ନିଜର କର୍ତ୍ତବ୍ଯ କରିବା ସହ ପର'ରକୁ ସାହାୟ୍ଯ କର। ଏଭଳି କରିବା ଦ୍ବାରା ତୁମ୍ଭମାନେେ ଖ୍ରୀଷ୍ଟଙ୍କ ଆଜ୍ଞାକୁ ପ୍ରକୃତ ରେ ପାଳନ କରି ପାରିବ।
Cross references
ତୁମ୍ଭେ ଆପଣା ଶତୃର ଗଧକୁ ଭାରତଳେ ପଡିଥିବାର ଦେଖିବ, ତାକୁ ଛାଡି ୟିବାରୁ ନିବୃତ୍ତ ହୁଅ। ତୁମ୍ଭେ ଅବଶ୍ଯ ତା' ସଙ୍ଗ ରେ ତାକୁ ମୁକ୍ତ କରିବ।
ତହୁଁ ମାଶାେ ସଦାପ୍ରଭୁଙ୍କୁ କହିଲେ, ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅସୁବିଧା କରୁଛ? ତୁମ୍ଭେ କାହିଁକି ମାେ ଉପରେ କୋର୍ଧ ଦଖାେଉଛ? କାହିଁକି ଆପଣା ମାେ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?
କିନ୍ତୁ ମୁ ଏକାକି ତୁମ୍ଭମାନଙ୍କର ସମସ୍ଯା, ବିବାଦ ଓ ଭାର ବକ୍ସ୍ଟଝି ପାରିବ ନାହିଁ।
ଯୋୟାବ ଅବୀଶଯଙ୍କୁ କହିଲେ, ଯଦି ଅରାମର ସୈନ୍ଯଦଳ ମାେ' ନିମନ୍ତେ ପ୍ରବଳ ହୁଅନ୍ତି, ତବେେ ତୁମ୍ଭେ ମାେତେ ନିତାନ୍ତ ସାହାୟ୍ଯ କରିବ। କିନ୍ତୁ ଯଦି ଅେମ୍ମାନୀୟ ସୈନ୍ଯଦଳ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତବେେ ମୁଁ ତୁମ୍ଭକୁ ସାହାୟ୍ଯ କରିବି।
ଦୁଷ୍ଟତାରୂପ ବନ୍ଧନ ଫିଟାଇଲେ, ୟୁଆଳିର ବନ୍ଧନ ମୁକ୍ତ କରିବାର ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତିକରି ଛାଡ଼ି ଦବୋର ଓ ପ୍ରେତ୍ୟକକ ୟୁଆଳି ଭଗ୍ନ କରିବାର, ଏହିପ୍ରକାର ଉପବାସ ଆମ୍ଭେ କ'ଣ ମନୋନୀତ କରି ନାହୁଁ ?
ଭବିଷ୍ଯଦ୍ବକ୍ତା ୟିଶାଇୟଙ୍କ ମାଧ୍ଯମ ରେ ପରମେଶ୍ବର ଯାହା କହିଥିଲେ ତାହା ସଫଳ ହବୋ ପାଇଁ ଯୀଶୁ ଏହି କାମଗୁଡିକ କଲେ:
ମାରେ କାର୍ୟ୍ଯଭାର ତୁମ୍ଭେ ଗ୍ରହଣ କର। ମାଠାରୁେ ଶିଖ। କାରଣ ମୁଁ ଆତ୍ମା ରେ ସରଳ ଓ ନମ୍ର ତାଣୁ ତୁମ୍ଭେ ନିଜ ଅତ୍ମା ରେ ବିଶ୍ରାମ ପାଇବ।
ଏହା ଶୁଣି ଯୀଶୁ କହିଲେ, ହେ ଧର୍ମଶାସ୍ତ୍ରୀଗଣ! ହାୟ, କାରଣ ତୁମ୍ଭମାନେେ ଲୋକମାନଙ୍କ ଉପରେ କଠିନ ନିୟମର ବୋଝ ଏତେ ଲଦି ଦେଉଛ ଯେ, ତାହା ମାନିବା କଷ୍ଟକର ହାଇଯୋଉଛି। ଏହି ନିୟମଗୁଡିକୁ ମାନିବା ପାଇଁ ତୁମ୍ଭମାନେେ ଲୋକଙ୍କୁ ବାଧ୍ଯ କରୁଛ କିନ୍ତୁ ନିଜେ କବେେ ହେଲେ ଏଥିରୁ କୌଣସି ଗୋଟିଏ ହେଲେ ନିୟମ ପାଳିବାକୁ ଚେଷ୍ଟା କରୁନାହଁ।
ମୁଁ ତୁମ୍ଭର ଗୁରୁ ଓ ପ୍ରଭୁ। କିନ୍ତୁ ମୁଁ ତୁମ୍ଭର ପାଦକୁ ଗୋଟିଏ ସବେକ ରୂପେ ଧୋଇଲି। ତେଣୁ ତୁମେ ମଧ୍ଯ ପରସ୍ପରର ପାଦ ଧୋଇବା ଉଚିତ।
ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭମାନେେ ପରସ୍ପରକୁ ପ୍ ରମେ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ ରମେ କରୁଛି, ତୁମ୍ଭମାନେେ ପରସ୍ପରକୁ ସହେିପରି ପ୍ ରମେ କରିବା ଉଚିତ୍ ା
ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଛି! ଯେପରି ମୁଁ ତୁମ୍ଭକୁ ପ୍ ରମେ କରିଛି ତୁମ୍ଭମାନେେ ମଧ୍ଯ ପରସ୍ପରକୁ ସହେିପରି ପ୍ ରମେ କର।
