Home Bibles ଆଦି ପୁସ୍ତକ 1:27 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 1:27 · ଓଡ଼ିଆ ବାଇବେଲ

ତେଣୁ ପରମେଶ୍ବର, ଆପଣା ପ୍ରତିମୂର୍ତ୍ତୀ ରେ ମନୁଷ୍ଯକୁ ସୃଷ୍ଟି କଲେ। ପରମେଶ୍ବର ସମାନଙ୍କେୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।

Cross references

ଆଦି ପୁସ୍ତକ 2:7

ଏହାପରେ ସଦାପ୍ରଭୁ ପରମେଶ୍ବର ଭୂମିରୁ ଧୂଳି ନଇେ ମନୁଷ୍ଯ ସୃଷ୍ଟି କଲେ। ସଦାପ୍ରଭୁ ତା'ର ନାସିକା ରନ୍ଧ୍ର ରେ ଫୁଙ୍କ ଦଇେ ପ୍ରାଣ ବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ଯ ଜୀବିତପ୍ରାଣୀ ହେଲା।

ଆଦି ପୁସ୍ତକ 2:18

ଏହାପରେ ସଦାପ୍ରଭୁ ପରମେଶ୍ବର କହିଲେ, ମୁଁ ଦେଖି ପାରୁଛି ଯେ ମନୁଷ୍ଯ ଏକାକୀ ଥିବା ଭଲ ନୁହେଁ, ମୁଁ ଆଉ ଜଣେ ଉପୟୁକ୍ତ ସହକାରିଣୀ ନିର୍ମାଣ କରିବି।

ଆଦି ପୁସ୍ତକ 2:21

ତା'ପରେ ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ ଘାରେ ନିଦ୍ରା ରେ ଶୁଆଇ ଦେଲେ। ସେ ତା'ର ଶରୀରରୁ ଖଣ୍ଡେ ପଞ୍ଜରା ନେଲେ ଏବଂ ସହେି କ୍ଷତ ବନ୍ଦ କରି ଦେଲେ।

ଆଦି ପୁସ୍ତକ 5:1

ଏହା ହେଉଛି ଆଦମଙ୍କର ବଂଶାବଳୀର ଇତିହାସ। ପରମେଶ୍ବର ତାଙ୍କ ସାଦୃଶ୍ଯ ରେ ମନୁଷ୍ଯକୁ ସୃଷ୍ଟି କଲେ।

ଆଦି ପୁସ୍ତକ 5:2

ପରମେଶ୍ବର ସମାନଙ୍କେୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ ଏବଂ ସହେିଦିନ ପରମେଶ୍ବର ସମାନଙ୍କେୁ ଆଶୀର୍ବାଦ ଦେଲେ ଏବଂ ସମାନଙ୍କେର ନାମ ମନୁଷ୍ଯ ଦେଲେ।

ଆଦି ପୁସ୍ତକ 9:6

ପରମେଶ୍ବର ଆପଣା ପ୍ରତିମୂର୍ତ୍ତୀ ରେ ମନୁଷ୍ଯକୁ ତିଆରି କରିଛନ୍ତି। ତେଣୁ ଯେ କହେି ମନୁଷ୍ଯକୁ ହତ୍ଯା କରିବ ସେ ନିଶ୍ଚିତ ଅନ୍ୟ ମନୁଷ୍ଯ ଦ୍ବାରା ମରାୟିବ।

