Home Bibles ଗାଲାତୀୟଙ୍କ ପ୍ରତି ପତ୍ର 6:1 · ଓଡ଼ିଆ ବାଇବେଲ
ଗାଲାତୀୟଙ୍କ ପ୍ରତି ପତ୍ର 6:1 · ଓଡ଼ିଆ ବାଇବେଲ

ଏକଆ ରକରେ ସାହାୟ୍ଯ କର ଭାଇ ଓ ଭଉଣୀମାନେ ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରି ପା ରେ। ସେତବେେଳେ ତୁମ୍ଭମାନେେ ଆତ୍ମିକ ଲୋକ ହାଇେଥିବାରୁ, ଭଦ୍ରତା ସହକା ରେ ଭୁଲକାର୍ୟ୍ଯ କରୁଥିବା ଲୋକଟିକୁ ସଂଶୋଧନ ହବୋ ପାଇଁ ସାହାୟ୍ଯ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭମାନେେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷା ରେ ପଡ଼ି ନ ଯାଅ।

Cross references

ଆଦି ପୁସ୍ତକ 9:20

ନୋହ କୃଷକ ହେଲ। ସେ କ୍ଷେତ୍ର ରେ ଦ୍ରାକ୍ଷା ବୃକ୍ଷ ରୋପଣ କଲେ।

ଆଦି ପୁସ୍ତକ 12:11

ସେ ଯେତବେେଳେ ମିଶର ଦେଶର ନିକଟବର୍ତ୍ତୀ ହେଲେ ଅବ୍ରାମ ନିଜର ସ୍ତ୍ରୀ ସାରୀଙ୍କୁ କହିଲେ, ମୁଁ ଜାଣେ ତୁମ୍ଭେ ଦେଖିବାକୁ ବହୁତ ସୁନ୍ଦର।

ଗଣନା ପୁସ୍ତକ 20:10

ପୁଣି ମାଶାେ ଓ ହାରୋଣ ସହେି ଶୈଳ ସମ୍ମୁଖ ରେ ସମଗ୍ର ମଣ୍ତଳୀକୁ ଏକତ୍ର କଲେ। ସମାନଙ୍କେୁ କହିଲେ, ହେ ବିଦ୍ରୋହୀଗଣ, ଦେଖ, ଆମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଏହି ଶୈଳରୁ ଜଳ ବାହାର କରିବୁ।

ଦିତୀୟ ଶାମୁୟେଲ 11:2

ଥରେ ସନ୍ଧ୍ଯା ସମୟରେ ଦାଉଦ ବିଛଣାରକ୍ସ୍ଟ ଉଠି ଛାତ ଉପରେ ବକ୍ସ୍ଟଲିବା ସମୟରେ ଜଣେ ସ୍ତ୍ରୀଲୋକ ଗାଧୋଉ ଥିବାର ଦେଖିଲେ। ସହେି ସ୍ତ୍ରୀ ଜଣକ ଅତି ସକ୍ସ୍ଟନ୍ଦରୀ ଥିଲା।

ଆୟୁବ ପୁସ୍ତକ 4:3

ଆୟୁବ ତୁମ୍ଭେ ବହୁତ ଲୋକଙ୍କୁ ଶିକ୍ଷା ଦଇେଛ। କେତେ ଦୁର୍ବଳ ଲୋକକୁ ତୁମ୍ଭେ ବଳବାନ କରିଛ।

ଯିଶାଇୟ 35:3

ତୁମ୍ଭମାନେେ ଦୁର୍ବଳ ହାତକୁ ସବଳ କର ଓ କମିତ ଆଣ୍ଠୁକୁ ସୁସ୍ଥିର କର।

ଯିହିଜିକଲ 34:16

ହଜି ୟାଇଥିବା ମଷେମାନଙ୍କୁ ମୁଁ ଅନ୍ବଷେଣ କରିବି ଆଉ ଛିନ୍ନଭିନ୍ନ ହାଇେଥିବା ମଷେମାନଙ୍କୁ ଫରୋଇ ଆଣିବି। ଏବଂ ଆହତ ମଷେର କ୍ଷତ ରେ ପଟି ବାନ୍ଧିବି ଓ ଦୁର୍ବଳକୁ ସବଳ କରିବି। କିନ୍ତୁ ମୁଁ ସହେି ହୃଷ୍ଟପୁଷ୍ଟ ଓ ବଳବାନ୍କୁ ସଂହାର କରିବି ଓ ଯଥାର୍ଥ ଭାବେ ସମାନଙ୍କେୁ ମଣିବି।