ମୁଁ ଦୋଷୀ ବଲେି ବିଚାରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଆତ୍ମାର ବ୍ଯବସ୍ଥା ଜୀବନ ଦିଏ ଓ ତାହା ମାେତେ ମୁକ୍ତ କରିଛି। ପାପ ଓ ମୃତ୍ଯୁ ଆଣୁଥିବା ବ୍ଯବସ୍ଥାରୁ ଏହା ମାେତେ ମୁକ୍ତ କରିଛି।
ଆମ୍ଭେ ଆମ୍ଭର ବିଶ୍ବାସ ପାଇଁ ବଳବାନ୍ ଅଟୁ। ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାୟ୍ଯ କରିବା ଉଚିତ ଏବଂ ସମାନଙ୍କେର ଦୁର୍ବଳତାରୁ ସମାନଙ୍କେୁ ଉଦ୍ଧାର କରିବା। ଆମ୍ଭେ କବଳେ ନିଜକୁ ଖୁସି ରଖିବା ପାଇଁ ଚେଷ୍ଟା କରିବା ଉଚିତ ନୁହେଁ।
ମୁଁ ପରମେଶ୍ବରଙ୍କ ବ୍ଯବସ୍ଥାରୁ ମୁକ୍ତ ନୁହେଁ। ମାତ୍ର ମୁଁ ଖ୍ରୀଷ୍ଟଙ୍କ ବ୍ଯବସ୍ଥାର ଅଧୀନ। ତଥାପି ମୁଁ ଯେପରି ବ୍ଯବସ୍ଥା ବିହୀନ ଲୋକମାନଙ୍କୁ ଉଦ୍ଧାର କରିପା ରେ, ତେଣୁ ମୁଁ ସମାନଙ୍କେ ନିକଟରେ ବ୍ଯବସ୍ଥା ବିହୀନ ଲୋକପରି ହଲିେ।
ମାେ ଭାଇ ଓ ଭଉଣୀମାନେ ! ପରମେଶ୍ବର ତୁମ୍ଭମାନଙ୍କୁ ସ୍ବାଧୀନ ରହିବା ପାଇଁ ବାଛିଛନ୍ତି। କିନ୍ତୁ ଏହି ସ୍ବାଧୀନତାକୁ ତୁମ୍ଭମାନେେ ନିଜ ନିଜର ପାପମୟ ସ୍ବଭାବର ଇଚ୍ଛା ପୂରଣ ନିମନ୍ତେ ବ୍ଯବହାର କର ନାହିଁ। ବରଂ ଏକ ଆ ରକରେ ପ୍ ରମେ ପୂର୍ବକ ସବୋ କର।
ପ୍ରେତ୍ୟକକ ଲୋକ ନିଜ ନିଜର ଦାଯିତ୍ବ ବହନ କରିବା ଉଚିତ୍।
ପରସ୍ପର ଶାନ୍ତି ରେ ରୁହ। ଯେଉଁମାନେ କାମ କରୁ ନାହାଁନ୍ତି, ଭାଇ ଓ ଭଉଣୀମାନେ, ସମାନଙ୍କେୁ ସତର୍କ କରିଦିଅ। ଯେଉଁମାନେ ଭୟ ରେ ଅଛନ୍ତି, ସମାନଙ୍କେୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାୟ୍ଯ କର। ପ୍ରେତ୍ୟକକ ଲୋକ ପାଇଁ ର୍ଧୈୟ୍ଯବାନ ହୁଅ।
ଗୋଟିଏ ନିୟମ, ଅନ୍ୟ ସମସ୍ତ ନିୟମଗୁଡ଼ିକର ଉପରେ ଆଧିପତ୍ଯ କରେ। ଶାସ୍ତ୍ର ରେ ଏହି ରାଜକୀୟ ନିୟମଟି ମିଳେ : ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ଯ ପ୍ ରମେ କର।329 ଯଦି ତୁମ୍ଭେ ଏହି ନିୟମ ପାଳନ କରୁଛ, ତା' ହେଲେ ତୁମ୍ଭେ ଠିକ୍ କରୁଛ।
ପରମେଶ୍ବର ନ୍ଯାୟ ବିଚାର କରନ୍ତି। କୃଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ବଦହେ ରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଉ, ଯାହା ସତ୍ଯ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ବାରା ତୁମ୍ଭମାନେେ ସୁସ୍ଥ ହାଇେଛ।
ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ ଆଉ ଗୋଟିଏ ନୂତନ ଆଜ୍ଞା ବିଷୟ ରେ ଲେଖୁଛି, ଏହାର ସତ୍ଯତା ଯୀଶୁଙ୍କଠା ରେ ଓ ତୁମ୍ଭମାନଙ୍କ ଜୀବନ ରେ ମଧ୍ଯ ଦେଖିପାରିବ। କାରଣ ଅନ୍ଧକାର ଘୁଞ୍ଚି ଯାଉଅଛି ଓ ସତ୍ଯ ଜ୍ଯୋତିଃ ପ୍ରକାଶିତ ହେଲାଣି।
ଏହି ଆଜ୍ଞା ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଛୁ ଯେ ଯେକହେି ପରମେଶ୍ବରଙ୍କୁ ପ୍ ରମେ କରେ, ସେ ନିଜ ଭାଇକୁ ମଧ୍ଯ ପ୍ ରମେ କରେ।