ବିଚାରକର୍ତାମାନଙ୍କ ବିବରଣ 21:22

ଯେତବେେଳେ ସମାନଙ୍କେ ପିତା ବା ଭାଇମାନେ ଆମ୍ଭମାନଙ୍କ ନିକଟକକ୍ସ୍ଟ ଆପତ୍ତି କରିବାକୁ ଆସିବେ। ଆମ୍ଭମାନେେ କହିବକ୍ସ୍ଟ, 'ଦୟାକରି ବିନ୍ଯାମୀନୀଯମାନଙ୍କୁ ଅନକ୍ସ୍ଟଗ୍ରହ କର। ଯଦିଓ ସମାନେେ ତୁମ୍ଭମାନଙ୍କର ସ୍ତ୍ରୀ ଲୋକମାନଙ୍କୁ ନଇୟୋଇଛନ୍ତି। ସମାନେେ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ ନାହିଁ। ତୁମ୍ଭେ ନୀରିହ ଅଟ, ଏପର୍ୟ୍ଯନ୍ତ ତୁମ୍ଭେ ସମାନଙ୍କେୁ ତୁମ୍ଭର କନ୍ଯାଗଣଙ୍କକ୍ସ୍ଟ ବିବାହ ଦଲେ, ଏଥିପାଇଁ ତୁମ୍ଭମାନେେ ତୁମ୍ଭର ସଦାପ୍ରଭୁଙ୍କ ପ୍ରତି ଶପଥ ଭାଙ୍ଗିଲ ନାହିଁ।

ଗୀତସଂହିତା 139:14

ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ଯବାଦ ଦିଏ କାରଣ ତୁମ୍ଭେ ମାେତେ ଏଭଳି ଏକ ଆଶ୍ଚର୍ୟ୍ଯଜନକ ପଥରେ ତିଆରି କରିଅଛ। ମୁଁ ଭଲ ଭାବରେ ଜାଣେ ୟେ, ତୁମ୍ଭର କାମ ଅଦ୍ଭୁତ ଅଟେ।

ଯିଶାଇୟ 43:7

ଆମ୍ଭ ନାମ ରେ ଖ୍ଯାତ ଓ ଯାହାକୁ ଆମ୍ଭେ ଆମ୍ଭର ଗୌରବାର୍େଥ ସୃଷ୍ଟି କରିଅଛୁ, ଏହିପରି ପ୍ରତ୍ଯକ ଲୋକଙ୍କୁ ଆଣ। ଆମ୍ଭେ ତାହାକୁ ଗଢ଼ିଅଛୁ ଓ ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।'

ଯିରିମିୟ 29:6

ତୁମ୍ଭମାନେେ ବିବାହ କରି ପୁତ୍ର କନ୍ଯା ଉତ୍ପାଦନ କର। ଆଉ ତୁମ୍ଭମାନଙ୍କର ସହେି ପୁତ୍ର କନ୍ଯାମାନଙ୍କୁ ବିବାହ କରାଇ ସମାନଙ୍କେଠାରୁ ପୁତ୍ରକନ୍ଯା ଜନ୍ମ କରାଅ। ଏହିପରି ବାବିଲର ଲୋକସଂଖ୍ଯା ବୃଦ୍ଧି କର କିନ୍ତୁ ଊଣା କର ନାହିଁ।

ମଲାଖୀ 2:15

ପରମେଶ୍ବର ଉଭୟ ସ୍ବାମୀ ଓ ସ୍ତ୍ରୀ ସୃଷ୍ଟି କରିଛନ୍ତି, ସମାନଙ୍କେୁ ଶରୀର ଓ ଆତ୍ମା ରେ ଏକ ହବୋ ପାଇଁ ନିର୍ଦ୍ଧିଷ୍ଟ କରିଛନ୍ତି। ପରମେଶ୍ବର ଧର୍ମପରାଯଣ ସନ୍ତାନ ସନ୍ତତି ଗ୍ଭହାଁନ୍ତି। ତେଣୁ ନିଜକୁ ଜଗ ଏବଂ ତୁମ୍ଭ ସ୍ତ୍ରୀ ପ୍ରତି ଅବିଶ୍ବସ୍ତ ହୁଅ ନାହିଁ, ଯାହାକୁ ତୁମ୍ଭେ ୟୁବାବସ୍ଥା ରେ ବିବାହ କରିଛ।

ମାଥିଉଲିଖିତ ସୁସମାଚାର 19:4

ଯୀଶୁ କହିଲେ, ତୁମ୍ଭେ ନିଶ୍ଚୟ ଶାସ୍ତ୍ର ରେ ପଢ଼ିଛ ଯେ, 'ସୃଷ୍ଟିକର୍ତ୍ତା ମୂଳରୁ ଲୋକମାନଙ୍କୁ ସ୍ତ୍ରୀ ଓ ପୁରୁଷ ରୂପରେ ସୃଷ୍ଟି କରିଥିଲେ?'

