ଏହାପରେ ପରମେଶ୍ବର କହିଲେ, ଜଳ ଜୀବିତ ପ୍ରାଣୀ ରେ ପୂର୍ଣ୍ଣ ହେଉ ଏବଂ ପକ୍ଷୀମାନେ ପୃଥିବୀ ଉପରେ ଓ ଆକାଶ ତାରଣେ ତଳେ ଉଡ଼ନ୍ତୁ।
Cross references
ଏହିପରି ପରମେଶ୍ବର ତାରଣେ ନିର୍ମାଣ କଲେ ଏବଂ ତାଣେ ଉପର ଜଳଠାରୁ ତାରଣେ ତଳ ଜଳକୁ ଅଲଗା କଲେ। ତହିଁରେ ସହେିପରି ହେଲା।
ଏହାପରେ ପରମେଶ୍ବର କହିଲେ, ଆକାଶର ତାରଣେ ରେ ଜ୍ଯୋତିଗଣ ଉତ୍ପନ୍ନ ହୁଅନ୍ତୁ। ସହେି ଜ୍ଯୋତିଗଣ ରାତ୍ରରୁ ଦିନକୁ ପୃଥକ୍ କରିବେ। ସହେି ଜାତିଗେଣ ଋତୁ, ଦିନ ଓ ବର୍ଷଗୁଡ଼ିକର ସମୟକାଳ ଦଖାଇବୋ ପାଇଁ ଚ଼ିହ୍ନ ରୂପେ ବ୍ଯବହୃତ ହବେ।
ପରମେଶ୍ବର ପ୍ରାଣୀମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ବର ସମାନଙ୍କେୁ କହିଲେ, ବହୁବଂଶ ହାଇେ ସମୁଦ୍ର ଜଳକୁ ପରିପୂର୍ଣ୍ଣ କର। ପୃଥିବୀ ରେ ପକ୍ଷୀଗଣ ବହୁସଂଖ୍ଯକ ହୁଅନ୍ତୁ।
ସମସ୍ତ ଚ଼ାରା ଗଛ ଜୀବିତ ପ୍ରାଣୀଙ୍କର ଖାଦ୍ୟ ପାଇଁ ଦଲେି, ଆକାଶ ରେ ଉଡ଼ୁଥିବା ପ୍ରେତ୍ୟକକ ପକ୍ଷୀ, ପ୍ରେତ୍ୟକକ ଭୂଚ଼ର ପ୍ରାଣୀ ଏବଂ ପ୍ରେତ୍ୟକକ ଜୀବନ୍ତ ଏବଂ ନିଶ୍ବାସ ନେଉଥିବା ପ୍ରାଣୀ ମୁଁ ତୁମ୍ଭଙ୍କୁ ଦଲେି। ଏବଂ ଏହିପରି ହେଲା।
ସଦାପ୍ରଭୁ ପରମେଶ୍ବର ଭୂମିର ଧୂଳିରୁ ସମସ୍ତ ପଶୁ ଓ ଆକାଶ ରେ ସମସ୍ତ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ବର ସମସ୍ତଙ୍କୁ ମନୁଷ୍ଯ ନିକଟକୁ ଦଖାଇବୋକୁ ଆଣିଲେ। ସହେି ମନୁଷ୍ଯ ସମାନଙ୍କେୁ କଣ କହି ଡ଼ାକିବ, ଏହା ଜାଣିବା ପାଇଁ। ସହେି ସୃଷ୍ଟି ପ୍ରାଣୀଙ୍କୁ ସେ ଯାହା କହି ଡ଼ାକିଲା, ତାହା ସମାନଙ୍କେର ନାମ ହେଲା।
ତୁମ୍ଭ ସହିତ ସମସ୍ତ ପଶୁଗୁଡିକୁ ବାହାର କରି ଆଣ । ସମସ୍ତ ପଶୁ, ସମସ୍ତ ପକ୍ଷୀ, ସମସ୍ତ ଭୂଚର ପ୍ରାଣୀ ସମାନେେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ। ପୁଣି ପୃଥିବୀ ଫଳବନ୍ତ ହେଉ।
ସେ ପ୍ରକୃତି ସମ୍ବନ୍ଧ ରେ ମଧ୍ଯ ବହୁକଥା ଜାଣିଲେ। ସେ ଲିବା ନୋନର ଏରସ ବୃକ୍ଷ ବିଷଯ ରେ ଓ ପ୍ରାଚୀର ରେ ଜନ୍ମିଥିବା ଏସୋବ ତୃଣ ବିଷଯ ରେ ଶିକ୍ଷା ଦେଲେ। ସେ ପଶୁ, ପକ୍ଷୀ, ଉ ରୋଗାମୀ ପ୍ରାଣୀ ଓ ମତ୍ସ୍ଯମାନଙ୍କର ବିଷଯ ରେ ଶିକ୍ଷା ଦେଲେ।
ଏକଥା ସମସ୍ତେ ଜାଣନ୍ତି ସଦାପ୍ରଭୁ ଏସବୁ ସୃଷ୍ଟି କରିଛନ୍ତି।
ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ। ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି। ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।
ମହାସାଗରକୁ ଦେଖ, ଏହା କେତେ ମହାନ୍! ବହୁତ େଛାଟ ଏବଂ ବଡ଼ ଜୀବ ସେଥିରେ ବାସ କରୁଛନ୍ତି। ସଗେୁଡ଼ିକୁ ଗଣନା କରି ହବେ ନାହିଁ।
ସମସ୍ତ ବନ୍ଯ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର। ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
କାରଣ ଜଣେ ବ୍ଯକ୍ତି ଜ୍ଞାନ, ବିଦ୍ଯା ଓ ଦକ୍ଷତା ସହିତ ପରିଶ୍ରମ କରେ, ତଥାପି ଯେଉଁ ବ୍ଯକ୍ତି ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ି ୟିବ। ଏ ମଧ୍ଯ ଅସାର ଏବଂ ପବନକୁ ଧରିବା ପରି।
ସେ ପରମେଶ୍ବର ଜୀବନ ଓ ପ୍ରାଣବାଯୁ ପ୍ରଦାନ କରନ୍ତି। ସେ ମନୁଷ୍ଯମାନଙ୍କର ସାହାୟ୍ଯ ଲୋଡ଼ନ୍ତି ନାହିଁ। ତାହାଙ୍କର କୌଣସି ଅଭାବ ନାହିଁ।