ମାଥିଉଲିଖିତ ସୁସମାଚାର 9:13

ମୁଁ ତୁମ୍ଭକୁ ଗୋଟିଏ କଥା କହିବି। ତୁମ୍ଭେ ଯାଇ ବୁଝ ଯେ ଏହି ଶାସ୍ତ୍ର ବାକ୍ଯର ଅର୍ଥ କ'ଣ: 'ମୁଁ ପଶୁବଧ ଚା ହେଁ ନାହିଁ। ମୁଁ ଲୋକମାନଙ୍କ ଭିତ ରେ ଦୟାଭାବ ଗ୍ଭ ହେଁ।' ମୁଁ ଧାର୍ମିକ ଲୋକଙ୍କୁ ଡାକିବାକୁ ଆସି ନାହିଁ। ମୁଁ ପାପୀ ଲୋକଙ୍କୁ ଡାକିବାକୁ ଆସିଛି।

ମାଥିଉଲିଖିତ ସୁସମାଚାର 11:29

ମାରେ କାର୍ୟ୍ଯଭାର ତୁମ୍ଭେ ଗ୍ରହଣ କର। ମାଠାରୁେ ଶିଖ। କାରଣ ମୁଁ ଆତ୍ମା ରେ ସରଳ ଓ ନମ୍ର ତାଣୁ ତୁମ୍ଭେ ନିଜ ଅତ୍ମା ରେ ବିଶ୍ରାମ ପାଇବ।

ମାଥିଉଲିଖିତ ସୁସମାଚାର 18:12

ଯଦି କୌଣସି ଲୋକର ଶ ହଟେି ମେଣ୍ଢା ଥାଆନ୍ତି, କିନ୍ତୁ ସେଥିରୁ ଗୋଟିଏ ହିଜିଯାଏ, ତବେେ ସହେି ଲୋକଟି ତାର ବାକି ଅନେଶ୍ବତ ମେଣ୍ଢାଙ୍କୁ ପାହାଡ଼ ଉପରେ ଛାଡ଼ିଦଇେ ହଜିଯାଇଥିବା ମେଣ୍ଢାକୁ ଖାଜେିବାକୁ ୟିବନାହିଁକି? ତୁମ୍ଭେ କଣ ଭାବ?

ମାଥିଉଲିଖିତ ସୁସମାଚାର 26:69

ସହେି ସମୟରେ ପିତର ପ୍ରାଙ୍ଗଣ ମଧିଅରେ ବସିଥିଲେ। ଜଣେ ଦାସୀ ପିତରଙ୍କ ପାଖକୁ ଆସିଲା। ସେ କହିଲା, ତୁମ୍ଭେ ମଧ୍ଯ ଗାଲିଲୀର ଯୀଶୁଙ୍କ ସହିତ ଥିଲ।

ମାଥିଉଲିଖିତ ସୁସମାଚାର 26:75

ଏବେ ପିତରଙ୍କର, ଯୀଶୁ କହିଥିବା କଥା ମନେ ପଡ଼ିଲା। ଯୀଶୁ କହିଥିଲେ, କୁକୁଡ଼ା ଡ଼ାକିବା ପୂର୍ବରୁ ତୁମ୍ଭେ ମାେତେ ଜାଣିନାହଁ ବୋଲି ତିନିଥର ଅସ୍ବୀକାର କରିବ। ପିତର ବାହାରକୁ ବାହାରିଯାଇ ବ୍ଯାକୁଳ ହାଇେ କାନ୍ଦିବାକୁ ଲାଗିଲେ।

ଲୂକଲିଖିତ ସୁସମାଚାର 15:4

ମନକରେ ତୁମ୍ଭମାନଙ୍କ ଭିତରୁ ଜଣକର ଶ ହଟେି ମେଣ୍ଢା ଅଛି, କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତବେେ ସେ ଅନେଶ୍ବତ ମେଣ୍ଢାଙ୍କୁ ଏକୁଟିଆ ଛାଡିଦଇେ ହଜି ଯାଇଥିବା ମେଣ୍ଢାଟିକୁ ଖାଜେିବା ପାଇଁ ବାହାରିପଡିବ ଓ ତାକୁ ପାଇବା ପର୍ୟ୍ଯନ୍ତ ସେ ଖାଜେିବାକୁ ଲାଗିବ।

ଲୂକଲିଖିତ ସୁସମାଚାର 15:22

କିନ୍ତୁ ବାପା ତାହାଙ୍କ ଚାକରମାନଙ୍କୁ ଡାକି କହିଲେ, ଶୀଘ୍ର ଯାଅ, ତା' ପାଇଁ ସବୁଠାରୁ ଭଲ ପୋଷାକପତ୍ର ଆଣ। ତା' ଆଙ୍ଗୁଠି ରେ ମୁଦିଟିଏ ପିନ୍ଧାଇ ଦିଅ। ପାଦ ରେ ଭଲ ଜୋତା ପିନ୍ଧାଇ ଦିଅ।

