Home Bibles ☰ Books ଆଦି ପୁସ୍ତକ 1:12 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 1:12 · ଓଡ଼ିଆ ବାଇବେଲ

ପୃଥିବୀ ତୃଣ ଓ ନିଜ ନିଜ ଜାତି ଅନୁସାରେ ଜୀବ ଉତ୍ପାଦକ ଶାକ ଓ ନିଜ ନିଜ ଜାତି ଅନୁସାରେ ସଜୀବ ଫଳ ଉତ୍ପାଦକ ବୃକ୍ଷ ଉତ୍ପନ୍ନ କଲା, ଏହା ପରମେଶ୍ବରଙ୍କ ଦୃଷ୍ଟି ରେ ଅତି ଉତ୍ତମ ଦିଶୁଥିଲା।

Cross references

ଗୀତସଂହିତା 104:14

ତୁମ୍ଭେ ପଶୁଗଣଙ୍କ ନିମନ୍ତେ ତୃଣ ଓ ମନୁଷ୍ଯର ସବୋ ନିମନ୍ତେ ବୃକ୍ଷ ଅଙ୍କୁରିତ କର। ଏହିପରି ଭାବରେ ସମାନେେ ପୃଥିବୀରୁ ଖାଦ୍ୟ ପାଆନ୍ତି।

ଯିଶାଇୟ 55:10

ବୃଷ୍ଟି ଓ ହିମ ଯେପରି ଆକାଶରୁ ପୃଥିବୀକୁ ଆ ସେ, ପୁନର୍ବାର ଫରେି ୟାଏ ନାହିଁ ; ମାତ୍ର ଭୂମିକୁ ସିକ୍ତ କରେ ଓ ତାକୁ ଫଳବତୀ ଓ ତୃଣ ଆଦି ଉତ୍ପନ୍ନ କରାଏ, କୃଷିକାରୀକୁ ବୀଜ ବପନ କରିବା ରେ ସାହାୟ୍ଯ କରେ ଓ ଭୋଜନକାରୀକୁ ଶସ୍ଯ ଯୋଗାଏ।

ଯିଶାଇୟ 61:11

କାରଣ ଭୂମି ଯେପରି ବୀଜକୁ ଅଙ୍କୁରିତ କରାଏ ଓ ଉଦ୍ୟାନ ରେ ବୁଣା ୟାଇଥିବା ମଞ୍ଜି ଯେପରି ଅଙ୍କୁରିତ ହାଇେ ବଢ଼େ, ସହେିପରି ସଦାପ୍ରଭୁ ସମଗ୍ର ଜାତିଗଣଙ୍କ ମଧିଅରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।

ମାଥିଉଲିଖିତ ସୁସମାଚାର 13:24

ଯୀଶୁ ସମାନଙ୍କେୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ। ସ୍ବର୍ଗରାଜ୍ଯ ଜଣେ ବ୍ଯକ୍ତି ଭଳି ଯେ କି ନିଜ ଜମି ରେ ଭଲ ବୀଜ ବୁଣିଥିଲେ।

ମାର୍କଲିଖିତ ସୁସମାଚାର 4:28

କାହାରି ସାହାୟ୍ଯ ବିନା ଭୂମି ଆପେ ଆପେ ଶସ୍ଯ ଉତ୍ପନ୍ନ କରେ। ପ୍ରଥମେ ଅଙ୍କୁର, ତା ପରେ କେଣ୍ଡା ହୁଏ। ତା'ପରେ କେଣ୍ଡାରୁ ପରିପୂର୍ଣ୍ଣ ଶସ୍ଯ ହୁଏ,

ଲୂକଲିଖିତ ସୁସମାଚାର 6:44

ପ୍ରେତ୍ୟକକ ଗଛ ତା'ର ଫଳ ଦ୍ବରା ଚିହ୍ନି ହୁଏ। ଲୋକମାନେ ଅନାବନା କଣ୍ଟା ଗଛରୁ ଡିମ୍ବିରିଫଳ ସଂଗ୍ରହ କରନ୍ତି ନାହିଁ କି କଣ୍ଟା ବୁଦାରୁ ଦ୍ରାକ୍ଷା କୋଳି ପାଆନ୍ତି ନାହିଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 9:10

ପରମେଶ୍ବର ହିଁ ବୁଣିବା ଲୋକ ପାଇଁ ବୀଜ ଓ ଖାଇବା ପାଇଁ ଖାଦ୍ୟ ଯୋଗନ୍ତି। ସେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବୃଦ୍ଧି କରାଇବେ। ସେ ତୁମ୍ଭମାନଙ୍କ ଭଲ କାମ ଗୁଡ଼ିକ ପାଇଁ ବିପୁଳ ଫସଲ ହବୋକୁ ଦବେେ।

ଗାଲାତୀୟଙ୍କ ପ୍ରତି ପତ୍ର 6:7

ନିଜକୁ ପ୍ରତାରଣା କର ନାହିଁ। ପରମେଶ୍ବରଙ୍କୁ ତୁମ୍ଭମାନେେ ଠକି ପାରିବ ନାହିଁ। ଜଣେ ଲୋକ ଯେପରି ବୁଣିବ, ସହେିପରି କାଟିବ।

Interlinear

Choose Theme