Home Bibles ☰ Books ଗାଲାତୀୟଙ୍କ ପ୍ରତି ପତ୍ର 6:18 · ଓଡ଼ିଆ ବାଇବେଲ
ଗାଲାତୀୟଙ୍କ ପ୍ରତି ପତ୍ର 6:18 · ଓଡ଼ିଆ ବାଇବେଲ

ମାେ ଭାଇ ଓ ଭଉଣୀମାନେ ! ମୁଁ ପ୍ରାର୍ଥନା କରେ ଯେ, ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମା ସହିତ ସଦାସର୍ବଦା ରହିଥାଉ। ଆମେନ୍।

Cross references

ରୋମୀୟଙ୍କ ପ୍ରତି ପତ୍ର 16:20

ଶାନ୍ତିର ସୋର୍ତ ପରମେଶ୍ବର ଶୀଘ୍ର ଶୟତାନକୁ ହରାଇବେ ଓ ତା' ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ। ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।

ରୋମୀୟଙ୍କ ପ୍ରତି ପତ୍ର 16:23

ମାେତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ଯ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରମାଣ ଜଣାଉଛନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 13:14

ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ, ପରମେଶ୍ବରଙ୍କ ପ୍ ରମେ, ଓ ପବିତ୍ରଆତ୍ମାଙ୍କ ସହାୟତା ତୁମ୍ଭ ସମସ୍ତଙ୍କର ସହବର୍ତ୍ତୀ ହେଉ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:22

ତୁମ୍ଭର ଆତ୍ମା ସହିତ ପ୍ରଭୁ ରୁହନ୍ତୁ। ତୁମ୍ଭ ସମସ୍ତଙ୍କ ଉପରେ ତାହାଙ୍କର ଅନୁଗ୍ରହ ରହୁ।

ଫିଲୀମୋନଙ୍କ ପ୍ରତି ପତ୍ର 1:25

ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କର ଆତ୍ମା ସହିତ ରହିଥାଉ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:21

ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ସମସ୍ତ ଲୋକମାନଙ୍କ ସହିତ ରହିଥାଉ। ଆମେନ୍।

Interlinear

Choose Theme