ ପ୍ରତି ପତ୍ର 8:28

ଆମ୍ଭେ ଜାଣୁ ଯେ, ଯେଉଁ ମାନେ ତାହାଙ୍କୁ ପ୍ ରମେ କରନ୍ତି ସମାନଙ୍କେ ପାଇଁ ପରମେଶ୍ବର ପ୍ରତକେ ବିଷୟ ରେ ମଙ୍ଗଳ ଜନ୍ମାନ୍ତି।ପରମେଶ୍ବର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହାହିଁ ତାଙ୍କର ଯୋଜନା ଥିଲା।

ଗାଲାତୀୟଙ୍କ ପ୍ରତି ପତ୍ର 1:6

ଅଳ୍ପକ୍ଷଣ ପୂର୍ବରୁ ପରମେଶ୍ବର ତାହାଙ୍କର ଅନୁଗମନ କରିବା ନିମନ୍ତେ ତୁମ୍ଭମାନଙ୍କୁ ତାହାଙ୍କ ଅନୁଗ୍ରହ ରେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଡ଼ାକିଥିଲେ। କିନ୍ତୁ ଏବେ ମୁଁ ଏହା ଜାଣି ଅତି ଆଶ୍ଚର୍ୟ୍ଯ ହଲିେ ଯେ, ତୁମ୍ଭମାନେେ ସହେି ପରମେଶ୍ବରଙ୍କଠାରୁ ଦୂ ରଇେ ଯାଇ, କୌଣସି ଅନ୍ୟ ସୁସମାଚାରକୁ ବିଶ୍ବାସ କରୁଛ।

Interlinear

Choose Theme