ରୋମୀୟଙ୍କ ପ୍ରତି ପତ୍ର 8:6

ଯଦି ଜଣେ ଲୋକର ବିଚ୍ଭାର ପାପପୂର୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହୁଏ, ତା ହେଲେ ଆତ୍ମିକ ମୃତ୍ଯୁ ହୁଏ। କିନ୍ତୁ ଯଦି ଜଣକର ବିଚ୍ଭାର ଆତ୍ମା ଦ୍ବାରା ନିୟନ୍ରିତ ହୁଏ, ତା ହେଲେ ସଠାେରେ ଜୀବନ ଓ ଶାନ୍ତି ଅଛି।

ରୋମୀୟଙ୍କ ପ୍ରତି ପତ୍ର 14:1

ଯେଉଁ ଲୋକର ବିଶ୍ବାସ ଦୁର୍ବଳ, ସେ ଲୋକକୁ ନିଜ ଦଳ ଭିତ ରେ ଗ୍ରହଣ କରିବା ପାଇଁ ମନା କର ନାହିଁ। ସହେି ଲୋକର ଭିନ୍ନ ମତ ପାଇଁ, ତା ସହିତ ୟୁକ୍ତିତର୍କ କର ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 15:1

ଆମ୍ଭେ ଆମ୍ଭର ବିଶ୍ବାସ ପାଇଁ ବଳବାନ୍ ଅଟୁ। ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାୟ୍ଯ କରିବା ଉଚିତ ଏବଂ ସମାନଙ୍କେର ଦୁର୍ବଳତାରୁ ସମାନଙ୍କେୁ ଉଦ୍ଧାର କରିବା। ଆମ୍ଭେ କବଳେ ନିଜକୁ ଖୁସି ରଖିବା ପାଇଁ ଚେଷ୍ଟା କରିବା ଉଚିତ ନୁହେଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 2:15

କିନ୍ତୁ ଜଣେ ଆଧ୍ଯାତ୍ମିକ ଲୋକ ପ୍ରେତ୍ୟକକ ବିଷୟର ଉଚିତ୍ ମୂଲ୍ଯାୟନ କରି ପାରିବ। ମାତ୍ର ସେ ନିଜେ କାହାରି ଦ୍ବାରା ବିଚାରିତ ହାଇେ ପାରିବ ନାହିଁ। ଶାସ୍ତ୍ର କୁ ହେ :

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:1

ଭାଇ ଓ ଭଉଣୀମାନେ! ପୂର୍ବ ରେ ମୁଁ ତୁମ୍ଭମାନଙ୍କୁ ଆତ୍ମିକମନା ଲୋକମାନଙ୍କୁ କହିବା ଭଳି କହି ପାରି ନ ଥିଲି। ମୁଁ ତୁମ୍ଭମାନଙ୍କ ସହିତ ଜାଗତିକ ଲୋକ ଭଳି କଥାବାର୍ତ୍ତା କଲି। ଖ୍ରୀଷ୍ଟଙ୍କଠା ରେ ଶିଶୁ ଭଳି ମୁଁ ତୁମ୍ଭମାନଙ୍କୁ କହିଲି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:5

ନିଜର ଅଧିକାରରୁ ପରସ୍ପରକୁ ବଞ୍ଚିତ କର ନାହିଁ। କିନ୍ତୁ ତୁମ୍ଭେ ଦୁ ହେଁ ପ୍ରାର୍ଥନା ରେ ନିଜକୁ ଉତ୍ସର୍ଗ କରିବା ପାଇଁ ଏକମତ ହାଇେ ଅଳ୍ପ ସମୟ ପାଇଁ ପୃଥକ ହୁଅ। ତା' ପରେ ପୁନର୍ବାର ଏକାଠି ହୁଅ, ଯା'ଦ୍ବାରା ଶୟତାନ ତୁମ୍ଭମାନଙ୍କ ଦୁର୍ବଳତାର ସୁଯୋଗ ନଇେ ତୁମ୍ଭମାନଙ୍କୁ ପ୍ରଲୋଭିତ କରିପାରିବ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:12

ଅତଏବ, ଯେଉଁଲୋକ ଭାବୁଛି ଯେ, ସେ ଦୃଢ଼ ଭାବରେ ଠିଆ ହାଇେଛି, ଯେପରି ସେ ଖସି ନ ପଡ଼େ ଏଥିପାଇଁ ସତର୍କ ରହୁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:37