ମାର୍କଲିଖିତ ସୁସମାଚାର 10:6

କିନ୍ତୁ ପରମେଶ୍ବର ଯେତବେେଳେ ଜଗତ ସୃଷ୍ଟି କଲେ, ' ସେ ଲୋକଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।'

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:7

କିନ୍ତୁ ଜଣେ ପୁରୁଷ ନିଜର ମସ୍ତକ ଆଚ୍ଛାଦନ କରିବା ଅନୁଚିତ୍, କାରଣ ସେ ପରମେଶ୍ବରଙ୍କ ପ୍ରତିମୂର୍ତ୍ତି ରେ ସୃଷ୍ଟି ତାହାଙ୍କର ଗୌରବ ଅଟେ। କିନ୍ତୁ ଜଣେ ସ୍ତ୍ରୀ ପୁରୁଷର ଗୌରବ ସ୍ବରୂପ ଅଟେ।

ଏଫିସୀୟଙ୍କ ପ୍ରତି ପତ୍ର 2:10

ଆମ୍ଭେ ଯାହା, ତାହା କବଳେ ପରମେଶ୍ବରଙ୍କ ଦ୍ବାରା ହାଇେଅଛୁ। ଆମ୍ଭେ ଯେପରି ଭଲ କାମ କରିପାରୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ଖ୍ରୀଷ୍ଟ ଯୀଶୁଙ୍କ ମଧିଅରେ ନୂତନ ବ୍ଯକ୍ତି କଲେ। ଏହି ଭଲ କାମଗୁଡ଼ିକୁ ମଧ୍ଯ ସେ ଆମ୍ଭପାଇଁ ପୂର୍ବରୁ ଯୋଜନା କରି ରଖିଅଛନ୍ତି। ସେ ହିଁ ଯୋଜନା କରିଛନ୍ତି ଆମ୍ଭେ ସହେି ଭଲକାମ କରି ଜୀବନଯାପନ କରିବା।

ଏଫିସୀୟଙ୍କ ପ୍ରତି ପତ୍ର 4:24

ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ଯକ୍ତି ସ୍ବରୂପ ହାଇେ ପରମେଶ୍ବରଙ୍କ ଭଳି ପ୍ରକୃତ ରେ ଭଲ ଓ ପବିତ୍ର ହବୋକୁ ପଡ଼ିବ।

କଲସୀୟଙ୍କ ପ୍ରତି ପତ୍ର 1:15

କୌଣସି ଲୋକ ପରମେଶ୍ବରଙ୍କୁ ଦେଖି ପା ରେ ନାହିଁ। କିନ୍ତୁ ଖ୍ରୀଷ୍ଟ ଠିକ ପରମେଶ୍ବରଙ୍କ ଭଳି। ଖ୍ରୀଷ୍ଟ ସମସ୍ତ ସୃଷ୍ଟ ବିଷୟଗୁଡ଼ିକର ଶାସକ ଅଟନ୍ତି।

କଲସୀୟଙ୍କ ପ୍ରତି ପତ୍ର 1:26

ସୃଷ୍ଟିର ଆରମ୍ଭରୁ ଏହି ଗୁପ୍ତ ସତ୍ଯଟି ସମସ୍ତ ଲୋକମାନଙ୍କ ପାଇଁ ଗୋପନୀୟ ଥିଲା। କିନ୍ତୁ ଏବେ ସହେି ଗୁପ୍ତ ସତ୍ଯ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କୁ ଜଣାଇ ଦିଆଗଲା।

Interlinear

Choose Theme