ଯଦି ଜଣେ ଲୋକ ନିଜକୁ ଭାବବାଦୀ ବୋଲି ମନେ କରେ ବା ସେ ନିଜକୁ ଆଧ୍ଯାତ୍ମିକ ଦାନର ଅଧିକାରୀ ବୋଲି ଭାବେ, ତା' ହେଲେ ସେ ବୁଝି ପାରିବା ଉଚିତ ଯେ, ମୁଁ ଯାହା କିଛି ତୁମ୍ଭମାନଙ୍କୁ ଲେଖୁଛି, ତାହା ପ୍ରଭୁଙ୍କର ଆଦେଶ ଅଟେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:7

କିନ୍ତୁ ଏବେ ତୁମ୍ଭମାନେେ ତାହାକୁ କ୍ଷମା ଦବୋ ଉଚିତ୍ ଓ ତାହାକୁ ସାନ୍ତ୍ବନା ପ୍ରଦାନ କରିବା ଉଚିତ। ଏହା ତାହାକୁ ଉତ୍ସାହିତ କରିବ ଓ ସେ ଅଧିକ ଦୁଃଖ ରେ ଭାଙ୍ଗି ପଡ଼ିବ ନାହିଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:8

ସେଥିପାଇଁ ମାରେ ଅନୁ ରୋଧ ଯେ, ତୁମ୍ଭମାନେେ ତା'ପ୍ରତି ପୁନର୍ବାର ତୁମ୍ଭମାନଙ୍କର ପ୍ ରମେଭାବ ଦଖାେଅ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10:1

ମୁଁ ପାଉଲ, ଖ୍ରୀଷ୍ଟଙ୍କ ପରି ମୁଁ ମୃଦୁଭାବରେ ତୁମ୍ଭମାନଙ୍କୁ ନିବଦନେ କରେ। କେତକେ ଲୋକ କୁହନ୍ତି, ମୁଁ ତୁମ୍ଭ ମଧିଅରେ ଥିଲା ବେଳେ ନମ୍ର ଥାଏ କିନ୍ତୁ ଦୂର ରେ ଥିଲା ବେଳେ ସାହସୀ ବା ନିର୍ଭୟ ଅଟେ।

ଗାଲାତୀୟଙ୍କ ପ୍ରତି ପତ୍ର 2:11

ପିତର ଆନ୍ତିୟଖିଆ ନଗରକୁ ଆସିଲଲ।ସସସସଠାଲର କିଛି ଭୂଲ୍ କାମ କଲଲ। ମୁଁ ତାଙ୍କ ବିସରାଧସର ସିଧାସଳଖ କହିଲି, କାରଣସସସଦାଷୀ ଥିଲଲ। ଘଟଣାଟି ଏହା :

ଗାଲାତୀୟଙ୍କ ପ୍ରତି ପତ୍ର 5:23

ଭଦ୍ରତା ଓ ଆତ୍ମ-ସଂୟମ। ଏହି ବିଷୟଗୁଡ଼ିକ ଠିକ୍ ନୁହେଁ ବୋଲି କୌଣସି ନିୟମ କହିପାରିବ ନାହିଁ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:15

କିନ୍ତୁ ତାକୁ ଶତୃ ଭଳି ବ୍ଯବହାର ନ କରି, ଭାଇ ଭଳି ଚତଇେେ ଦିଅ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:25

ଯେଉଁମାନେ ତାଙ୍କୁ ବି ରୋଧ କରନ୍ତି, ସମାନଙ୍କେୁ ଭଦ୍ର ଭାବରେ ଶିଖାଇବା ଉଚିତ। ହୁଏତ ପରମେଶ୍ବର ସମାନଙ୍କେ ହୃଦୟ ରେ ଗୋଟିଏ ପରିବର୍ତ୍ତନ ପ୍ରଦାନ କରବେେ, ଯାହାଦ୍ବାରା ସମାନେେ ସତ୍ଯକୁ ଗ୍ରହଣ କରିବେ।

ଏବ୍ରୀ 12:13

ଧାର୍ମିକ ହାଇେ ଜୀବନଯାପନ କର, ଯେପରି ତୁମ୍ଭମାନଙ୍କର ଦୁର୍ବଳତା ଗୁଡ଼ିକ ନଷ୍ଟ ହବୋର କାରଣ ହବେ ନାହିଁ, ଓ ତୁମ୍ଭମାନେେ ରକ୍ଷା ପାଇପାରିବ।

ଏବ୍ରୀ 13:3

ବନ୍ଦୀଘ ରେ ଥିବା ସହେି ଲୋକମାନଙ୍କୁ ଭୁଲି ଯାଅ ନାହିଁ। ତୁମ୍ଭମାନେେ ନିଜେ ମଧ୍ଯ ବନ୍ଦୀଘ ରେ ଥିବା ଭଳି ସମାନଙ୍କେୁ ମନେ ରଖ। ଯେଉଁମାନେ ଯାତନା ପାଉଛନ୍ତି, ସମାନଙ୍କେୁ ମଧ୍ଯ ଭୁଲ ନାହିଁ। ମନେ ରଖ ଯେ, ତୁମ୍ଭମାନେେ ମଧ୍ଯ ସମାନଙ୍କେ ସ୍ଥାନ ରେ ଭବିଷ୍ଯତ ରେ ରହିପାର।

ଯାକୁବଙ୍କ ପତ୍ 3:2

ଆମ୍ଭେ ସମସ୍ତେ ଅନକେ ଭୁଲ କରୁ। ଯଦି ଜଣେ ଲୋକ କୌଣସି ଭୁଲ କଥା କହି ନାହିଁ, ତା ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ଯ ସଂୟତ କରିପାରିବ।

ଯାକୁବଙ୍କ ପତ୍ 3:13

ତୁମ୍ଭମାନଙ୍କ ଭିତ ରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି ? ତା ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦଖାେଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ। ଜ୍ଞାନୀ ଲୋକ ଗର୍ବ କରେ ନାହିଁ।

ଯାକୁବଙ୍କ ପତ୍ 5:19

ମାେ ଭାଇ ଓ ଭଉଣୀମାନେ ! ତୁମ୍ଭ ଭିତରୁ ଯଦି ଜଣେ ସତ୍ଯରୁ ବିଚଳିତ ହାଇଯୋଏ, ତବେେ ଅନ୍ୟ ଜଣେ ତାହାକୁ ସତ୍ଯକୁ ଫରୋଇ ଆଣିବା ପାଇଁ ସାହାୟ୍ଯ କରୁ।

ପିତରଙ୍କ ପ୍ରଥମ ପତ୍ 3:15

କିନ୍ତୁ ତୁମ୍ଭେ ପବିତ୍ର ଭାବରେ ପ୍ରଭୁ ଖ୍ରୀଷ୍ଟଙ୍କୁ ନିଜ ହୃଦୟ ରେ ଧରି ରଖ। ତୁମ୍ଭର ଭରସାର କାରଣ ବିଷୟ ରେ କହେି ତୁମ୍ଭକୁ ପ୍ରଶ୍ନ କଲେ ତାହାକୁ ବୁଝାଇବା ପାଇଁ ସର୍ବଦା ପ୍ରସ୍ତୁତ ରହିଥାଅ।

ଯୋହନଙ୍କ ପ୍ରଥମ ପତ୍ର 5:16

ଯଦି କହେି ନିଜ ଭାଇକୁ କିମ୍ବା ଭଉଣୀକୁ ଏଭଳି ପାପ କରୁଥିବାର ଦେଖେ ଆଉ ସହେି ପାପ ମୃତ୍ଯୁଜନକ, ତବେେ ସେ ପାପ କରୁଥିବା ନିଜ ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରାର୍ଥନା କରିବା ଉଚିତ। ତହିଁରେ ପରମେଶ୍ବର ସମାନଙ୍କେୁ ଜୀବନ ପ୍ରଦାନ କରିବେ। ମୁଁ ଏପରି ଲୋକମାନଙ୍କ ବିଷୟ ରେ କହୁଛି, ଯେଉଁମାନେ ଏପରି ପାପରେ ଲିପ୍ତ ଅଛନ୍ତି ଯାହା ସମାନଙ୍କେୁ ଅନନ୍ତ ମୃତ୍ଯୁ ପାଖକୁ ନଇେ ଯାଇପାରିବ ନାହିଁ। ଏପରି ପାପ ମଧ୍ଯ ଅଛି, ଯାହାର ପରିଣାମ ମୃତ୍ଯୁ ଅଟେ। ମୁଁ ତୁମ୍ଭମାନଙ୍କୁ ସପରେି ପାପ ବିଷୟ ରେ ପ୍ରାର୍ଥନା କରିବା ପାଇଁ କହୁ ନାହିଁ।

ଯିହୂଦାଙ୍କ ପତ୍ର 1:22

ସନ୍ଦହେ ରେ ପଡ଼ିଥିବା ଲୋକମାନଙ୍କୁ ସାହାୟ୍ଯ କର।

Interlinear

Choose Theme